ଗଞ୍ଜାମ

ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ର୍ନିମାଣ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ ନେଇ ଶୁକ୍ରବାର ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କ ସ୍ଥାନୀୟ ଜନପ୍ରତିନିଧିମାନେ ଦୃଷ୍ଟି ଆକର୍ଷଣ କରିଛନ୍ତି। ଭିଡିଓ କନଫରେନ୍ସି ଜରିଆରେ ଅନୁଷ୍ଠିତ ଆଲୋଚନା ବେଳେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା…

ଅଡିଟ୍‌ ପରେ ଗଞ୍ଜାମରେ ବଢୁଛି କରୋନା ମୃତ୍ୟୁସଂଖ୍ୟା

ଛତ୍ରପୁର,୮ା୭(ଡି.ଏନ): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ଥମୁନି। ଆଜି ଜିଲାରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଅଡିଟ୍‌ ପରେ ଏହି ମୃତ୍ୟୁସଂଖ୍ୟା ବଢୁଛି। ଏହା ଦିନକର ନୁହେଁ ଏବଂ ପୂର୍ବରୁ ମୃତ୍ୟୁକୁ ମିଶାଇ ଏହା ଘୋଷଣା…

ଗଞ୍ଜାମରେ ହେବ ୧୩୩ ସ୍ମାର୍ଟ ହାଇସ୍କୁଲ: ଛାତ୍ରୀଛାତ୍ରଙ୍କ ସହ କଥା ହେଲେ ୫ଟି ସଚିବ

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୩୩ଟି ହାଇସ୍କୁଲକୁ ସ୍ମାର୍ଟ ହାଇସ୍କୁଲରେ ପରିଣତ ପାଇଁ କାମ ଚାଲିଛି। ଏହାର ଅଗ୍ରଗତି ନେଇ ଗୁରୁବାର ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍କୁଲର ଛାତ୍ରୀଛାତ୍ର, ପ୍ରଧାନଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି…

ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ

ଗଞ୍ଜାମ,୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତରେ ଆସି ମା’ ଙ୍କ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।…

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା: ମହିଳାଙ୍କ ପଞ୍ଜରା ହାଡ଼ ଭାଙ୍ଗିଲା

ପୋଲସରା,୬।୭: ଗଞ୍ଜାମ ଜିଲା ପୋଲସରା ସହରର ରାଣୀପଡାସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ମଙ୍ଗଳବାର ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଦେଖିବାକୁ ମିଳିଛି। ଟିକାକରଣ ଲାଗି ଟିକାକରଣ କେନ୍ଦ୍ରରେ ଲୋକଙ୍କ ଗହଳି ଲାଗିଥିଲା। ଇତି ମଧ୍ୟରେ ଗହଳି ଭିତରେ ଟିକା…

କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ ତେବେ କ୍ଲାସ ରୁମ ଭଲ କାନ୍ଥର ପଲସ୍ତରା…

ଅନ୍‌ଲାଇନ୍‌ କ୍ଲାସରେ ସମସ୍ୟା :ବ୍ଲକ ଶିକ୍ଷା ଅଧିକାରୀଙ୍କ ନେଲେ ଅଭିନବ ପଦକ୍ଷେପ

ଛତ୍ରପୁର,୫।୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ଏବେ ସମସ୍ତ ସ୍କୁଲ ବନ୍ଦ ରହିଛି। ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ୁଛନ୍ତି। ତେବେ ଗଞ୍ଜାମର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱର୍କ ଠିକ୍‌ ଭାବେ ଆସୁନଥିବା ଭଳି ସମସ୍ୟା ଦେଖାଯାଉଛି। ଜଣାପଡ଼ିଛି ଏପରିକି କେତେକ ଗରିବ…

ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ…

ଚର୍ଚ୍ଚରେ ରଶି ଲଗାଇଲେ ଫାଦର

ଗୋପାଳପୁର,୪ା୭: ଗୋପାଳପୁର ହିଲ୍‌ଟପ ରୋଡରେ ଥିବା ସେଣ୍ଟ ଭିନ୍‌ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ସୁନ୍ଦରଗଡ଼ର ପ୍ରଦୀପ ଗତ…

ଦେଢ଼ଶୁରଙ୍କୁ କୋଡ଼ିରେ ହାଣି ହତ୍ୟା କଲେ ଭାଇବୋହୂ; ପ୍ରତିଶୋଧ ନେବା ପାଇଁ…

ଜଗନ୍ନାଥପ୍ରସାଦ,୪ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତି ବେଢାସାହି ଗ୍ରାମରେ ଶନିବାର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଭାଇବୋହୂ କୋଡ଼ିରେ ହାଣି ଦେଢ଼ଶୁରଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ସନ୍ତୋଷ ନାୟକ (୩୮)। ପୋଲିସ ମୃତଦେହକୁ ଜବତ କରି…

ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦ ହଜାର କୋଭାକ୍ସିନ ପହଞ୍ଚିବା ପରେ ଏହାକୁ ରବିବାର ଟିକାଦାନ କେନ୍ଦ୍ରକୁ ପଠାଇ କାର୍ଯ୍ୟ ଆରମ୍ଭ…

ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ

ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର ନିକଟସ୍ଥ ମାଧପୁରା ଗ୍ରାମର ଏମ୍‌.ସତ୍ୟଜିତ ସୁବୁଦ୍ଧି(୩୩)। ୨୦୧୭ ଜାନୁୟାରୀରେ ଜି.ଉଦୟଗିରିର ଏସ୍‌.ଦେବସ୍ମିତା ପାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?