ମାଟିଆସାହି ସିଲ୍, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ବେଗୁନିଆପଡା,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ବେଗୁନିଆପଡ଼ା ବ୍ଲକ, ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଅସ୍ଥାୟୀ ସଙ୍ଗରୋଧ ଗୃହ ପରିଦର୍ଶନ କରିଛନ୍ତି। ଭୁବେନଶ୍ବର ଫେରନ୍ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେବାସହ ସୋମବାର ସିଲ କରାଯାଇଥିବା ସାଙ୍କୁଡା ପଞ୍ଚାୟତ ମାଟିଆସାହିର ପରିସ୍ଥିତି…
ପାଳଗଦା ଜଳିଗଲା
ଦିଗପହଣ୍ଡି,୭ା୪(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅଧିନ ବାଲିଘାଇ ଗ୍ରାମ ଇନ୍ଦିରା ଆବାସ କଲୋନୀ ନିକଟରେ ଥିବା ପ୍ରକାଶ ନାଇକଙ୍କ ପାଳଗଦା ଜଳିଯାଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପ୍ରକାଶଙ୍କ ଧାନ ଖଳାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୩ ଏକର…
ବିଶୋଧନ ହେଲା ପୁରୁଷୋତ୍ତମପୁର ସହର
ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍ଏସି ନିର୍ବାହୀ ଅଧିକାରୀ ନାଗେଶ୍ୱର ରାଓଙ୍କ ତତ୍ତ୍ବାବଧାନରେ ମଙ୍ଗଳବାର ପୁରୁଷୋତ୍ତମପୁର ଅଗ୍ନିଶମ ବିଭାଗ ଅଧିକାରୀ ଉମାଚରଣ ଭଟ୍ଟମିଶ୍ରଙ୍କ ନେତୃତ୍ୱରେ ଦମକଳ ଗାଡି ମାଧ୍ୟମରେ ସହରକୁ ସମ୍ପୂର୍ଣ୍ଣ ବିଶୋଧନ କରାଯାଇଛି। ସହରର ରାସ୍ତା…
ଲକ୍ଡାଉନ, ନିୟମ ଉଲ୍ଲଙ୍ଘନ: ୫ ଗିରଫ
ଦିଗପହଣ୍ଡି,୭ା୪(ଡି.ଏନ୍.ଏ.)- ଲକ୍ଡାଉନ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଦିଗପହଣ୍ଡି ସହରର ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଦିଗପହଣ୍ଡି ନିଳାଦ୍ରୀ ବିହାରର ଶୁକୁରୁ ସେଠୀ, ଆଚାର୍ଯ୍ୟ ବିହାରର ରବୀନ୍ଦ୍ର ପଣ୍ଡା, ଉପରବସା ସାହିର ମିଥୁନ ପାଣିଗ୍ରାହୀ, ପୁଞ୍ଜିକୟଁା ମୁଖ୍ୟରାସ୍ତାର ଚିରଞ୍ଜିବୀ…
ଭୁବନେଶ୍ୱର ଫେରନ୍ତାଙ୍କ ଉପରେ ପ୍ରଶାସନର ନଜର, ବଢୁଛି ଅସନ୍ତୋଷ
ଦିଗପହଣ୍ଡି,୭ା୪(ଡି.ଏନ୍.ଏ.)- ଶହ ଶହ ସଂଖ୍ୟାରେ ଶ୍ରମିକ ଗତ ଦୁଇ ଦିନ ମଧ୍ୟରେ ଚାଲି ଚାଲି କିମ୍ବା ସ୍ବତନ୍ତ୍ର ଗାଡ଼ି ଭଡ଼ା କରି ଦିଗପହଣ୍ଡି ଅଞ୍ଚଳର ଗଁାମାନଙ୍କରେ ପହଞ୍ଚତ୍ଛନ୍ତି। ସେମାନେ ଅବାଧରେ ଚଳପ୍ରଚଳ କରୁଥିବାରୁ ଅନେକ ଗଁାରେ ଚାପା ଉତ୍ତେଜନା ଲାଗି ରହିଛି।…
ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ
ଗଞ୍ଜାମ, ୭।୪(ଡି.ଏନ୍.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର ଓ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି l ଏଥିପାଇଁ ଲକ୍ଡାଉନ…
କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍ ବଣ୍ଟନ
ପୁରୁଷୋତ୍ତମପୁର, ୭।୪(ଡି.ଏନ୍.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓଙ୍କ ତତ୍ତ୍ୱାବଧାନରେ ମଙ୍ଗଳବାର…
ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍-କରୋନା ଭାଇରସ୍ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍ଡାଉନ୍ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ ପକ୍ଷରୁ…
ଅସହାୟ ପରିବାରକୁ ରୋଷେଇ ସାମଗ୍ରୀ ବଣ୍ଟନ
ଜି.ଉଦୟଗିରି,୬ା୪(ଡି.ଏନ.ଏ.)-ଜି.ଉଦୟଗିରି ସହରରେ ଏନ୍ଏସି ତରଫରୁ ୧୩ ୱାର୍ଡରେ କରୋନା ନେଇ ସଚେତନ କରାଯିବା ସହିତ ସହରର କେତେକ ସ୍ଥାନରେ ଥିବା ନିରାଶ୍ରୟ ପରିବାରକୁ ଘରେ ରୋଷେଇ କରି ଖାଇବା ନିମନ୍ତେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ ଆଦି ରୋଷେଇ ଜିନିଷ…
କରୋନା ସଚେତନ କଲା ପ୍ରଶାସନ
ଦିଗପହଣ୍ଡି,୬ା୪(ଡି.ଏନ୍.ଏ.): ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳଗୁଡିକରେ ଶଟଡାଉନ ସମୟରେ ବିନା କାରଣରେ କେହି ବ୍ୟକ୍ତି ଘରୁ ବାହାରିଲେ ଫୌଜଦାରୀ ମକଦ୍ଦମା ରୁଜୁ କରାଯିବ ବୋଲି ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର…
ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ
ଆସିକା,୬ା୪(ଡି.ଏନ୍.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ ସୋମବାର…
ସାବୁନ ବାଣ୍ଟିଲେ ଅଙ୍ଗନୱାଡି, ଆଶାକର୍ମୀ
ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)-ଲୋକେ ଠିକ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନ ଥିବାରୁ କନ୍ଧମାଳ ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ନିୟମକୁ ଆହୁରି କଡ଼ାକଡ଼ି କରାଯାଇଛି। ଔଷଧ ଦୋକାନଠାରୁ ଆରମ୍ଭ କରି ରାଶନ, ପରିବା ଆଦି…
Archives


