ଗଞ୍ଜାମ

ଆମ୍ବ ବଗିଚାରେ ଚାଲିଥିଲା ଜୁଆଆଡ୍ଡା: ୮ ଗିରଫ, ଟଙ୍କା ମୋବାଇଲ ଜବତ

ବ୍ରହ୍ମପୁର ଅଫିସ,୨୯।୪: ସଦର ଥାନା ଅନ୍ତର୍ଗତ ଆମ୍ବଗଡ଼ ନିକଟରେ ଥିବା ଏକ ଆମ୍ବ ବଗିଚାରେ ଜୁଆଆଡ୍ଡା ଚାଲିଥିବା ପୋଲିସ ଖବର ପାଇଥିଲା। ଗୁରୁବାର ମଧ୍ୟାହ୍ନରେ ସଦର ଥାନାଧିକାରୀ ମହେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ପୋଲିସ ଘେରିଯାଇ…

ଚୋରକୁ ଧରି ପାରୁ ନ ଥିଲା ପୋଲିସ : ଲୋକେ ଧରି ଦେଲେ ଜିମା

ପୁରୁଷୋତ୍ତମପୁର,୨୯।୪(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘନ ଘନ ଚୋରି ଘଟଣା ଯୋଗୁ ଲୋକଙ୍କ ନିିଦ ହଜିଯାଇଛି। ଏହାକୁ ନେଇ ଲୋକେ ପୋଲିସରେ ଅଭିଯୋଗ କରୁଥିଲେ ପୋଲିସ ଏଥିପ୍ରତି ଆଦୌ ଗୁରୁତ୍ୱ ଦେଉ ନ ଥିଲା କି ଚୋରକୁ ଧରୁ ନ…

ସ୍ବାମୀଙ୍କ ଦ୍ୱିତୀୟ ବିବାହ ନେଇ ଥାନାରେ ପ୍ରଥମ ସ୍ତ୍ରୀ

ହିଞ୍ଜିଳିକାଟୁ,୨୮ା୪: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମର ପି. ଅନୀତାଙ୍କୁ ଯୌତୁକ ନିର୍ଯାତନା ଦେବାସହ ସ୍ବାମୀ ଦ୍ୱିତୀୟ ବିବାହ କରିଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଅନୀତାଙ୍କ ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ନଂ. (୧୯୮/୨୧)…

୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ଜଣେ ଗିରଫ

ପୁରୁଷୋତ୍ତମପୁର,୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ତାରାତାରିଣୀ ଛକଠାରେ ଥିବା ଏକ ତେଜରାତି ଦୋକାନ ଉପରେ ମଙ୍ଗଳବାର ରାତିରେ ଚଢାଉ କରାଯାଇଥିଲା। ଚଢ଼ାଉରେ ବିପୁଳ ପରିମାଣର ଗୁଟ୍‌ଖା ଜବତ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ।…

ଗଞ୍ଜାମ ଜିଲାପାଳଙ୍କ ନୂଆ ନିୟମ: ଏଥର ଅପରାହ୍ନ ୨ଟାରୁ ବନ୍ଦ ରହିବ ବଜାର

ଛତ୍ରପୁର,୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଜିଲାରେ ୨୦୯ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ଏଥିସହ କରୋନା ଜଣଙ୍କ ମୁଣ୍ଡ ନେଇଛି। ଅପରପକ୍ଷରେ ଜିଲାରର ବ୍ରହ୍ମପୁର ସମେତ ୧୮ ସହରର ସମସ୍ତ ଦୋକାନ ବଜାର…

ଅପରାହ୍ନ ୨ଟା ପରେ ସମସ୍ତ ଦୋକାନ ବଜାର ବନ୍ଦ

ବୁଗୁଡ଼ା,୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାଞ୍ଚଟି ଓ୍ବାର୍ଡରୁ ବୁଧବାର ୧୦ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ସହରରେ କୋକୁଆ ଭୟ ସୃଷ୍ଟି ହୋଇଛି। ଆଜି ବୁଗୁଡ଼ାର ବଣିକ ସଂଘ, ଚ୍ୟାମ୍ବର ଅଫ କମର୍ସ, ଗଣେଶ…

ଭୁଶୁଡ଼ିଲା ମନ୍ଦିର କୋଠା

ଗଞ୍ଜାମ,୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ସୂର୍ଯ୍ୟନାରାୟଣପୁର-ଗାଖରକୁଦା ଯିବା ରାସ୍ତାରେ ଥିବା ବହୁ ପୁରାତନ ହାଡ଼ିଆ ଗଡ଼ ମନ୍ଦିର କୋଠା ମଙ୍ଗଳବାର ଭୋରରୁ ଭୁଶୁଡ଼ି ପଡ଼ିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ପ୍ରାୟ ଲୋକ ସେଠାରେ ଦୈନନ୍ଦିନ ଭିଡ଼ ଜମାଇଥିବା…

ଦାଉ ସାଧୁଛି କରୋନା: ମିନି ଷ୍ଟାଡିୟମକୁ ଘୁଞ୍ଚିଲା ଦୋକାନ

ଗଞ୍ଜାମ,୨୭।୪(ଡି.ଏନ୍‌.ଏ.): ଗଞ୍ଜାମରେ ଦିନକୁ ଦିନ କରୋନା ମହାମାରୀ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୋଟିଏ ଦିନରେ ୩୨୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହେବା ପରେ ଚିନ୍ତା ବଢ଼ିଯାଇଛି l ଏ ନେଇ ଜିଲାକୁ ରେଡ୍‌ ଜୋନ ମଧ୍ୟ ଘୋଷଣା କରାଯାଇଛିି। ପ୍ରତେକ…

ନିୟମ ମାନୁନାହାନ୍ତି ଅମାନିଆ: ଏନ୍‌ଏସି ପ୍ରଶାସନର ଏମିତି ପଦକ୍ଷେପ

ବୁଗୁଡା,୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକର କିଛି ଅଞ୍ଚଳ ଏବଂ ସ୍ଥାନୀୟ ଏନ୍‌ଏସିରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାରମ୍ବାର ସଚେତନ କରାଯାଉଛି। ହେଲେ କେତେକ ଅମାନିଆ ଏ ନିୟମକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି। ସହରର ବସଷ୍ଟାଣ୍ଡ ଓ ମୁଖ୍ୟ…

ବିନା ଭକ୍ତରେ ଉଦ୍‌ଯାପିତ ହେଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ଶିତଳା ବେଶରେ ପୂଜା ପାଇଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନିରାଡ଼ମ୍ବରରେ ଉଦ୍‌ଯାପିତ ହୋଇଛି। କରୋନା କଟକଣା ମଧ୍ୟରେ କେବଳ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାଚ୍ଚର୍ନା କରାଯାଇଛି। ଭୋରରୁ ମନ୍ଦିର ଦ୍ୱାର ଫିଟାଯାଇ ସେବାୟତଙ୍କ ପରିବାର ପକ୍ଷରୁ…

ରେଡ୍‌ ଜୋନ୍‌ରେ ଗଞ୍ଜାମ: ଦିନକରେ ୩୨୩ ପଜିଟିଭ, ଜିଲାକୁ ଫେରିଛନ୍ତି ପ୍ରବାସୀ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏବେ ଜିଲା ରେଡ୍‌ ଜୋନ୍‌ରେ ରହିଛି। ପୂର୍ବରୁ ଦୈନିକ କରୋନା ପଜିଟିଭ ସଂଖ୍ୟା ୨୦୦ ତଳେ ରହୁଥିଲା ସୋମବାର ଦିଆଯାଇଥିବା ସୂଚନା ଅନୁସାରେ ଦିନକରେ ପଜିଟିଭ୍‌ ସଂଖ୍ୟା…

ଅମାନିଆ ହେଉଛନ୍ତି ଫୁଡ୍‌ ଡେଲିଭରି ବୟ

ବ୍ରହ୍ମପୁର ଅଫିସ୍‌,୨୫ା୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ରୋକିବାକୁ ନେଇ ସହରାଞ୍ଚଳରେ ହୋଇଥିବା ସପ୍ତାହାନ୍ତ ଶଟ୍‌ଡାଉନ ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ମହାନଗରରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯିବା ସହ ଗହଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?