ଗଞ୍ଜାମ

ମହିଳାଙ୍କୁ ବଳାତ୍କାର ଅଭିଯୋଗ

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଅନୁସୂଚିତ ଜାତିର ମହିଳାଙ୍କୁ ତାଙ୍କ ଚାଷଜମିରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ପୋଲିସ ଅଧିକାରୀ ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁଙ୍କ ସୂଚନା ଅନୁଯାୟୀ, ଗତ ୮ ତାରିଖ ଅପରାହ୍ନରେ…

ପ୍ରଶାସନକୁ ମାସ୍କ ପ୍ରଦାନ କଲା ଗ୍ରାସିମ କମ୍ପାନୀ

ଗଞ୍ଜାମ,୧୭ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାରେ ‘ନୋ ମାସ୍କ ନୋ ରାଶନ’ ନିୟମ ଘୋଷଣା କରିଛନ୍ତି। ଏଥିସହିତ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ପାଞ୍ଚଶହ ଟଙ୍କା ଜରିମାନା ଆଦାୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସହର ମଧ୍ୟରେ…

କୋଭିଡ୍‌, କେୟାର୍ସ ପଣ୍ଡକୁ ସହାୟତା

ପୋଲସରା,୧୭ା୪(ଡି.ଏନ୍‌.ଏ.)- ପୋଲସରା ସରପଞ୍ଚ, ସମିତି ସଭ୍ୟ, ଜିଲା ପରିଷଦ ସଭ୍ୟ ପ୍ରମୁଖ ଜନପ୍ରତିନିଧି ମିଶି ୧ ଲକ୍ଷ୨୪ହଜାର୧ଶହ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ଫଣ୍ଡକୁ ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ବିଡ଼ିଓ ଶମ୍ଭୁନାଥ ନନ୍ଦି, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ପ୍ରମୁଖଙ୍କ ଉପସ୍ଥିତିରେ ପ୍ରଦାନ…

ଶେରଗଡ଼ରେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ଶେରଗଡ,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କର ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିିକୀ। ଗଞ୍ଜାମ ଜିଲା ଶେରଗଡ଼ରେ ବିଜୁ ବାବୁଙ୍କୁ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ପ୍ରଥମେ ଚାରିଛକରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ…

ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ

ଶେରଗଡ,୧୭।୪(ଡି.ଏନ୍‌.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧୁବାଦ…

ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ ଫେରିଥିବା ସମସ୍ତ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଛି। ତେବେ ଅବଧି ସରିଲା…

ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ

ଗଞ୍ଜାମ,୧୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି କ୍ରମରେ ଲକ୍‌ଡାଉନ…

ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ: ଜିଲାରୁ କେହି ବି ଭୁବନେଶ୍ୱର ଯିବେ ନାହିଁ

ଛତ୍ରପୁର, ୧୭।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାକୁ ହଟସ୍ପଟ ଅଞ୍ଚଳ ଭାବେ ସରକାର ଘୋଷଣା କରିଛନ୍ତି। ଏଣୁ ଭୁବନେଶ୍ୱରରୁ ଯାଉଥିବା ଲୋକ ତଥା ଅଧିକାରୀଙ୍କ ଉପରେ ଗଞ୍ଜାମ ଜ଼ିଲାପ୍ରଶାସନ ବିଶେଷ ଭାବେ ନଜର ରଖୁଛି। ବର୍ତ୍ତମାନ ସୁଦ୍ଧା ଅନୁମତି ନ ନେଇ ଭୁବନେଶ୍ୱର ଯାଇଥିବା…

୬୩ କଳାକାରଙ୍କୁ ମିଳିଲା ୪ ମାସର ଅଗ୍ରୀମ ଭତ୍ତା

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ କଳାକାର ଭତ୍ତା ପ୍ରଦାନ କରାଯାଇଛି ବୋଲି ବିଡିଓ ହଳଧର ଶବର ଜଣାଇଛନ୍ତି। କଳାକାରଙ୍କୁ ଭତ୍ତା ପ୍ରଦାନ ନିମନ୍ତେ…

କାର୍ଡ ଥାଇ ମିଳୁନି ରାଶନ ସାମଗ୍ରୀ

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ରାଶନ କାର୍ଡ଼ ଥାଇ ମଧ୍ୟ ହିତାଧିକାରୀଙ୍କୁ ସହାୟତା କିମ୍ବା ସାମଗ୍ରୀ ମିଳୁନାହିଁ। ଏଭଳି ଘଟଣା ଦେଖିବାକୁ ମିଳୁଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପଦାଦିଗି ପଞ୍ଚାୟତ କେଲୁଆ ଗ୍ରାମରେ। ବୃଦ୍ଧା ଜଣକ ହେଲେ ଉକ୍ତ ଗ୍ରାମର ତିଳ ବେହେରା (୭୪)।…

ହଜାରେ ବଦଳରେ ରାଶନକାର୍ଡ ହିତାଧିକାରୀଙ୍କୁ ୯ଶହ ଟଙ୍କା

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାର ରାଶନ କାର୍ଡ଼ ହିତାଧିକାରୀଙ୍କୁ ଆଗୁଆ ୩ମାସର ରାଶନ ସହ ହଜାରେ ଟଙ୍କା ଦେବାକୁ ଘୋଷଣା କରିଥିଲେ। ମାତ୍ର ପାତ୍ରପୁର ବ୍ଲକ ବରଙ୍ଗ ଓ କେଶରିପଡ଼ା ପଞ୍ଚାୟତ ଭେଜିପଦର ଗ୍ରାମର ହିତାଧିକାରୀଙ୍କୁ ହଜାରେ…

ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ। ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri