ଗଞ୍ଜାମ

କୋଭିଡ୍‌ ଗାଡିରେ ଅରଗୁଣା କନ୍ଦା ଚୋରାଚାଲାଣ

ଭଞ୍ଜନଗର,୧ା୭(ଡି.ଏନ.ଏ)- କୋଭିଡ୍‌ ପାଇଁ ଔଷଧ ନେବାଆଣିବାରେ ବ୍ୟବହୃତ ଏକ ଟ୍ରକରେ ବେନିୟମ ଭାବେ ଅରଗୁଣା କନ୍ଦା ଚୋରା ଚାଲାଣ ହେଉଥିଲା। ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ସୋମବାର ରାତିରେ ଟ୍ରକଟିକୁ ଜବତ କରିଛନ୍ତି। ସେଥିରୁ ୧୮୦ ବସ୍ତା…

ଆରମ୍ଭ ହେଲା ଯୁକ୍ତ ୩ ମୂଲ୍ୟାଙ୍କନ

ଭଞ୍ଜନଗର୩୦।୬(ଡି.ଏନ.ଏ)- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ଠାରୁ ଯୁକ୍ତ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା ଖାତାର ମୂଲ୍ୟାଙ୍କନ ଆରମ୍ଭ ହୋଇଛି। ଏଥିସହ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଆଉ ୫ ସ୍ଥାନରେ ମଧ୍ୟ ମୂଲ୍ୟାଙ୍କନ ପ୍ରକ୍ରିୟା…

ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ

ବୁଗୁଡ଼ା,୩୦ା୬(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର ବିରଞ୍ଚତ୍ପୁର ମୁଖ୍ୟରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ପ୍ରାୟ ୪ ଘଣ୍ଟା କାଳ ରାସ୍ତାରୋକ…

ଦୈନିକ ୨ଥର ପୋଷାକ, ମାସ୍କ ବଦଳାନ୍ତୁ ସରକାରୀ ଅଧିକାରୀ-କର୍ମଚାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ଅଧିକାଂଶ ସରକାରୀ, କର୍ମଚାରୀ ରହିଥିବାକୁ ନେଇ ପ୍ରଶାସନର ଚିନ୍ତା ବଢିଛି। କୋଭିଡ ପରିଚାଳନା ଓ ଉକ୍ତ ସମ୍ପର୍କୀୟ ଏକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ବୈଠକ…

ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ…

ଗଞ୍ଜାମରେ ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି ପାଇଛି। ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୫୨ ଜଣ ସୁସ୍ଥ ହୋଇଥିବା…

ଗଞ୍ଜାମରେ କରୋନା ନେଲା ୨ ମହିଳାଙ୍କ ଜୀବନ: ଜିଲାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ୨ ମହିଳାଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ମୃତକ ୪୮ ଓ ୩୯ ବର୍ଷୀୟ ମହିଳା ଓ ସେମାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଏହା…

ଛତ୍ରପୁର ବ୍ଲକ ଅଧ୍ୟକ୍ଷଙ୍କୁ କରୋନା :କଳ୍ପବାସୀ ନଗରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅପରପକ୍ଷରେ ଏନ୍‌ଏସିର ୱାର୍ଡ ନମ୍ବର ୧୨ର କଳ୍ପବାସୀ ନଗରରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ସଂଲଗ୍ନ…

ଛତ୍ରପୁର ୬ ଦିନିଆ ଶଟ୍‌ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ ଦେଖିବାକୁ ମିଳୁଛି। କେବଳ ଔଷଧ ଦୋକାନ ବ୍ୟତିତ ଅନ୍ୟ ସବୁ ଦୋକାନ ବନ୍ଦ ରହିଛଇ।…

କଣ୍ଟେନମେଣ୍ଟ ଜୋନ୍‌ ହେଲା ଗୁଣ୍ଠପଡ଼ା

ଆସିକା,୨୯ା୬(ଡି.ଏନ୍‌.ଏ.)- ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତର ଗୁଣ୍ଠପଡା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ରାଇପଲ୍ଲୀ, ଖଣ୍ଡବନ୍ଧ ଏବଂ ସୁମନ୍ତପଲ୍ଲୀକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ରାତିରେ ଏହି ଘୋଷଣା…

ମୁଜାଗଡ଼ ରେଞ୍ଜରେ ବାଘ ଆତଙ୍କ

ଭଞ୍ଜନଗର,୨୯।୬(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ରେଞ୍ଜ ଅନ୍ତର୍ଗତ ବାଇବାଲି ଗ୍ରାମରୁ ଗତ ଶୁକ୍ରବାର ରାତିରେ ବାଘ ଏକ ବାଛୁରୀକୁ ଘୋଷାଡ଼ି ନେଇ ମାରି ଦେଇଛି। ବାଛୁରୀ ରଡ଼ି ଶୁଣି…

ପୋଲିସ ପରିଚୟ ଦେଇ ଲୁଟିନେଲେ ୭ଟି ଛେଳି ଓ ମୋବାଇଲ

ଗଞ୍ଜାମ,୨୯ା୬(ଡି.ଏନ.ଏ.)-କରୋନା ଭୂତାଣୁ ପାଇଁ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଦୁର୍ବୃତ୍ତ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା ପୁଇଁତୋଳା ଗ୍ରାମରେ। ଭିନ୍ନ ଉପାୟରେ ଜଣେ ଯୁବକଙ୍କ ଦାମୀ ମୋବାଇଲ ଫୋନ ଓ ଆଉ ଜଣଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri