ଗଞ୍ଜାମ

ଆଳୁ ଉପରେ କରୋନା ଛାଟ

ଗଞ୍ଜାମ,୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଉଗ୍ରରୂପ ଧାରଣ କରିଛି । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ମେ ୫ରୁ ୧୯ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପୂର୍ବଭଳି ଶନିବାର ରବିବାର ଶଟ୍‌ଡାଉନ ବଳବତ୍ତର ରହିଛି। ଏହାର…

ଗଞ୍ଜାମରେ ଲକ୍‌ଡାଉନର ପ୍ରଭାବ: ରାସ୍ତାଘାଟ ଶୂନ୍‌ଶାନ୍‌

ଗଞ୍ଜାମ,୫।୫(ଡି.ଏନ୍‌.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ମେ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି l ଗଞ୍ଜାମ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡିଦେଲେ ସମସ୍ତ ଦୋକାନ ବଜାର…

ଗୋଳନ୍ଥରା ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣା: ଏଏସ୍‌ଆଇ, କନଷ୍ଟେବଳ ନିଲମ୍ବିତ

ଗୋପାଳପୁର,୪ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପରିସରରେ ସୋମବାର ରାତିରେ ଜଣେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଥାନା ଏଏସ୍‌ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଓ କନଷ୍ଟେବଳ ଡିପି ଜେନାଙ୍କୁ ବ୍ରହ୍ମପୁର ଏସ୍‌ପି ପିନାକ…

କରୋନା କାଳରେ କଳାବଜାର: ବଢ଼ିଲା ଆଳୁଦର, ପ୍ରଶାସନର ଚଢ଼ାଉ

ବୁଗୁଡ଼ା,୪।୫(ଡି.ଏନ୍‌.ଏ.): ମହାମାରୀ କରୋନାର ପ୍ରଭାବକୁ ପ୍ରତିହତ କରିବା ଲକ୍ଷ୍ୟରେ ସରକାର ମେ’ ୫ରୁ ୧୫ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିବା ପରେ ବୁଗୁଡ଼ାର କେତେକ ମୁନାଫାଖୋର ଅସାଧୁ ବ୍ୟବସାୟୀଙ୍କ କଳା କାରନାମା ଯୋଗୁ ଆଳୁ ଦର ହୁ ହୁ ହୋଇ ବୃଦ୍ଧି…

ଛତ୍ରପୁରରେ ନିୟମ ଫୁ: ୭ ଦୋକାନ ୧୫ ଦିନ ପାଇଁ ସିଲ

ଛତ୍ରପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ କରୋନା କଟକଣାକୁ ଅମାନିଆ ମାନୁନାହାନ୍ତି । ଅପରପକ୍ଷରେ ଏଠାରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୋକାନୀ ଏବଂ ଗ୍ରାହକ ନିୟମକୁ ଫୁ କରି ଉଡ଼ାଇ ଦେଉଛନ୍ତି ।…

ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆ। ଅପରାହ୍ନରେ ରଙ୍ଗିପୁର ପଞ୍ଚାୟତ କାର୍ଯ୍ୟାଳୟରେ ରାଶନ ଚାଉଳ ବଣ୍ଟାବେଳେ ଗଣେଶ…

ଗୋଲିଆରେ କାର୍ଯ୍ୟକ୍ଷମ ହେବ କୋଭିଡ୍‌ ହସ୍ପିଟାଲ

ବୁଗୁଡ଼ା,୧ା୫(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପଞ୍ଚାୟତ ସ୍ତରରେ ମଧ୍ୟ ବହୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ସରକାରୀ ଭାବେ କୋଭିଡ୍‌ରେ କୌଣସି ମୃତ୍ୟୁ ହୋଇ ନ ଥିବା କୁହାଯାଉଥିଲେ ମଧ୍ୟ ଶନିବାର ସୁଦ୍ଧା ୩ ଜଣଙ୍କ…

ଜାଲ୍‌ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି

ପୋଲସରା,୩୦ା୪: ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ।…

ଗଞ୍ଜାମ ଜିଲାପାଳନଙ୍କ ଦିଗପହଣ୍ଡି ଗସ୍ତ: କରୋନା ମୁକାବିଲା ନିମନ୍ତେ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଦେଲେ ଗୁରୁମନ୍ତ୍ର

ଦିଗପହଣ୍ଡି,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତ କରିଥିଲେ। ଏହି ଅବସରରେ ସେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ନିର୍ବାଚିତ ଜନପ୍ରତିନିଧିଙ୍କ ସହ କରୋନା ମୁକାବିଲା ନେଇ ସବିଶେଷ…

ପୁରୁଷୋତ୍ତମପୁରରେ ନୂତନ ଏସଡିପିଓଙ୍କ କାର୍ଯ୍ୟରେ ଯୋଗ ଦାନ, ଏସବୁ ଦିଗ ପ୍ରତି ଦେବେ ଧ୍ୟାନ

ପୁରୁଷୋତ୍ତମପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଏସ୍‌ଡିପିଓ ଭାବେ ସୂର୍ଯ୍ୟମଣି ପ୍ରଧାନ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ଆସିକା ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ। ଏହି ଅବସରରେ ତାଙ୍କୁ ପୁରୁଷୋତ୍ତମପୁର ଆଇଆଇସି ଜଗନ୍ନାଥ ମଲ୍ଲିକ, ପୋଲସରା ଆଇଆଇସି ଜିତେନ୍ଦ୍ରକୁମାର ମଲ୍ଲିକ…

କରୋନା ସ୍ଥିତି ସଙ୍ଗିନ: ଯୁଦ୍ଧ କାଳୀନ ଭିତ୍ତିରେ ହେବ ୧୦୩ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାରର ସେଣ୍ଟର

ସୋରଡ଼ା,୩୦।୪: ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁଛି। ଏହାକୁ ଦୃଷ୍ଟିରେ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟରେ ୧୦୩ ଶଯ୍ୟା ବିଶିଷ୍ଠ କୋଭିଡ୍‌ କେୟାରର ସେଣ୍ଟର ପାଇଁ ବିଧିବଦ୍ଧ ବ୍ୟବସ୍ତା ସରିଛି । ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ,…

ପାନୀୟ ଜଳ ସମସ୍ୟା ନେଇ ଜନସ୍ବାସ୍ଥ୍ୟ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ପୁରୁଷୋତ୍ତମପୁର,୨୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଓ୍ବାର୍ଡ ନଂ ୯ ରଥସାହି, ସୁନାରିତୋଟାସାହି, ଗୋପାଳ ବନ୍ଧ ସାହିକୁ ଦୀର୍ଘଦିନ ହେଲା ଜନସ୍ବାସ୍ଥ୍ୟ ବିଭାଗୀୟ ପାଇପରେ ପାଣି ଆସୁନାହିଁ। ଯାହା ପାଣି ଆସୁଛି ତାହା ମାଟିଆ, ଗୋଳିଆ, କଳା ରଙ୍ଗର ଦୂଷିତ ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?