୧୦ ମତ୍ସ୍ୟଜୀବୀଙ୍କ ସ୍ବାବ୍ ପରୀକ୍ଷା
ଛତ୍ରପୁର,୩୦ା୪(ଡି.ଏନ୍.ଏ.) : ଚେନ୍ନାଇରୁ ୩୩ ଜଣ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ୍ ଯୋଗେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର ରାତିରେ ପହଞ୍ଚିଥିଲେ। ସମସ୍ତଙ୍କୁ ଆର୍ଯ୍ୟପଲ୍ଲୀ ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା। ଏଠାରେ…
୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ
ବୁଗୁଡ଼ା, ୩୦।୪(ଡି.ଏନ୍.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ ଘୋଷଣା କରାଯାଇଛି। ଓଡିଶା ରାଜ୍ୟର ଶ୍ରମିକମାନେ ବାହାର ରାଜ୍ୟରେ ବିଭିନ୍ନ କମ୍ପାନୀରେ କାମକରି…
କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍ରେ ରହିଲେ ୧୧୪ ଜଣ
ଶେରଗଡ଼,୩୦ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ସମସ୍ତଙ୍କ ପରିଚୟ ଯାଞ୍ଚ ପରେ ଆଦର୍ଶ ବିଦ୍ୟାଳୟର ଆଇସୋଲେଶନ ଓ୍ବାର୍ଡରେ…
କ୍ୱାରାଣ୍ଟାଇନ୍ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ
ଛତ୍ରପୁର,୩୦ା୪(ଡି.ଏନ୍.ଏ.): ସୁରଟରୁ ୪ଟି ବସ୍ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର ସ୍କ୍ରିନିଂ…
ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍
ଛତ୍ରପୁର,୩୦।୪(ଡି.ଏନ୍.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ ଜିଲା…
ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ ଦ୍ୱିତୀୟ…
କ୍ୱାରାଣ୍ଟାଇନ୍ କେନ୍ଦ୍ର ପରିଚାଳନା ତାଲିମ
ଶେରଗଡ଼,୩୦ା୪(ଡି.ଏନ୍.ଏ.)- ଶେରଗଡ଼ ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ପ୍ରଥମ କରି ୧୧୪ଜଣ ସୁରଟ ଫେରନ୍ତାଙ୍କୁ ରଖାଯିବ। ଏନେଇ ଆଦର୍ଶ ବିଦ୍ୟାଳୟରେ ସମସ୍ତ ପ୍ରସ୍ତୁତ ସରିଛି। ଛାତ୍ରୀ ନିବାସ କୋଠାରେ ସେମାନେ ୧୪ ଦିନ ରହିବେ। ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ସୁରଞ୍ଜନ…
ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ୍, ଡ୍ରାଇଭର ମୃତ
ପାଟପୁର,୨୯ା୪-ଗଞ୍ଜାମ-ଗଜପତି ସୀମାନ୍ତ ପାଟପୁର ଥାନା ତପ୍ତପାଣି ଘାଟି ହରିଣ ପାର୍କ ନିକଟରେ ବୁଧବାର ଅପରାହ୍ନ ପ୍ରାୟ ୪ ଟାରେ ଏକ ଟ୍ରକ୍ ଓଲଟି ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅଙ୍କୋରଡା ଗ୍ରାମର ମନୋଜ କୁମାର ଗୌଡ଼।…
ବିପୁଳ ପରିମାଣର ଦେଶୀ ମଦ ଜବତ
ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛି। ଭାଲିଆସାହି,…
କୋଭିଡ୍ ଫଣ୍ଡକୁ ଶିକ୍ଷକ ଦେଲେ ୬.୭୪ ଲକ୍ଷ
ପାଟପୁର,୨୯ା୪- ସାନଖେମୁଣ୍ଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମେତ ଶିକ୍ଷା ସହାୟକ, ଗଣଶିକ୍ଷକ କନିଷ୍ଠ ବର୍ଗ ଶିକ୍ଷକମାନେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (କୋଭିଡ୍)କୁ ୬ ଲକ୍ଷ ୭୪ ହଜାର ୭୫ ଟଙ୍କା ପ୍ରଦାନ କରିଛନ୍ତି। ସମସ୍ତ ବର୍ଗର…
ପ୍ରବାସୀ ସୁରଟ ଫେରନ୍ତାଙ୍କ ପାଇଁ ପ୍ରସ୍ତୁତି, ସମୀକ୍ଷା କଲେ ଜିଲାପାଳ
ଧରାକୋଟ,୨୯ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍ ମଧ୍ୟରୁ ୨ଟି ଧରାକୋଟରେ ରହିବ। ଏନେଇ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କୁଡ଼ାଗୁମା ଆଦର୍ଶ ବିଦ୍ୟାଳୟରରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ ସେଣ୍ଟର ହୋଇଛି। ବୁଧବାର…
ବଜ୍ରପାତରେ ଗୋରୁଚରାଳୀଙ୍କ ମୃତ୍ୟୁ
ଭଞ୍ଜନଗର,୨୯।୪(ଡି.ଏନ.ଏ)- ତାରସିଂ ଥାନା ତୋଲଡ଼ିରେ ବୁଧବାର ବଜ୍ରପାତରେରେ ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୋଲାଡିର ଲକ୍ଷ୍ମଣ ବେହେରା (୩୦)। ଲକ୍ଷ୍ମଣ ଗୋରୁ ନେଇ ଯାଇଥିବାବେଳେ ଅପରାହ୍ନ ୫ଟାରେ ବଜ୍ରପାତରେ ଗୁରୁତର ହୋଇଥିଲେ। ଏହାପରେ ତାଙ୍କୁ ଚିକିତ୍ସା ପାଇଁ…
Archives


