ଗଞ୍ଜାମ

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି ଅଧୀନରେ ରହି ଆସିଛି । ଏଥିରେ କିଛି ବୈଷୟିକ ତ୍ରୁଟି ଓ ପରିଚାଳନାଗତ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ ଅଗସ୍ତିନୁଆ ଗାଁସ୍ଥିତ ସ୍ବୟଂକ୍ରୀୟ ଯାନ ଚାଳନା ପରୀକ୍ଷା କେନ୍ଦ୍ର ପରିସରରେ ଏକ ଅବସରକାଳୀନ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରଭାବରେ ଭଞ୍ଜନଗର ହସ୍ପିଟାଲର ବାହ୍ୟ ରୋଗୀ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ। ଦୁଇ ପରିବାର ମଧ୍ୟରେ ହଣାକଟା ଘଟି ଜଣେ ମହିଳା ମୃତ୍ୟୁ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ ବୁଣି ସାରିଲେଣି । କିଛି ଅଞ୍ଚଳର ଧାନ ତଳି କିଆରୀରେ ଧାନ ଗଜା…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ ବିରୋଧରେ ବିଭିନ୍ନ ପ୍ରକାର ଅଭିଯୋଗ ଲଦାଯାଇ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଥାନା ଏସ.ଆଇ ଶ୍ରୀନିବାସ ଦାସଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପାଟପୁର…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଆଜି ସେ ଗଞ୍ଜାମ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ବୈଠକ ବସିଥିଲା। ବୈଠକରେ ଯାତ୍ରା କମିଟି…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ। ବୁଧବାର ଏଭଳି ଏକ କର୍ତ୍ତବ୍ୟର ସଫଳ ପରିଣାମ ଦେଖିବାକୁ ମିଳିଛି ଗଞ୍ଜାମ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ମନୋଜ ସ୍ବାଇଁ। ତାଙ୍କ ଘର ପୁରୀ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜସ୍ଥାନ ଆବୁରାଜରୁ ଆସିଥିବା ଅନ୍ତଃରାଷ୍ଟ୍ରୀୟ ପ୍ରେରଣାଦାୟକ ପ୍ରବକ୍ତା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?