ଗଞ୍ଜାମ

ବୁଗୁଡ଼ାବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ

ବୁଗୁଡ଼ା,୩୧ା୭(ଡି.ଏନ୍‌.ଏ.): ଗଞ୍ଜାମର ବୁଗୁଡ଼ା ସହରରେ ଏବେ ମଶାଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଭୁବନେଶ୍ୱର ସମେତ ବିଭିନ୍ନ ସହରାଞ୍ଚଳରେ ଏବେ ଡେଙ୍ଗୁ ଆତଙ୍କ ଦେଖା ଦେଇଥିବାରୁ ବୁଗୁଡ଼ା ସହରବାସୀ ମଧ୍ୟ ଆତଙ୍କିତ ହୋଇପଡ଼ିଛନ୍ତି। ସହରର ପରିବା ବଜାର ନିକଟରେ ମଇଳା ଜମି ରହିବା…

ବୁଗୁଡ଼ାରେ ଦଶମ ଶ୍ରେଣୀ ପରୀକ୍ଷା ଦେଲେ ୫୯ ଛାତ୍ରୀଛାତ୍ର

ବୁଗୁଡ଼ା,୩୦ା୭(ଡି.ଏନ୍‌.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର ଏକ ମାତ୍ର କେନ୍ଦ୍ର ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଆରମ୍ଭ…

ଗଞ୍ଜାମ ପୋଲିସର ରାତି ଅଧିଆ ଚଢ଼ାଉ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବିଭିନ୍ନ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅସାମାଜିକଙ୍କୁ ସାବାଡ଼ କରିଛନ୍ତି ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ। ଏନେଇ ଦାମୋଦରପୁର ସ୍ଥିତ ଗଞ୍ଜାମ ମହାବିଦ୍ୟାଳୟ ଖେଳ ପଡିଆ ଓ କଲେଜ ରୋଡ୍‌ରେ ଅସାମାଜିକଙ୍କ ଭିଡ଼ ଜମୁଥିବା…

ସରକାରୀ ପେଟ୍ରୋଲ ପମ୍ପ ସିଲ୍‌ କଲା ପ୍ରଶାସନ

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଓଡ଼ିଶା ସରକାରଙ୍କ ଅଧୀନ ଓପିଡିସି ଭାରତ ପେଟ୍ରୋଲ ପମ୍ପକୁ ଛତ୍ରପୁର ଏଏସି ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି । ଉକ୍ତ ପେଟ୍ରୋଲ ପମ୍ପଟି ଛତ୍ରପୁର ଏନ୍‌ଏସି ସହ ୨୦୧୫ରୁ ଚୁକ୍ତି ଅବଧି…

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ମାଟ୍ରିକ ପରୀକ୍ଷା…

ସ୍ପିରିଟ ଢାଳି ନିଆଁ ଲଗାଇଥିଲେ ପ୍ରେମିକ

ପୁରୁଷୋତ୍ତମପୁର,୨୯ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରେମିକା ଶୁଭସ୍ମିତା ଖାଡ଼ଙ୍ଗାଙ୍କୁ ଜୀଅନ୍ତା ଜାଳିଦେବା ଘଟଣାରେ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ସାହୁଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ଘଟିଥିବା ପରିତ୍ୟକ୍ତ ଗୃହରେ ପହଞ୍ଚି…

ବୁଗୁଡ଼ା ବ୍ଲକରେ ୭୦ ପିଲା ଦେବେ ମାଟ୍ରିକ ପରୀକ୍ଷା

ବୁଗୁଡ଼ା,୨୮ା୭(ଡି.ଏନ୍‌.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ମର୍ମରେ ଚଳିତ ମାସ ୧ ତାରିଖରୁ ୧୫…

ପକ୍କାଘର ପାଇଁ ଚିଲିକାରେ ପଦଯାତ୍ରା

କୃଷ୍ଣପ୍ରସାଦ,୨୮।୭(ଡି.ଏନ୍‌.ଏ.):୨୦୧୩ ଅକ୍ଟୋବର ଫାଇଲିନ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ନିର୍ମାଣ ପାଇଁ ଏଯାବତ୍‌ କାର୍ଯ୍ୟାଦେଶ ନ ମିଳିବା ଘଟଣାରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଲୋକମାନେ ମଙ୍ଗଳବାର ଅଭିନବ ପ୍ରତିବାଦ ଜଣାଇଛନ୍ତି। ଅପରାହ୍ନ ୧ଟାରେ ୨ଶହରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଜହ୍ନିକୁଦା ଚିଲିକା କୂଳରୁ…

ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି। ରାତିରେ ବ୍ରହ୍ମପୁର ବଡ଼ ମେଡିକାଲରେ ଯୁବତୀଙ୍କର ମୃତ୍ୟୁ…

ସର୍ବଶ୍ରେଷ୍ଠ ଆଇଟିଆଇରେ ରାଜ୍ୟର ୬

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଆଇଟିଆଇ, ପଲିଟେକ୍‌ନିକ୍‌ରେ ନାମଲେଖା ପାଇଁ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି। ସୋମବାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଲେ,…

କୋଭିଡ୍‌ ନିୟମ ଉଲ୍ଲଂଘନକୁ ବିଧାୟକଙ୍କ ଖଣ୍ଡନ

ସୋରଡ଼ା,୨୭। ୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ବାପାଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ସୋମବାର ପୈତୃକ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବ୍ଲଡ ବ୍ୟାଙ୍କର ଡାକ୍ତରୀ ଦଳ ୫୦୧ ୟୁନିଟ ରକ୍ତ ସଂଗ୍ରହ…

ଯାନବାହନ ଯାଞ୍ଚ ସମୟରେ କାରରୁ ଗଞ୍ଜେଇ ଜବତ

ସୋରଡ଼ା,୨୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସମୟରେ ଏକ କାରରୁ ଗଞ୍ଜେଇ ଜବତ ହୋଇଛି। (ଓ ଆର ୦୫ଏ କ୍ୟୁ ୬୭୬0)ବିଶିଷ୍ଟ କାରରୁ ୩୫ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ଗାଡି ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?