ଗଞ୍ଜାମ

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ…

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍‌ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ୨ଟି ବାଇକୁ ଦୁର୍ବୃତ୍ତମାନେ ନେଇ ଯାଇଥିଲେ। ଏଥିସହ ସିସିଟିଭି ହାର୍ଡଡିସ୍କକୁ…

ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ କରିଛି। ସାରା ରାଜ୍ୟରେ ଏ ନେଇ ପ୍ରତିବାଦ ଚାଲୁଥିଲା ବେଳେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ଗଞ୍ଜାମରେ ଟିକାକରଣ ସ୍ବଭାବିକ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍‌ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ ଶୁକ୍ରବାର ଜିଲାର ସମସ୍ତ ୧୮ ସହର ଏବଂ ୨୨ ବ୍ଲକ ଅଧୀନ ଗ୍ରାମାଞ୍ଚଳ ସ୍ତରରେ…

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ ମୃତଦେହ…

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍‌ ୩ ସ୍ଥିତ ଭଡ଼ାଘରେ ଝୁଲନ୍ତା…

ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍‌ ଥିବାରୁ ଜିଲା ଗ୍ରୀନ୍‌ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର ୧୮…

ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା,…

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ…

ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ

ଛତ୍ରପୁର,୨୩।୬(ଡି.ଏନ୍‌.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି । ପ୍ରକାଶଯୋଗ୍ୟ ୨୦୨୦-୨୧ ଆର୍ଥିକ ବର୍ଷରେ ଉକ୍ତ ୭ ଏସଏଚ୍‌ଜି ଚାଷୀମାନଙ୍କ ଠାରୁ ଧାନ…

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?