ଗଞ୍ଜାମ

ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ ଚଳାଚଳ…

କୋଭିଡ୍‌ ଫଣ୍ଡକୁ ୨ ଲକ୍ଷ ଦେଲା ବିଡେକା

ଭଞ୍ଜନଗର,୩।୪(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର ଜଳସମ୍ପଦ ନିର୍ବାହୀଯନ୍ତ୍ରୀ ତଥା ବିଡେକା ସଭାପତି ଇଂ.ନିହାର ରଞ୍ଜନ…

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାକୁ ଉଦ୍‌ଘାଟନ କରିଥିଲେ। ସଂଘ…

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସେ ରହୁଥିବା ଆପାର୍ଟମେଣ୍ଟକୁ ସିଲ କରାଯାଇଛି। ଆପାର୍ଟମେଣ୍ଟର ସମସ୍ତ…

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ସମୀକ୍ଷା କରିଥିଲେ। ମାର୍କେଟ ଅଞ୍ଚଳକୁ ସାନିଟାଇଜ୍‌…

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତେ ବାହାର ରାଜ୍ୟର ବୋଲି…

ଓଡ଼ିଶା ସୀମା ସିଲ୍‌ ଅନୁଧ୍ୟାନ କଲେ ଡିଆଇଜି

ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍‌ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି ତୀକ୍ଷଣ ନଜର ରଖାଯାଇଛି। ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୀମାନ୍ତ ବଳରାମପୁର…

ରଥକାଠ କଟା ସରିଲା, ପଠାଯିବ ପୁରୀ

ଭଞ୍ଜନଗର,୨।୪(ଡି.ଏନ.ଏ.)-ମହାମାରୀ କରୋନା ଯୋଗୁ ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ଅନିଶ୍ଚିତତା ମଧ୍ୟରେ ରହିଥିବା ବେଳେ ରଥ ନିର୍ମାଣ ପାଇଁ କାଠ ସଂଗ୍ରହ ଚାଲିଛି । ପ୍ରଥମଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ…

ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ ଜିଲାପ୍ରଶାସନ ଅଭିନବ ପଦକ୍ଷେପ ନେଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମକ୍ରମେ ଏଣିକି…

ବିଦେଶରୁ ସର୍ବାଧିକ ଆସିଛନ୍ତି ଖଲ୍ଲିକୋଟକୁ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବିଦେଶ ଓ ବାହାର ରାଜ୍ୟରୁ ୨୫ ହଜାର ୫୮୦ ଜଣ ଫେରିଛନ୍ତି। ସେଥିମଧ୍ୟରେ ବାହାର ରାଜ୍ୟରୁ ୨୪ ହଜାର ୮୫୦ ଜଣ ଓ ବିଦେଶରୁ ୭୩୦ ଜଣ ରହିଛନ୍ତି। ଅପରପକ୍ଷରେ ବିଦେଶରୁ ଗଞ୍ଜାମ ଜିଲାରେ ଖଲ୍ଲିକୋଟ ବ୍ଲକ…

ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ କରୋନା (କୋଭିଡ-୧୯)ମୁକାବିଲା ଆଇନ ଅବମାନନା…

କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ: ଆକ୍ରମଣ-ପ୍ରତିଆକ୍ରମଣ ଅଭିଯୋଗ, ୨ ମାମଲା ରୁଜୁ

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଲୋଚାପଡ଼ା ଚୈତନ୍ୟ ପ୍ରସାଦ ଗଁାରେ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର କୋଠ ଟଙ୍କା ଆୟବ୍ୟୟ ହିସାବକୁ କେନ୍ଦ୍ରକରି ଉତ୍ତେଜନା ଲାଗିରହିଛି। କୋଠ ସମ୍ପତ୍ତି ଓ ଆୟବ୍ୟୟ ହିସାବ ତଦାରଖ କରୁଥିବା ରଘୁନାଥ ପାତ୍ରଙ୍କୁ ଗଁାର ପୂର୍ଣ୍ଣଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri