ଗଞ୍ଜାମ

ଆନ୍ଧ୍ରରୁ ଆସିଥିବା ମା’-ପୁଅଙ୍କ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରଶାସନର ନିର୍ଦ୍ଦେଶ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଆନ୍ଧ୍ର -ଓଡ଼ିଶା ସୀମାନ୍ତକୁ ସିଲ୍‌ କରାଯାଇଥିବା ବେଳେ ଗଳା ବାଟ ଦେଇ ପୂର୍ବରୁ ସେଠାରେ ରହୁଥିବା ଜଣେ ମହିଳା ଓ ତାଙ୍କ ପୁଅ କୌଶଳ କ୍ରମେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଢ଼ି ପଞ୍ଚାୟତ ଅଧୀନ…

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା…

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କଲେ ବିଡିଓ

ଶେରଗଡ଼,୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅଲାରିଗଡ଼ ପଞ୍ଚାୟତର ନିର୍ମାଣ ଶ୍ରମିକଙ୍କୁ ବିଡିଓ ସୁରଞ୍ଜନ କୁମାର ସାହୁ ବୁଧବାର ସହାୟତା ରାଶି ପ୍ରଦାନ ଆରମ୍ଭ କରିଛନ୍ତି। ପର୍ଯ୍ୟାୟ କ୍ରମେ ସମସ୍ତ ପଞ୍ଚାୟତରେ ଏହି ରାଶି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।…

ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍‌ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍‌ଡାଉନ ମଧ୍ୟ…

୨୪ ଘଣ୍ଟାରେ ୧୧୭ ବାଇକ ଜବତ

ଛତ୍ରପୁର,୭ା୪(ଡି.ଏନ.ଏ.)-କରୋନା ସଂକ୍ରମଣ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବାଇକ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ତଥାପି କେତେଜଣ ବାଇକ୍‌ ଧରି ବୁଲୁଥିବାରୁ ପୋଲିସ ଜବତ କରୁଛି। ଗତ ୨୪ ଘଣ୍ଟାରେ ବିଭିନ୍ନ ଥାନା ପକ୍ଷରୁ ୧୧୭ଟି ବାଇକ ଜବତ ହୋଇଛି। ଏଥିସହ…

ଦିଗପହଣ୍ଡିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଦିଗପହଣ୍ଡି,୭ା୪(ଡି.ଏନ.ଏ.): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୮ଟାରୁ ଘଡଘଡି ସହ ପ୍ରବଳ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ବିଭିନ୍ନ ଗ୍ରାମାଞ୍ଚଳରେ ରାତି ସାରା ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇପଡ଼ିଥିଲା। ଦିଗପହଣ୍ଡି ସହରତଳି ଅଞ୍ଚଳ ଜଳାର୍ଣ୍ଣବ…

ଜନ୍ମଦିନ ପାଳିଲେନି, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୫ ହଜାର ଦେଲେ ଛାତ୍ରୀ

ଭଞ୍ଜନଗର,୭।୪(ଡି.ଏନ.ଏ)-ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କ ଝିଅ ଆଦ୍ୟାଶା ଗତ ୪ ତାରିଖରେ ନିଜ ଜନ୍ମଦିନ ପାଳନ ନ କରି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ (କୋଭିଡ୍‌ ଫଣ୍ଡ)କୁ ୧୫ ହଜାର ଟଙ୍କା ଦାନ କରିଛନ୍ତି । ମଙ୍ଗଳବାର ଅନଲାଇନ୍‌ ମାଧ୍ୟମରେ ସେ ଏହି…

କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଅନୁଧ୍ୟାନ କରିଥିଲେ। ପରିମଳ ବ୍ୟବସ୍ଥା ସୁଦୃଢ କରିବା, ହାତ ଧୋଇବା, ସାନିଟାଇଜର…

ଗଞ୍ଜାମ ଜିଲା: ୧୩୫ ଜଣଙ୍କ କୋଭିଡ -୧୯ ଟେଷ୍ଟ ରିପୋର୍ଟକୁ ଅପେକ୍ଷା, ୧୦୫ ନେଗେଟିଭ୍‌

ଛତ୍ରପୁର,୭ା୧(ଡି.ଏନ୍‌.ଏ.)- ବ୍ରହ୍ମପୁର ବଡମେଡିକାଲରେ କୋଭିଡ-୧୯ ସାମ୍ପୁଲ ସଂଗ୍ରହ କରାଯାଇ ଟେଷ୍ଟିଂ ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଉଛି। ସୋମବାର ସନ୍ଧ୍ୟାସୁଦ୍ଧା ଗଞ୍ଜାମ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ୨୪୦ କରୋନା ସନ୍ଦିଗ୍ଧଙ୍କ ସ୍ବାବ୍‌ ବ୍ରହ୍ମପୁର ଏମ୍‌କେସିଜି ପକ୍ଷରୁ ସଂଗ୍ରହ…

ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କୁ ଜରିମାନା କଲେ ବିଡିଓ: ଧରାପଡ଼ିଲେ ଖବରଦାତା, ପୋଲିସ, ସରକାରୀ କର୍ମଚାରୀ

ଛତ୍ରପୁର, ୭ା୪(ଡି.ଏନ୍‌.ଏ.)- ଛତ୍ରପୁର ବିଡ଼ିଓ ଅମ୍ବିକା ପ୍ରସାଦ ଦାଶ ମଙ୍ଗଳବାର ଲାଠି ଧରି ମାସ୍କ ପିନ୍ଧି ନ ଥିବା ବ୍ୟକ୍ତି ଓ ବାଇକ ଚାଳକଙ୍କ ଠାରୁ ଜରିମାନା ଆଦାୟ କରିବା ସହ ବାଇକ ଜବତ କରିଛନ୍ତି। ବ୍ରହ୍ମପୁରର ଜଣେ ଖବରଦାତା, ବ୍ଲକ…

ବିନା ଭକ୍ତରେ ସରିଲା ତାରାତାରିଣୀଙ୍କ ଚୈତ୍ରଯାତ୍ରା

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ତଥା ଓଡିଶାର ପ୍ରସିଦ୍ଧ ଦୈବିପୀଠ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବାରମ୍ବାର ମା’ଙ୍କ ପୀଠକୁ ଆସି ସମସ୍ତ କାର୍ଯ୍ୟର ତଦାରଖ…

ଏମକେସିଜିରେ ଭୁବନେଶ୍ୱର ଫେରନ୍ତା କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୭ା୪- କରୋନା ମହାମାରୀର ପ୍ରକୋପ ଦିନକୁ ଦିନ ଓଡ଼ିଶାରେ ବଢିବାକୁ ଲାଗିଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚତ୍ଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ଭରସାଯୋଗ୍ୟ ଏମ୍‌କେସିଜି ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ସ୍ବାବ ପରୀକ୍ଷା ପାଇଁ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri