ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍ ଜାମ୍ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ...
ରାତି ହେଲେ ଏଟିଏମ୍ରେ ତାଲା
ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି ଏଟିଏମ୍ ରାତିସାରା ଖୋଲା ରହୁଥିଲେ ମଧ୍ୟ ଲୋକଙ୍କ ଆବଶ୍ୟକ ଅନୁଯାୟୀ ଟଙ୍କା ରହୁନି।...
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ
ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ଟି ପରିବାରରର ୫୦ ବଖରା ଘର ସମ୍ପୁର୍ଣ୍ଣ ରୂପେ ପୋଡିଯାଇଛି...
ବେଆଇନ ବାଲି ଚାଲାଣ ଅଭିଯୋଗ, ୭ ଗିରଫ: ୬ ଗାଡି, ମ୍ୟାଜିକ୍ ପେନ୍ ସହ ରସିଦ ବହି ଜବତ
ଆସିକା,୧୬ା୧୨ (ଡି.ଏନ୍.ଏ.)-ଆସିକା ଏନ୍ଏସି ସୁନାମ୍ବ ସାହି ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନଭାବେ ବାଲି ଚୋରା ଚାଲାଣ କରୁଥିବା ଅଭିଯୋଗରେ ଶନିବାର ରାତିରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସିକା ପାକଲାପଲ୍ଲୀର କୈଳାସ ପ୍ରଧାନ, ବରଗାଁର...
ବଡ଼ ମେଡିକାଲର ଗୁମର କଥା: ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ପ୍ରହସନ
ବ୍ରହ୍ମପୁର ଅଫିସ,୧୬ା୧୨-ମହାରାଜ କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଦକ୍ଷିଣ ଓଡ଼ିଶାର ଏକ ମାତ୍ର ଭରସାଯୋଗ୍ୟ ହସ୍ପିଟାଲ। ଏହି ହସ୍ପିଟାଲ ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ରୋଗୀଙ୍କୁ ଡାକ୍ତରମାନେ ଉତ୍ତମ ସ୍ବାସ୍ଥ୍ୟ ସେବା...
ତପ୍ତପାଣି ଘାଟିରେ ଓଲଟିଲା ପିକ୍ନିକ୍ ବସ୍ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର
ଦିଗପହଣ୍ଡି,୧୬ା୧୨(ଡି.ଏନ୍.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍ନିକ୍ ବସ୍ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି ପଡିଛି। ଏଥିରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ବସ୍ରେ ଥିବା ୧୫ରୁ...
ପୋଖରୀରୁ ମାଛ ଚୋରିକୁ ନେଇ ଗୁଳିମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ତନାଘନା
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା କାଳୁଆଘାଟି ନିକଟରେ ଗତ ବୁଧବାର ରାତିରେ ଏକ ପୋଖରୀରୁ ମାଛ ଚୋରି ନେଇ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରାଙ୍କ ଗୁଳିମାଡ଼ରେ ଦୁଇ ଭାଇ ଗୁରୁତର ହୋଇଥିଲେ। ଏହି ଘଟଣାରେ...
ନିର୍ବନ୍ଧ ଆଗରୁ ବିଷପିଇ ଆତ୍ମହତ୍ୟା କଲେ ଯୁବତୀ
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଆରୁଆପଲ୍ଲୀ ଗ୍ରାମର ଜଣେ ଯୁବତୀ ଶନିବାର ବିଷପିଇ ଅତ୍ମହତ୍ୟା କରିଛନ୍ତି। ସେ ହେଲେ ସନ୍ତୋଷିନୀ ପ୍ରଧାନ (୧୮)। ତାଙ୍କ ମା’ ଓ ଭଉଣୀ ନିକଟସ୍ଥ ଜମିକୁ ଧାନ କାଟିବାକୁ ଯାଇଥିଲେ। ସନ୍ଧ୍ୟାରେ...
ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍ସ୍ୟୁରାନ୍ସ ସାର୍ଟିଫିକେଟ୍, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ ୩ ମାସ ବଢାଇ ଦିଆଯାଇଛି । ଅପରପକ୍ଷରେ ଛତ୍ରପୁରସ୍ଥିତ ଆରଟିଓ ଅଫିସ ପରିସରରେ...
ଏଣ୍ଡୋକ୍ରାଇନ୍ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ ଦୂର କରିଥାନ୍ତି ା ଡାକ୍ତରମାନେ ରୋଗୀଙ୍କ ପାଇଁ ଦେବତାତୁଲ୍ୟ ବୋଲି ଶନିବାର...
ଡାକ୍ତରମାନେ ଭଗବାନ ସଦୃଶ ହୋଇ ରୋଗ ଦୂର କରିଥାନ୍ତି: ରାଜ୍ୟପାଳ
ବ୍ରହ୍ମପୁର ଅଫିସ,୧୪।୧୨: ଏଣ୍ଡୋକ୍ରାଇନ ସୋସାଇଟି ଅଫ୍ ଓଡିଶାର ୮ମ ବାର୍ଷିକ ସମିଳନୀ ଶନିବାର ବ୍ରହ୍ମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଡାକ୍ତର ହେଉଛନ୍ତି ଭଗବାନଙ୍କ ସଦୃଶ୍ୟ ।...
ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ; ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ
ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ...
Archives


