ଗଞ୍ଜାମ

ହୋଟେଲରେ ବସି ଖାଇବା ବଦଳରେ ପାର୍ଶଲ ଦିଅନ୍ତୁ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ଦୁଇ ଦିନ ହେଲା ଦୈନିକ ସଂକ୍ରମଣ ୧୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚି଼ହ୍ନଟ ହେବାରେ ଲାଗିଛନ୍ତି । ଆଜି ଆଉ ୧୩୫ ଜଣ କରୋନାରେ ସଂକ୍ରମିତ…

ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ ଜନ୍ମ ହୋଇଥିଲା । ପରେ ତାକୁ ଆଇସିୟୁ ଭିତରେ ରଖି ଡାକ୍ତରମାନେ ଚିକିତ୍ସା କରୁଛନ୍ତି…

କୋଭିଡ୍‌ କଟକଣା ମାନିବାକୁ ଏନ୍‌ଏସିର କଡ଼ାକଡ଼ି ଯାଞ୍ଚ

ବୁଗୁଡ଼ା,୨୧।୪(ଡି.ଏନ୍‌.ଏ.): ବୁଗୁଡ଼ା ସହରରେ ବ୍ୟବସାୟୀ ଓ ସାଧାରଣ ଜନତା କୋଭିଡ୍‌ କଟକଣାକୁ ଠିକ୍‌ ଭାବେ ପାଳନ କରିବା ପାଇଁ ଏନ୍‌ଏସି ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଥିବା ବ୍ୟବସାୟ ପ୍ରତିଷ୍ଠାନକୁ ଯାଞ୍ଚ କରାଯାଇଛି। ବ୍ୟବସାୟୀମାନେ ମାସ୍କ ପିନ୍ଧିବା ଓ ଗ୍ରାହକମାନଙ୍କ ମଧ୍ୟରେ…

ପୁଣି କାର୍ଯ୍ୟକ୍ଷମ ହେବ ଟାଟା କୋଭିଡ୍ ହସ୍ପିପିଟାଲ

ଛତ୍ରପୁର,୨୧।୪(ଡି.ଏନ୍‌.ଏ.): ଗଞ୍ଜାମରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଜିଲାବାସୀଙ୍କ ପାଇଁ ଚିନ୍ତା ବଢ଼ୁଛି। ବୁଧବାର ଗଞ୍ଜାମରୁ ୧୫୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ବ୍ରହ୍ମପୁର ଉପକଣ୍ଠ ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ ପୁଣି ଥରେ କାର୍ଯ୍ୟକ୍ଷମ ହେବ। ଜିଲା…

ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍‌ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ଆଦି ଘୋଷଣା କରାଯାଉଛି। ଏଥିରେ ଭୟଭୀତ ହୋଇ ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ…

ତାରାତାରିଣୀ ପୀଠ ଖାଁ ଖାଁ: ବାସନ୍ତୀ ଦୂର୍ଗା ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଛି। କରୋନା କଟକଣା ମଧ୍ୟରେ କେବଳ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ହୋଇଛି। ରାତିରୁ ମନ୍ଦିର ଫିଠାଯାଇ ମା’ଙ୍କ ପୂଜାର୍ଚ୍ଚନା…

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ: ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ମଙ୍ଗଳବାର ୪୯ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ମଙ୍ଗଳବାର ଜିଲାରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି ଜିଲାପାଳ ବିଜୟ ଅମୃତା…

କ୍ରସରରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଫାଦ୍ରୀପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ସୋମବାର ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଏମ୍‌କେସିଜି ମେଡିକାଲ…

ଭକ୍ତଙ୍କୁ ତାରାତାରିଣୀ ଯାତ୍ରା ମନା

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ମା ତାରାତାରିଣୀଙ୍କ ଯାତ୍ରା ବନ୍ଦ ରହିବ। କେବଳ ମା’ଙ୍କ ରୀତିନୀତି ପୂଜକଙ୍କ ଦ୍ୱାରା ଅନୁପାଳନ କରାଯିବ । ଭକ୍ତଙ୍କ ଦର୍ଶନ…

ଗଞ୍ଜାମରେ ମଙ୍ଗଳବାରରୁ ଘରକୁ ଘର ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ଆସନ୍ତା ମଙ୍ଗଳବାର ଠାରୁ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯିବ ବୋଲି ଜ଼ିଲାପାଳ ବିଜୟ…

ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ବର୍ଷା ଜନସାଧାରଣଙ୍କୁ ଆଶ୍ୱସ୍ତି…

ସରକାରୀ କର୍ମଚାରୀଙ୍କୁ ସଦରମହକୁମା ଛାଡ଼ିବା ମନା

ଗଞ୍ଜାମ,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ସଦରମହକୁମା ନ ଛାଡ଼ିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?