ଗଞ୍ଜାମ

ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ

ଛତ୍ରପୁର,୨୨।୬(ଡି.ଏନ୍‌.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା ଆବଶ୍ୟକ । ଦୈନିକ ଟିକାକରଣ ଲକ୍ଷ୍ୟ ପୂରଣ ଦିଗରେ ସମସ୍ତ ଅଧିକାରୀ, କର୍ମଚାରୀ ପ୍ରଚେଷ୍ଟା…

ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ

ପୁରୁଷୋତ୍ତମପୁର,୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା ନିଳାଞ୍ଚଳ ବେହେରାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଗୋଟିଏ ଡିସ୍‌ଫ୍ରିଜ ସହ ବିପୁଳ…

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା…

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍‌.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ…

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଗାଁର…

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍‌ ମଧ୍ୟରେ ଥିବା…

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ପଞ୍ଚାୟତ କଣଭାଗ ଗାଁର ଲୋକେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗାଁକୁ…

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ…

କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ମହାମାରୀ ନେଇ ଲକ୍‌ଡାଉନ୍‌ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ କଡାକଡି ଭାବେ ଏନ୍‌ଫୋର୍ସମେଣ୍ଟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ଅଧିକାରୀଙ୍କୁ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜୀବନ ନେଲା

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲାରୁ ୬୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର…

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା ଗାଇଡ୍‌ଲାଇନ୍‌…

ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍‌ଏସି ଇଓ ପୋତାଗଡ଼ ପରିଦର୍ଶନ କରିଥିବା ଜଣାପଡ଼ିଛି। କରୋନା ପାଇଁ ପୋତାଗଡ଼ ପୁନଃଉଦ୍ଧାର କାର୍ଯ୍ୟ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?