ଧରାପଡ଼ିଲେ ୯ ଜଣିଆ ଲୁଟେରା ଗ୍ୟାଙ୍ଗ: ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଲୁଟୁଥିଲେ
ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ...
ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା
ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ...
ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ
ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ...
ବିଦ୍ୟୁତ ଆଘାତରେ ଶ୍ରମିକ ମୃତ
ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ ଗ୍ରାମର ନିରାକାର ସାହୁ। ନିରାକାର ବ୍ରହ୍ମପୁରରେ ଏକ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ...
ଆକ୍ରମଣ ମାମଲା, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
ପାଟପୁର,୩ା୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ ନ୍ୟାୟଳୟର ମାଜିଷ୍ଟେଟ ବିଷ୍ଣୁ ପ୍ରସାଦ ଦେବତା ଏକ ଆକ୍ରମଣ ମାମଲାର ଶୁଣାଣି କରି ପାଟପୁର ଥାନା ଜିଉରା ଗ୍ରାମର ଅଭିଯୁକ୍ତ ନାରାୟଣ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ପ୍ରଥମ ଥର ଦୋଷୀ ସାବ୍ୟସ୍ତ...
ମାଲ ବୋଝେଇ ଟ୍ରକ ଜଳିଗଲା
ଭଞ୍ଜନଗର,୩।୧(ଡି.ଏନ.ଏ): ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ମାଲ ବୋଝେଇ ଏକ ଟ୍ରକ ଗୁରୁବାର ଭୋରରେ ଶଟ୍ ସର୍କିଟ୍ ଯୋଗୁ ଜଳିଯାଇଛି। ଭଞ୍ଜନଗର- ଦଶପଲ୍ଲା ମୁଖ୍ୟ ରାସ୍ତାରେ ଏପରି ଘଟିଥିବା ଖବରପାଇ ଦଶପଲ୍ଲା ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିଥିଲେ।...
ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି
ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍ ଗିଟାର ଏସିଆ ବୁକ ଅଫ ରେକର୍ଡ ଓ ଜିରାଫ ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଥିଲା।...
ଟ୍ରକ୍ ଧକ୍କାରେ ମହିଳା ମୃତ, ସ୍ବାମୀ ଗୁରୁତର
ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ଏକ ବାଇକ୍କୁ ଆନ୍ଧ୍ରରୁ କଟକ ଅଭିମୁଖେ ଆସୁଥିବା ଟ୍ରକ...
ବୃତ୍ତି ନୁହେଁ, ବିଶ୍ୱରୂପ ଦର୍ଶନ ବିଦ୍ୟାର୍ଥୀଙ୍କ ଲକ୍ଷ୍ୟ ହେଉ
ବ୍ର୍ହ୍ମପୁର ଅଫିସ,୩ା୧- ବୃତ୍ତି ନୁହେଁ, ବିଶ୍ୱଦର୍ଶନ ଓ ବିଶ୍ୱରୂପ ଦର୍ଶନ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଲକ୍ଷ୍ୟ ହେବା ଉଚିତ। କେବଳ ବୃତ୍ତି ଲକ୍ଷ୍ୟରେ ଅଧ୍ୟୟନ ବିଦ୍ୟାର୍ଥୀଙ୍କୁ ଶିକ୍ଷା କ୍ଷେତ୍ରରେ ହତାଶ କରାଇଥାଏ। ତେଣୁ ବୃତ୍ତି ସହ ନିଜସ୍ବ ପ୍ରତିଭାର ବିକାଶ ପାଇଁ...
ଲୋକଙ୍କୁ ସଚେତନ କଲା ଆର୍ପିଏଫ୍
ଛତ୍ରପୁର,୨ା୧(ଡି.ଏନ୍.ଏ.)-ଛତ୍ରପୁର କୋର୍ଟ ହଲ୍ଟ ଷ୍ଟେଶନ ନିକଟ ରେଡ୍ଡୀ ଷ୍ଟ୍ରିଟ୍ରେ ଗୁରୁବାର ସ୍ଥାନୀୟ ଆରପିଏଫ୍ ଆଉଟପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି । ଏଥିରେ ଆରପିଏଫ୍ ଆଉଟପୋଷ୍ଟର ଏସ୍ଆଇ ଏଲ. ବି. ସିଂ ଓ ଷ୍ଟାଫ୍ ସାମିଲ ଥିଲେ...
ପିପି, ଏପିପିଙ୍କ ସହ ଆଲୋଚନା: ଦଣ୍ଡ ହାର ବୃଦ୍ଧି ଉପରେ ଏସ୍ପିଙ୍କ ଗୁରୁତ୍ୱାରୋପ
ଛତ୍ରପୁର,୨ା୧(ଡି.ଏନ୍.ଏ.)-ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ଗୁରୁବାର ଜିଲାର ପବ୍ଲିକ୍ ପ୍ରୋସିକ୍ୟୁଟର(ପିପି), ଆସିଷ୍ଟାଣ୍ଟ ପବ୍ଲିକ୍ ପ୍ରୋସିକ୍ୟୁଟର(ଏପିପି)ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏସ୍ପିଙ୍କ କାର୍ଯ୍ୟାଳୟଠାରେ ଚାଲିଥିବା ଏହି ଆଲୋଚନା ବେଳେ ଜିଲାର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉତ୍ଥାପନ କରାଯାଇଥିଲା...
ମା’ ତାରା ତାରିଣୀ ମନ୍ଦିରର ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଲେ ଜିଲାପାଳ, ତୁରନ୍ତ ଶେଷ କରିବାକୁ ଦେଲେ ନିର୍ଦ୍ଦେଶ
ପୁରୁଷୋତ୍ତମପୁର,୨।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ତଥା ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରର ବିକାଶ ଲାଗି ଚାଲିଥିବା ଉନ୍ନୟନ କାର୍ଯ୍ୟକୁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ଜିଲାପାଳ ମନ୍ଦିର...
Archives


