ଗଞ୍ଜାମ

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ ପୁଣି ବର୍ଷା ହୋଇଥିଲା। ଝଡ଼ତୋଫାନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର ଠାକୁରାଣୀ…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ ଦେବାରୁ ସ୍ବାମୀ ମୁରଲି ବେହେରା(୬୩) ସ୍ତ୍ରୀ ସୈରିନ୍ଧ୍ରୀ ବେହେରା(୫୩)ଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି । ଜି.ଆର – ମାମଲା ନଂ.୧୨/୨୫ ଅନୁଯାୟୀ କୋର୍ଟ ପକ୍ଷରୁ ଅଶ୍ଵିନୀଙ୍କ ବିରୋଧରେ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିସ୍ପୋରଣ ହୋଇ ନିଆଁ ଲାଗିଯାଇଥିଲା । ତେବେ ବିସ୍ଫୋରଣ ସମୟରରେ ଘରର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ): ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ ଯାତ୍ରା ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ ପୂର୍ଣ୍ଣାହୁତି ହେବ। ରବିବାର ଅପରାହ୍ଣରେ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ ୧ ତାରିଖ ଅର୍ଥାତ ପାଞ୍ଚ ଦିନ ଧରି ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ ଜଣାପଡ଼ିଛି। ମୃତହାତୀର ବୟସ ପାଖାପାଖି ୧୦ ବର୍ଷ ହେବ। ରବିବାର ଜେଟିଏଫ୍‌ଟିମ୍‌ର ଉପସ୍ଥିତିରେ…

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ ସଦସ୍ୟ ତଥା ଶୈବପୀଠ ପ୍ରତିଷ୍ଠାତା ପ୍ରମୋଦ କୁମାର ମିଶ୍ର ଙ୍କ ଆବାହକତ୍ୱରେ ଆୟୋଜିତ…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି ମୃତ୍ୟୁବରଣ କରିଥିବା ବେଳେ କେନ୍ଦ୍ରୀୟ ବନାଞ୍ଚଳରେ ଗୋଟିଏ ମୃତ୍ୟୁବରଣ କରିଛି। ପ୍ରଥମଟି ଭଞ୍ଜନଗର…

ଗାଁରେ ବାଘ ଆତଙ୍କ: ରାତିରେ ଗୁହାଳେ ପଶି ଖାଇଯାଉଛି ଛେଳି, ଗ୍ରାମବାସୀ ସତର୍କ ରହିବା ପାଇଁ…

ଦିଗପହଣ୍ଡି,୧୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍‌ର ଜକର ଗ୍ରାମ ନିକଟ ମା’ ରତନେଇ ମନ୍ଦିର ପାଖରେ ବାଘ ଆତଙ୍କ ଲାଗି ରହିଛି। ବାଘ ଜଣେ ବ୍ୟକ୍ତିଙ୍କ…

୨୪ ଘଣ୍ଟା ଭିତରେ କଡ଼ା ପଦକ୍ଷେପ ଗ୍ରହଣ କଲେ ବିଧାୟକ, ଲୋକଙ୍କ ସମସ୍ୟାକୁ ବୁଝି ଗାଁରେ କଲେ…

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ଶନିବାର ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ଲୋକଙ୍କ ଦାବିକୁ ଅତି ଗୁରୁତର ସହ ନେଇଥିଲେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ। ଫୋନ ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri