ସହାୟତା ଦେଲା ଗଞ୍ଜାମ ଜ଼ିଲା ପ୍ରଶାସନ: ପୁଅଙ୍କୁ କଟକ ନେଇ ଚିକିତ୍ସା କରାଇଲେ ମା’, ଜଣାଇଲେ କୃତଜ୍ଞତା
ଛତ୍ରପୁର, ୨୪।୪(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଗଙ୍ଗାପୁର-୧ ର ଜଣେ ଅସହାୟ ମହିଳା ନମିତା କରଣଙ୍କ ୧୦ ବର୍ଷର ପୁଅ ଏକ ଗୁରୁତର ରୋଗରେ ପୀଡିତ ଅଛନ୍ତି। ବ୍ରହ୍ମପୁର ବଡ଼ ମେଡିକାଲରେ ଆବଶ୍ୟକ ଚିକିତ୍ସା ସୁବିଧା ନ ଥିବାରୁ ପ୍ରତି…
ଲକ୍ଡାଉନ୍ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର, ୨୪।୪(ଡି.ଏନ୍.ଏ.)- ଲକ୍ଡାଉନ୍ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ପଞ୍ଚାୟତ ଅଫିସକୁ ଯାଇ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜେଇ ଓ କର୍ମଚାରୀମାନଙ୍କ…
ଜୁଆଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ, ୮ହଜାର ୨ ଶହ ଜବତ
ବୁଗୁଡ଼ା,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର ଏକ ଆମ୍ବତୋଟାରେ ଜୁଆଖେଳ ଚାଲିଥିଲା। ଖବର ପାଇ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ସଦଳବଳେ ସେଠାରେ ଚଢ଼ାଉକରି ୫ ଜଣଙ୍କୁ ଗିରଫ କରିଉନ୍ତି। ସେମାନଙ୍କଠାରୁ ୮…
ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା
ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ ରେଞ୍ଜର ଆଶାଲତା ଦିଗାଲ ଓ ଅନ୍ୟ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି ସ୍ଥାନୀୟ…
ପିଏମ କେୟାର୍ସ ଫଣ୍ଡକୁ ଲକ୍ଷେ ଟଙ୍କା ଦେଲେ ଭାଜପା ନେତା
ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ଭାଜପା ଜିଲା ସାଧାରଣ ସମ୍ପାଦକ ତଥା ଫିଡ୍ ଦି ନିଡ୍ର ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ପ୍ରତାପ ଚନ୍ଦ୍ର ନାୟକ ମଙ୍ଗଳବାର ପ୍ରଧାନ ମନ୍ତ୍ରୀ ରିଲିଫ ଫଣ୍ଡ (ପିଏମ୍ କେୟାର୍ସ ଫଣ୍ଡ)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ…
ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର
ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି…
ଗୋମାଂସ ଚାଲାଣ, ୨ ଗିରଫ
ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)-ଆର.ଉଦୟଗିରି ଥାନା ରଣାଲଇ ଗ୍ରାମରୁ ବୁଧବାର ଗୋମାଂସ ଚାଲାଣ କରୁଥିବା ଅଭିଯୋଗରେ ବାଇକ୍ ସହ ୨ ଜଣକୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରଣାଲଇ ଗ୍ରାମର ସୁକାନ୍ତ ପ୍ରଧାନ ଓ ପ୍ରଦୀପ କୁମାର ପାଣି। ବୁଧବାର ଆର.ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ…
ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ ୧୬ ତାରିଖ ସକାଳୁ ଚଢାଉ କରି ୧୪ ଜଣଙ୍କୁ ଗିରଫ କରିଥିଲା। ତେବେ ମୁଖ୍ୟ…
କୋଭିଡ୍ ଯୋଦ୍ଧାଙ୍କୁ ପ୍ରଶଂସା ପତ୍ର
ସୋରଡା,୨୩ା୪(ଡି.ଏନ୍.ଏ.)- ଭାଜପା ତରଫରୁ ଗୁରୁବାର ବରିଷ୍ଠ ନେତା ଭଗବାନ ପଣ୍ଡାଙ୍କ ଦ୍ୱାରା କରୋନା ମୁକାବିଲା ପାଇଁ ଜନସାଧାରଣଙ୍କୁ ସଚେତନ କରୁଥିବା ପୋଲିସ ଅଧିକାରୀଙ୍କୁ ପ୍ରଶଂସା ପତ୍ର, ମାସ୍କ ପ୍ରଦାନ କରିଛନ୍ତି। ଏଥିରେ ହରିହର ପଣ୍ଡା, ବାସୁଦେବ ସାହୁ, ଜାନକୀ ପଟ୍ଟନାୟକ ପ୍ରମୁଖ…
ପଶ୍ଚିମ ଓଡ଼ିଶା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍ରେ ରଖିଲା ପ୍ରଶାସନ
ଭଞ୍ଜନଗର,୨୩ା୪(ଡି.ଏନ୍.ଏ.): ଲକ୍ଡାଉନ୍ ଯୋଗୁ କାମ ମିଳୁନାହିଁ। ତେଣୁ ବ୍ରହ୍ମପୁରରେ ଅଟକି ରହିଥିବା ପଶ୍ଚିମ ଓଡ଼ିଶାର ୧୩ ଶିଶୁ ସମେତ ୬୦ଜଣ ଶ୍ରମିକ ଚାଲିଚାଲି ନିଜ ଭିଟାମାଟିକୁ ଫେରୁଥିଲେ। ବୁଧବାର ଭଞ୍ଜନଗର ଦେଇ ଯାଉଥିତ୍ବା ସମୟରେ ଲୋକେ ଦେଖି ସହାୟତାର ହାତ ବଢ଼ାଇଥିଲେ।…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୪.୭୧ ଲକ୍ଷ ଟଙ୍କା ପ୍ରଦାନ
ବ୍ରହ୍ମପୁର ଅଫିସ,୨୩ା୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଗଞ୍ଜାମ ଜିଲାର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଗୁରୁବାର ୪ଲକ୍ଷ ୭୧ ହଜାର ୫୮୬ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲା ସିଭିଲ୍ ରେଜିଷ୍ଟ୍ରାର ସମସ୍ତ କର୍ମଚାରୀଙ୍କ ପକ୍ଷରୁ…
ଛତିଶଗଡ଼ର ୧୬ ଇଟାଭାଟି ଶ୍ରମିକ ଦିଗପହଣ୍ଡିରୁ ଉଦ୍ଧାର: ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାରଙ୍କ ତଦନ୍ତ ଆରମ୍ଭ
ଦିଗପହଣ୍ଡି,୨୩ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଶିଶୁଙ୍କ ସମେତ ୭ ମହିଳା ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
Archives


