ଗଞ୍ଜାମ

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ…

କରୋନା ମହାମାରୀ ଯୋଗୁ ଫିକା ପଡିଲା ରଜ ମଉଜ

ବୁଗୁଡ଼ା,୧୬।୬(ଡି.ଏନ.ଏ) : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୁଗୁଡ଼ା ଅଞ୍ଚଳରେ ନିରାଡ଼ମ୍ବର ଭାବେ ପାଳିତ ହେଉଛି ରଜ ପର୍ବ। ରଜରେ ଝିଅମାନେ ସାମୂହିକ ଭାବେ ସଜବାଜ ହୋଇ ଗୀତ ଗାଇ ରଜ ପାଳିବା ଏବଂ ପୁଚି ଖେଳିବା ପରମ୍ପରା ରହିଛି…

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା…

କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ

ସଜନାଗଡ,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିରୁ ପାଞ୍ଚ କି.ମି. ଦୂର ସଜନାଗଡ ଗ୍ରାମରେ ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ ପୀଠରେ ରଜ ସଂକ୍ରାନ୍ତିରେ ନିଆଁପାଟ ଓ ଉଡାପର୍ବ ପାଳିତ ହୋଇଥାଏ। ହଜାର ହଜାର ଭକ୍ତଙ୍କର…

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଡ଼.…

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ…

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ୧ କି.ମି ଦୂରରେ ବହୁ ଦିନ ଧରି ବେଆଇନ ଭାବେ…

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଚାଲିଛି ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ

  ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନାର ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ ଘରକୁ…

ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ ଡୋଜ୍‌…

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର ଘର ବୁଲି ପରିବାରରେ ରହୁଥିବା ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଜୋରଦାର କରୁଛନ୍ତି। ଏ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?