ଗଞ୍ଜାମ

ବନ୍ଧାଗୁଡ଼ାରେ ଉପଖଣ୍ଡ ପୋଲିସ ଅଧିକାରୀ, ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ କରୋନା ସଚେତନତା ସୃଷ୍ଟି କରିବାକୁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏପରିକି ସାମାଜିକ ଦୂରତ୍ୱ ଉଲ୍ଲଂଘନ ହେବା ତଥା ମଦ ବିକ୍ରି ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ରାତି ଅଧିଆ…

ଗ୍ରାଉଣ୍ଡ ଜିରୋରେ କରୋନା ମୁକାବିଲା, ସରପଞ୍ଚଙ୍କ ସହ ଆଲୋଚନା କଲେ ଜିଲାପାଳ

ଛତ୍ରପୁର,୧୨ା୪(ଡି.ଏନ୍‌.ଏ.)- ଗଞ୍ଜାମରେ କରୋନା ମୁକାବିଲାର ସ୍ଥିତି ଜାଣିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସରପଞ୍ଚମାନଙ୍କ ସହିତ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଛନ୍ତି। କରୋନା ପ୍ରତିହତ ପାଇଁ ଚାଲିଥିବା ଳଢ଼େଇରେ ସରପଞ୍ଚମାନେ ପ୍ରତ୍ୟେକ୍ଷ ଭାବେ ସାମିଲ ହେବାକୁ ସେ କହିଛନ୍ତି। ଜିଲାର…

ଗାଡି ସାଇରନ ଶୁଣି ଧାଇଁବାବେଳେ ହୃଦ୍‌ରୋଗୀଙ୍କ ମୃତ୍ୟୁ

ବେଗୁନିଆପଡା,୧୨ା୪(ଡି.ଏନ୍‌.ଏ.)- ବେଗୁନିଆପଡ଼ା ଫାଣ୍ଡି ଖଣ୍ଡିଆନଇ ପଞ୍ଚାୟତର ତିରିଡା ଗ୍ରାମରେ ଗାଡି ସାଇରନ୍‌ ଶୁଣି ପୋଲିସ ଆସୁଥିବା ଭାବି ଧାଇଁବାବେଳେ ପଡିଯାଇ ଜଣଙ୍କର ମୃତ୍ୟୁ ଘଟିଛି l ସେ ହେଲେ ଉକ୍ତ ଗ୍ରାମର କୃଷ୍ଣ ବେହେରା (୫୧)। କୃଷ୍ଣ ଶନିବାର ଅପରାହ୍ନରେ ଘରଠାରୁ…

ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଆସିକା,୧୨ା୪(ଡି.ଏନ୍‌.ଏ.): କରୋନା ରୋକିବା ପାଇଁ ଜନସାଧାରଣ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଶନିବାର ଆସିକା ଏନଏସି ଅଞ୍ଚଳରେ ତହସିଲଦାର ସଦାନନ୍ଦ ସେଠୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ସହରର ବିଭିନ୍ନ ସ୍ଥାନ ବୁଲି ନିୟମ ଉଲ୍ଲଂଘନକାରୀଙ୍କୁ…

୨୬୧ ଲିଟର ମଦଜବତ, ପୋଚ ନଷ୍ଟ

ଧରାକୋଟ,୧୧ା୪(ଡି.ଏନ.ଏ.)- ଧରାକୋଟ ଥାନା ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ଧରାକୋଟ ପୋଲିସ ଓ ଆସିକା ପୋଲିସ ମିଳିତ ଭାବେ ଚଢ଼ାଉ କରି ୮ ହଜାର ଲିଟର ଦେଶୀ ମଦ ପୋଚ ନଷ୍ଟ କରିଛି। ଶନିବାର ଭୋରରୁ ଚମ୍ପାପଲ୍ଲୀ ଆଖପାଖ ଅଞ୍ଚଳରେ ଚଢ଼ାଉ…

ଗଛରେ ପାଚୁଛି ବାଇଗଣ, ମାଟିରେ ପୋତୁଛି ଚାଷୀ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)- ବେଗୁନିଆପଡା ବ୍ଲକର ସୁମଣ୍ଡଳ, ବେଗୁନିଆପଡ଼ା ଓ ଖଲ୍ଲିକୋଟ ବ୍ଲକର କଞ୍ଚଣା ଓ ପୁସ୍ତପୁର ଗ୍ରାମରେ ପ୍ରଚୁର ବାଇଗଣ ଚାଷ ହୋଇଥାଏ। ଲକ୍‌ଡାଉନ ଯୋଗୁ ବହୁ ଚାଷୀ ବିକ୍ରି ହେଉ ନ ଥିବାରୁ ଏହାକୁ ତୋଳୁ ନାହାନ୍ତି। ବେଗୁନିଆପଡ଼ା ସ୍ଥିତ ଗେଞ୍ଜାରାପଲ୍ଲୀର…

ଭୂତ ବେଶରେ ସଚେତନତା

କବିସୂର୍ଯ୍ୟନଗର,୧୧ା୪- କରୋନାକୁ ମୁକାବିଲା କରିବାକୁ ଲକ୍‌ଡାଉନ୍‌ ହିଁ ଏକମାତ୍ର ବିକଳ୍ପ। ତେଣୁ ଏକ ନିଆରା ଢଙ୍ଗରେ ସଚେତନତା କରୁଛନ୍ତି କବିସୂର୍ଯ୍ୟନଗର ଅଞ୍ଚଳର ସମାଜସେବୀ ଏ.ବ୍ରହ୍ମାନନ୍ଦ। ଭୂତବେଶରେ ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ବୁଝାଉଛନ୍ତି। ଲକ୍‌-ଡାଉନ ଗୋ…

ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍‌ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍‌ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି. ହାଡୁ…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୧।୪: କରୋନା ଭାଇରସ୍‌ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ରୋକିବା ପାଇଁ ଏଯାବତ୍‌ କୌଣସି ଟିକା ବାହାରିନାହିଁ। ଏବେ କେବଳ ସାମାଜିକ ଦୂରତା ରକ୍ଷା କରିବା ହିଁ ସବୁଠାରୁ ବଡ଼ ଉପାୟ। ଅନ୍ୟପକ୍ଷରେ ଏମ୍‌କେସିଜି…

ଚାଲି ଚାଲି ଯାଉଥିଲେ ୨ ଯୁବକ: ଉଠାଇନେଇ କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତିକଲା ଗଞ୍ଜାମ ପୋଲିସ

ଗଞ୍ଜାମ,୧୧।୪(ଡି.ଏନ୍‌.ଏ.): ବ୍ୟାଗ ଧରି ବ୍ରହ୍ମପୁରରୁ ଭୁବନେଶ୍ୱର ଚାଲି ଚାଲି ଯାଉଥିବା ଦୁଇ ଯୁବକଙ୍କୁ ଶନିବାର ଗଞ୍ଜାମ ପୋଲିସ କାବୁକରି କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତି କରିଛି। ଉଭୟ ଯୁବକ ଚାଲି ଚାଲି ଯାଉଥିବା ବେଳେ ଗଞ୍ଜାମ ଥାନା ପୋଲିସ ସେମାନଙ୍କୁ ଅଟକାଇ ତହସିଲଦାରଙ୍କୁ ଅବଗତ…

କ୍ରିକେଟ ଖେଳରୁ ବଚସା: ସାଙ୍ଗଙ୍କ ବ୍ୟାଟ୍‌ ମାଡ଼ରେ ନାବାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ, ୧୧ା୪(ଡ଼ି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖରିଡ଼ା ଗ୍ରାମରେ ଶନିବାର ପିଲାଙ୍କ କ୍ରିକେଟ ଖେଳରୁ ବଚସା ହୋଇ ଜଣେ ନାବାଳକଙ୍କ ବ୍ୟାଟ୍‌ ମାଡ଼ରେ ଅନ୍ୟ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ହେଲେ ବିଭୁ ସେଠୀ (୧୪)। ସେ…

ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା ସଂକ୍ରମିତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri