ଗଞ୍ଜାମ

ଦିଗପହଣ୍ଡି କୋର୍ଟରେ ଜାତୀୟ ଲୋକ ଅଦାଲତ: ୨୫ ମାମଲାର ହେଲା ଫଇସଲା

ଦିଗପହଣ୍ଡି,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଶନିବାର ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡିସ୍ଥିତ ପ୍ରଥମ ଶ୍ରେଣୀ ଅଦାଲତର ମାଜିଷ୍ଟ୍ରେଟ ସଞ୍ଜୟ କୁମାର ଶୁଭବ୍ରତ ଆଚାର୍ଯ୍ୟ ୬ଟି ଦେୱାନି ମାମଲା ଏବଂ ୧୯ଟି ଫୌଜଦାରୀ ମାମଲାର ଚୂଡାନ୍ତ ଫଇସଲା…

ହଜୁଛି ମାନବିକତା: ପୋଖରୀ ପାହାଚରୁ ନବଜାତକର ମୃତଦେହ ଜବତ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗୋଠିଆଳି ଗ୍ରାମରେ ଥିବା ଯମୁନା ପୋଖରୀ ପାହାଚରୁ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଜବତ ହୋଇଛି। କେହି ଜଣେ ଭୋରୁ ପୋଖରୀ କୂଳରେ ଶିଶୁଟିକୁ ଜନ୍ମଦେଇ ପାହାଚରେ ପକାଇ ଦେଇଥିବା ଜଣାପଡ଼ିଛି। ସକାଳେ…

ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ବୁଗୁଡ଼ା,୯ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ…

ବାରୁଣୀ ସ୍ନାନ ବନ୍ଦ : ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଠାରେ ଋଷିକୁଲ୍ୟା ନଦୀର ତୁମ୍ବେଶ୍ବର ଘାଟରେ ହେଉଥିବା ବାରୁଣୀସ୍ନାନ ବନ୍ଦ କରାଯାଇଛି। କରୋନା କଟକଣା ନେଇ ଏହାକୁ ସମ୍ପୁର୍ଣ୍ଣ ବନ୍ଦ କରାଯିବା ସହ ୧୪୪ ଧାରା ଜାରି ହୋଇଛି। ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ଆଜି ଆସିବ ଆଜ୍ଞାମାଳ

ବ୍ରହ୍ମପୁର ଅଫିସ୍‌,୯।୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନେଇ ଜିଲା ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୁଧବାର ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କ ମଧ୍ୟରେ ସମନ୍ବୟ ବୈଠକ ପରେ…

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ ଲୋକେ ସଚେତନ ହେବାର ଆବଶ୍ୟକତା ରହିଛି l ଏହାକୁ ଦୃଷ୍ଟିରେ ରଖି ଜିଲାପ୍ରଶାସନ ନିର୍ଦ୍ଦେଶ…

ପୋଲିସ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

ବୁଗୁଡ଼ା,୮।୪: ରାଜ୍ୟ ତଥା ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ବୁଧବାର ବୁଗୁଡ଼ା ସହରରେ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ…

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି କରି ହିଞ୍ଜିଳିକାଟୁ ତହସିଲ ବୁରୁପଡ଼ାର ପୂର୍ବତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ମନମୋହନ ତ୍ରିପାଠୀଙ୍କୁ ୧…

ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ…

କୋଭିଡ୍‌ ଟିକା ପାଇଁ ଲୋକଙ୍କ ଭିଡ଼

ଗଞ୍ଜାମ,୬।୪(ଡି.ଏନ୍‌.ଏ.): ଗତ ୧ ତାରିଖରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ଏହା ପରଠାରୁ ଦୈନଦିନ ସରକାରୀ ମେଡିକାଲ ଗୁଡିକରେ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି । ମଙ୍ଗଳବାର ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସକାଳ…

ତାରାତାରିଣୀଙ୍କ ଚୈତ୍ର ଦିତୀୟପାଳି ମଙ୍ଗଳବାର: ମା’ଙ୍କ ଦର୍ଶନ କଲେ ୫ଟି ସଚିବ, କଟକଣା ସତ୍ତ୍ୱେ ମୁଣ୍ଡନ ହେଲେ ଶହ ଶହ ଶିଶୁ

ପୁରୁଷୋତ୍ତମପୁର, ୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଦ୍ୱିତୀୟ ପାଳି ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ହୋଇଛି। ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ଶୃଙ୍ଗାର…

ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି, ୭ ଗିରଫ

ଗୋପାଳପୁର,୬।୪: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ସୋମବାର ୭ ଯୁବକଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ନରେନ୍ଦ୍ରପୁରର କେ.ଭିମରାଜୁ ରେଡ୍ଡୀ, ହୁମୁରିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?