ଭିଡ଼ିଓ କନ୍ଫରେନ୍ସିଂରେ କ୍ୟାବିନେଟ ବୈଠକ: ଯୋଗଦେଲେ ମନ୍ତ୍ରୀ
ଛତ୍ରପୁର,୯ା୪(ଡି.ଏନ୍.ଏ.)- ଭିଡ଼ିଓ କନ୍ଫରେନ୍ସିଂରେ ଗୁରୁବାର ଓଡିଶା ସରକାରଙ୍କ ଗୁରୁତ୍ୱପୂର୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡ଼ିଓ କନ୍ଫରେନ୍ସିଂ ହଲ୍ରେ ବସି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉକ୍ତ କ୍ୟାବିନେଟ…
ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ
ଛତ୍ରପୁର, ୯।୪(ଡି.ଏନ୍.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା ଏପରିକି ଔଷଧ ମିଳିବନି ବୋଲି ଜିଲାପାଳ ଗୁରୁବାର କହିଛନ୍ତି। ପୂର୍ବରୁ ମାସ୍କ ନ…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍ ଜବତ
ଦିଗପହଣ୍ଡି,୯ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା ସାହୁ, ଆଲୋକ ନାଥ ମହାରଣା, ରମେଶ ମହାରଣା, ସମୀର ବାଡ଼ତ୍ୟା, ସଜ୍ଞନ୍ତ୍ର କୁମାର ଦାସ…
ପାଟପୁରରେ ସଟ୍ଡାଉନ୍ ସ୍ଥିତି ପରଖିଲେ ଗଞ୍ଜାମ ଏସ୍ପି
ଦିଗପହଣ୍ଡି/ପାଟପୁର,୯ା୪(ଡି.ଏନ୍.ଏ.) : ଗଞ୍ଜାମ ଏସ୍ପି ବ୍ରିଜେଶ ରୟ ଗୁରୁବାର ମଧ୍ୟାହ୍ନରେ ପାଟପୁର ଅଞ୍ଚଳ ପରିଦର୍ଶନ କରି ସଟ୍ଡାଉନ୍ ସ୍ଥିତି ପରଖିଛନ୍ତି। ପାଟପୁର ଗାନ୍ଧୀ ଛକରେ ପହଞ୍ଚି ସେଠାରେ ଉପସ୍ଥିତ ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ,ପାଟପୁର ଥାନା ଆଇଆଇସି ଅଜୟ କୁମାର ବାରିକଙ୍କ…
ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍ଜିଟ୍ କ୍ୟାମ୍ପ୍
ଛତ୍ରପୁର,୯ା୪(ଡି.ଏନ୍.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅତିଥି ଟ୍ରାନ୍ଜିଟ୍ କ୍ୟାମ୍ପ ଖୋଲାଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ନିମନ୍ତେ…
ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ
ଗଞ୍ଜାମ,୯ା୪(ଡି.ଏନ୍.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
ଏସ୍.ଛଚିନା ପଞ୍ଚାୟତରେ କ୍ଲୋରିନ୍, ବ୍ଲିଚିଂ ସିଞ୍ଚନ
ବେଗୁନିଆପଡ଼ା,୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି। ଗ୍ରାମର…
ମାଗଣାରେ ମାସ୍କ ବାଣ୍ଟିଲା ଦିଗପହଣ୍ଡି ଏନ୍ଏସି ପ୍ରଶାସନ
ଦିଗପହଣ୍ଡି,୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପ୍ରଶାସନ ପକ୍ଷରୁ ଗୁରୁବାର ସହରର ରାସ୍ତାପାର୍ଶ୍ୱରେ ପନିପରିବା ବ୍ୟବସାୟ କରୁଥିବା ବ୍ୟବସାୟୀ ବିଶେଷକରି ମହିଳାମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରାଯାଇଛି। ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ନେତୃତ୍ୱରେ ଏନ୍ଏ୍ସି କର୍ମଚାରୀମାନେ ସହର…
କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ
ଗଞ୍ଜାମ,୯ା୪(ଡି.ଏନ୍.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି l ଏହି ଭୂତାଣୁ ବ୍ୟାପିବା ଆଶଙ୍କାରେ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି l…
ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି
ଗଞ୍ଜାମ,୯ା୪(ଡି.ଏନ୍.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ ମଠ ଦଧିନଉତି ଖସି ପଡ଼ିଥିଲା। ଏଥିସହିତ ବଜ୍ରପାତ ଏତେ କ୍ଷୀପ୍ର ଥିଲା ଯେ, ମଠର…
ରକ୍ତ ଦେଲେ ଗୋଟିଏ ପରିବାରର ୭ ସଦସ୍ୟ
ବ୍ରହ୍ମପୁର ଅଫିସ,୯ା୪-କରୋନା ପ୍ରଭାବରେ ବ୍ରହ୍ମପୁର ଏମ୍କେସିଜି ମେଡିକାଲର ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି ା ଏହାକୁ ପୂରଣ କରିବାକୁ ବ୍ରହ୍ମପୁରର ସ୍ବେଚ୍ଛାସେବୀ ସଂଗଠନ ସବୁଜ ବାହିନୀ ନେତୃତ୍ୱରେ ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ ଶୀର୍ଷକ ରକ୍ତଦାନ ଶିବିର ଏପ୍ରିଲ ପହିଲାରୁ…
ହୋମ କ୍ୱାରାଣ୍ଟାଇନ୍ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା
ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି ଅନୁମତି ନ ନେଇ ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିବା ବେଳେ ଉପଜିଲାପାଳ ରାଜେନ୍ଦ୍ର…
Archives


