ଗଞ୍ଜାମ

କରୋନା କାଳରେ ଅସହାୟଙ୍କ ସାହା

ଛତ୍ରପୁର, ୨୮।୫(ଡିଏନଏ): ସାରା ଦେଶରେ ମହାମାରୀ କରୋନା ସମସ୍ତଙ୍କ ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି। ବିଶେଷକରି ଅସହାୟ ଓ ଖଟିକିଆମାନେ ଅଧିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟ ଛାତ୍ର…

କ୍ବାକଙ୍କ ୫ଟି କ୍ଲିନିକ୍‌କୁ ସିଲ୍‌ କଲା ପ୍ରଶାସନ

ବୁଗୁଡ଼ା,୨୯।୫(ଡି.ଏନ୍‌.ଏ): ବେଆଇନ ଭାବେ ଦୀର୍ଘ ବର୍ଷ ଧରି ଗଞ୍ଜାମ ଜିଳା ବୁଗୁଡ଼ା ଅଞ୍ଚଳରେ କ୍ବାକମାନେ ବିଭିନ୍ନ ସ୍ଥାନରେ ନିଜେ ନିଜେ କ୍ଲିନିକ ଖୋଲି ଚିକିତ୍ସା କରିଆସୁଥିଲେ। ଏନେଇ ଅଭିଯୋଗ ହୋଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଏଥିପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି…

ଗାଡିରେ ଘରରୁ ଘର ବୁଲି ଅଳିଆ ସଂଗ୍ରହ କରୁଛନ୍ତି ମହିଳା

ଛତ୍ରପୁର,୨୮।୫(ଡି.ଏନ୍‌.ଏ.): ଏସ୍‌ଏଚଜି ମହିଳା ସଂଘର ସଦସ୍ୟାମାନେ ବର୍ତ୍ତମାନ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିର ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ନିଜକୁ ଏଥିରେ ସାମିଲ କରିଛନ୍ତି। ଏଥିସହ ମହିଳା ମାନେ ନିଜେ ଗାଡି ଚଳାଇ ସହରରେ ଥିବା ଘରକୁଘର ଯାଇ…

ସ୍ବାସ୍ଥ୍ୟସେବା ସୁପରିଚାଳନା: ଡିପିଏମଙ୍କୁ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କ ପ୍ରଶଂସାପତ୍ର

  ଛତ୍ରପୁର,୨୮।୫(ଡିଏନଏ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ସୁପରିଚାଳନା ପାଇଁ ମିଶନ ଜିଲା କାର୍ଯ୍ୟକ୍ରମ ଅଧିକାରୀ (ଡିପିଏମ) ଶ୍ୟାମସୁନ୍ଦର ତ୍ରିପାଠୀଙ୍କୁ ପ୍ରଶଂସାପତ୍ର ମିଳିଛି। ଜାତୀୟ ସ୍ବାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହି ପ୍ରଶଂସାପତ୍ର…

ଡରାଉଛି କରୋନା: ୧୫.୯୮ ଲକ୍ଷ ଲୋକଙ୍କଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୨୮।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଜିଲାର ସମସ୍ତ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି । ଗୁରୁବାର ସୁଦ୍ଧା ଗଞ୍ଜାମର…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦ କଲେ ଗଣ ଯୋଗାଯୋଗ ବିଭାଗ ପିଜି ଛାତ୍ରୀଛାତ୍ର

ଭଞ୍ଜନଗର,୨୭ା୫(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଦିନକୁ ଦିନ ଆକ୍ରମଣ ବଢୁଛି। କେତେବେଳେ ପୋଲିସ ତ ଆଉ କେତେବେଳେ ଠିକାଦାର, ବ୍ୟବସାୟୀ, ନେତା ପ୍ରମୁଖଙ୍କ ଆକ୍ରମଣର ଶିକାର ହେଉଛନ୍ତି। ସରକାର ଖବରଦାତାଙ୍କୁ ସୁରକ୍ଷା ଦେଇପାରିନାହାନ୍ତି। ଯାହାକି ଚିନ୍ତାଜନକ ବିଷୟ।…

ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ

ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ତାଙ୍କର ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ଗଞ୍ଜାମ ଜିଲାରେ କେତେକ ଆଶାକର୍ମୀ ଗର୍ଭବତୀ ଥିବା…

ଅକ୍ସିମିଟର ଆପ ଡାଉନ୍‌ଲୋଡ ନ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ପରାମର୍ଶ: ଫିଙ୍ଗର ପ୍ରିଣ୍ଟ ନେଇ ଲୁଟୁଛନ୍ତି ଟଙ୍କା

ଛତ୍ରପୁର,୨୬।୫(ଡି.ଏନ୍‌.ଏ.): ସୁଗାର, ବିପି ଓ ଅକ୍ସିଜେନ ସ୍ତର କ’ଣ ଅଛି ମୋବାଇଲ ଫୋନ ଦ୍ୱାରା ଜାଣିବାକୁ ପ୍ରାୟ କେତେ ଲୋକ ଅକ୍ସିଜେନ ଆପ ଡାଉନଲୋଡ଼ କରୁଛନ୍ତି। ପରେ ଉକ୍ତ ଆପ ଖୋଲି ମୋବାଇଲ ଉପରେ ଲୋକେ ଫିଙ୍ଗର ପ୍ରିଣ୍ଟ ଦେଉଛନ୍ତି। ଏହି…

ବାତ୍ୟା ୟାସ୍‌ ପ୍ରସ୍ତୁତି: ୭୫ହଜାର ଲୋକଙ୍କୁ ସ୍ଥାନାନ୍ତର, ୫୦୪ଗର୍ଭବତୀଙ୍କୁ ମେଡିକାଲକୁ ପଠାଇବା ଲକ୍ଷ୍ୟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ଓ ଏସ୍‌ଆରସିଙ୍କ ପକ୍ଷରୁ ଆସୁଥିବା ସୂଚନା ଅନୁସାରେ ଗଞ୍ଜାମରେ ବାତ୍ୟା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବାତ୍ୟା ମୁକାବିଲା ପାଇଁ ଜିଲାରେ ୪ ଥର ବୈଠକ ମଧ୍ୟ ହୋଇସାରିଛି। ୩ ଦିନ ହେଲା ଗର୍ଭବତୀଙ୍କୁ ଡେଲିଭେରୀ ସୁବିଧା…

୪୫ ଅକ୍ସିଜେନ କନ୍‌ସନ୍‌ଟ୍ରେଟର ଦେଲା ଗୋପାଳପୁର ପୋର୍ଟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍‌ସନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ପୋର୍ଟ କର୍ତ୍ତୃପକ୍ଷଙ୍କୁ…

ପୁଣି ୨ମୁଣ୍ଡ ନେଲା କରୋନା: ଗଞ୍ଜାମରେ ୧୧.୨୮ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜିଲାରେ ୨୫୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଇଛି କରୋନା। କୋଭିଡରେ ମୃତ ବ୍ୟକ୍ତିଙ୍କ ମଧୁମେହ, ରକ୍ତଚାପ ଆଦି ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?