ଗଞ୍ଜାମ

ବିନା ଭକ୍ତରେ ମା’ ତାରାତାରିଣୀ ପୀଠରେ ଚିତାଲାଗି: ରାଜ ରାଜେଶ୍ବରୀ ବେଶରେ ଝଲସିଲେ

ପୁରୁଷୋତ୍ତମପୁର,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇେ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିନା ଭକ୍ତରେ ଚିତାଲାଗି ହୋଇଛି। ଭୋର ସକାଳ ୪ଟା ୩୦ରୁ ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତି, ଅବକାଶ, ପଞ୍ଚ ସୂତିରେ ଅଭିଷେକ, ମାଜଣା, ସିଙ୍ଗାର ହୋଇ ଦୁଇ…

କ୍ରିକେଟ ପାଇଁ ଲାଗୁଛି ବାଜି

ଗଞ୍ଜାମ,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କ୍ରିକେଟ ପାଇଁ ବାଜି ଲଗାଉଛନ୍ତି ଯୁବଗୋଷ୍ଠୀ। ଏଥିପାଇଁ ଏହି ବାଜିର ମାଷ୍ଟରମାଇଣ୍ଡ ଲକ୍ଷାଧିକ ଟଙ୍କା ପାଉଥିବା ବେଳେ ବାଜି ଲଗାଇ ହାରୁଥିବା ଯୁବକମାନେ ଆତ୍ମହତ୍ୟା ପରି ପନ୍ଥା ଆପଣାଉଛନ୍ତି। ପୋଲିସ ଏହାର ସାମାନ୍ୟ ସୁରାକ ପାଇ ପାରୁନି।…

ଏମକେସିଜି କୋଭିଡ ହସ୍ପିଟାଲରୁ କଏଦୀ ଚମ୍ପଟ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କୋଭିଡରେ ଚିକିତ୍ସାଧୀନ ଥିବା ଜଣେ କଏଦୀ ଶନିବାର ଭୋରୁ ଚମ୍ପଟ ମାରିଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବାଲିଗୁଡା ଉପ କାରାଗାରର କୀର୍ତ୍ତି ସିଂ(୩୭) । ତାଙ୍କ ଠାରେ କୋଭିଡ…

ଗଞ୍ଜାମରେ ଦ୍ୱିତୀୟ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର ଅଫିସ,୭।୮: ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ଜଣେ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ହେଉଛି ଦ୍ୱିତୀୟ ପଜିଟିଭ୍‌ ବୋଲି ଜିଲା ମ୍ୟାଲେରିଆ ଅଧିକାରୀ ଡା. ସନ୍ତୋଷ ପାଢ଼ୀ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ରୋଗୀ ଜଣେ ଯୁବତୀ। ସେ…

ଭୋଜି ସାରି ଫେରୁଥିଲେ ଓଲଟିଲା ଅଟୋ

ସୋରଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ କେଶରିପାଟନା ଗ୍ରାମର ଶୁକ୍ରବାର ଏକ ଅଟୋ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରୁନୁଲତା ତ୍ରିପାଠୀ, ମଧୁମଙ୍ଗଳ, ସଞ୍ଜୟ ପଣ୍ଡା, ଅନିତା, ବାସୁଦେବ,…

ହାତୀ ହାବୁଡ଼ରେ ପଡ଼ିଗଲେ ୨ ଯୁବକ

ବୁଗୁଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ହାତୀ ଆକ୍ରମଣରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବୁଗୁଡ଼ା ଥାନା ଅଧୀନ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ ପ୍ରଧାନ। ମିଳିଥିବା ସୂଚନା ମୁତାବକ,…

ହାତୀ ଆକ୍ରମଣରେ ୨ ଆହତ

ବୁଗୁଡ଼ା,୬ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ଗୁରୁବାର ରାତିରେ ହାତୀ ଆକ୍ରମଣରେ ଦୁଇ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ…

ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଷଢଙ୍ଗୀପଲ୍ଲୀ ଗ୍ରାମର ସଞ୍ଜୟ ଗୌଡ। ତାଙ୍କୁ ଶେରଗଡ଼ କୋର୍ଟ ଚାଲାଣ…

ରାତିରେ ଚାଲିଥିଲା ଜୁଆଆଡ୍ଡା: ୧୦ଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦ ଜଣଙ୍କୁ ଗିରଫ କରିବା ସହ ୫୦ ହଜାର ୪୦୦ ଟଙ୍କା ଜବତ କରିଛି।

ମଝି ରାସ୍ତାରେ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ବାମୀ

ଛତ୍ରପୁର,୪।୮(ଡି.ଏନ୍‌.ଏ.): ମଝି ରାସ୍ତାରେ ସ୍ବାମୀ ପେଟ୍ରୋଲ ଢାଳି ନିଆଁ ଲଗାଇ ସ୍ତ୍ରୀକୁ ପୋଡ଼ିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ସାନ ଆର୍ଯ୍ୟପଲ୍ଲୀ ଗ୍ରାମରେ।…

କରୋନା ବିରୋଧୀ ଲଢ଼େଇର ପ୍ରମୁଖ ଅସ୍ତ୍ର: ମୁଁ ଟିକା ନେଇଛି

ଛତ୍ରପୁର,୨।୮(ଡି.ଏନ୍‌.ଏ.): ମୁଁ ଟିକା ନେଇଛି। ଗଞ୍ଜାମ ଜିଲାର ବୁଲା ବିକାଳୀମାନେ ନିଜ ଝୁଡି ଓ ଠେଲା ଆଗରେ ଏମିତି ଲେଖିଛନ୍ତି। କରୋନା ବିରୋଧୀ ଲଢ଼େଇରେ ଟିକା ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ବୁଲା ବିକାଳୀମାନେ…

ସେବାୟତ ଟିକା ନେଇଥିଲେ ଖୋଲିବ ମନ୍ଦିର

ଛତ୍ରପୁର,୨।୮(ଡି.ଏନ୍‌.ଏ.): ଚଳିତ ମାସ ୧ ତାରିଖରୁ ସାମାନ୍ୟ କଟକଣା ସହ ଶପିଂମଲ, ସିନେମାହଲ, ପାର୍କ, ବେଳାଭୂମି ଖୋଲିଛି । କିନ୍ତୁ ଧାର୍ମିକ ପୀଠ ଖୋଲିବାକୁ ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ଗଞ୍ଜାମ ଜିଲାରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?