୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ
ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା ଭାରତ ବର୍ଷରେ ଲାଗୁ ହୋଇଥିଲା। ଓଡ଼ିଶାରେ ଏହି ନିୟମ ଲାଗୁ ବେଳେ ପୋଲିସ...
ନିଶାସକ୍ତ ବାଇକ୍ ଚାଳକଙ୍କୁ କୋର୍ଟ ଚାଲାଣ
ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍ ଚାଳକଙ୍କୁ ନନ ଏଫ୍ଆଇଆର୍ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼ ଥାନା ବାଇଶିଫଳ ଗ୍ରାମର ଶତ୍ରୁଘ୍ନ ବେହେରା। ରବିବାର ସନ୍ଧ୍ୟାରେ ସ୍ଥାନୀୟ ବଢିଆଉସ୍ତା ଛକ...
ଭିଜିଲାନ୍ସ ଜାଲରେ ଉଡ୍ରା ପିଇଓ
ଭଞ୍ଜନଗର,୯।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଉଡ୍ରା ପିଇଓ ମନୋଜ କୁମାର ସାହୁ ସୋମବାର ଅପରାହ୍ନରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ପଞ୍ଚାୟତର ଅସ୍ଥାୟୀ ପିଅନ ପାଣୁ ଚନ୍ଦ୍ର ସେଠୀଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ...
ପୃଥକ୍ ସଡ଼କ ଦୁର୍ଘଟଣା: ୨ ମୃତ
ଛତ୍ରପୁର,୯।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାର ପୃଥକ୍ ପୃଥକ୍ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଡିଭାଇଡରକୁ ଏକ ବାଇକ୍ ଧକ୍କା ଦେବା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ସେ...
ଛତ୍ରପୁର ମହୋତ୍ସବ ଉଦ୍ଯାପିତ
ଛତ୍ରପୁର୯ା୧୨(ଡି.ଏନ୍.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ...
ଅନିଶ୍ଚିତତାରେ ସିଟି ବସ୍ଷ୍ଟାଣ୍ଡ ପୁନଃ ନିର୍ମାଣ
ବ୍ରହ୍ମପୁର ଅଫିସ,୯ା୧୨-ବ୍ରହ୍ମପୁର ସିଟି ବସଷ୍ଟାଣ୍ଡର ମରାମତି ତଥା ପୁନଃନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତ ୨୬ ତାରିଖରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବସଷ୍ଟାଣ୍ଡ ପରିସରର ବିଭିନ୍ନ ରାସ୍ତା ମରାମତି ପାଇଁ ଜେସିବି ଦ୍ୱାରା ଖୋଳାଯାଇଛି।...
ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ହତ୍ୟା ଉଦ୍ୟମ: ଜେଲ ଗଲେ ଓଏପିଏଫ୍ କନ୍ଷ୍ଟେବଳ
ବ୍ରହ୍ମପୁର ଅଫିସ,୯ା୧୨-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ବଳପୂର୍ବକ ଗର୍ଭପାତ କରାଇବା ଓ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜଣେ ଓଏପିଏଫ କନ୍ଷ୍ଟେବଳଙ୍କୁ ବ୍ରହ୍ମପୁର ମହିଳା ଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ...
ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ
ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ପାଟପୁର ପୋଲିସ ନଂ. ୨୬୩/୧୯ରେ ମାମଲା ରୁଜୁ କରି ଉକ୍ତ ଗ୍ରାମର ମୁଖିଆ...
ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ
ବ୍ରହ୍ମପୁର ଅଫିସ୍,୯ା୧୨-ଖୁବ୍ କମ୍ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ...
ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍
ପାତ୍ରପୁର,୮ା୧୨ (ଡି.ଏନ୍.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି।...
୪ଶହ ଲିଟର ରନ୍ଧାମଦ ଜବତ, ୭ ଗିରଫ
ଧରାକୋଟ,୮ା୧୨(ଡି.ଏନ.ଏ.)- ଧରାକୋଟ ଥାନା ଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ପୋଲିସ ଶନିବାର ସକାଳୁ ଚଢ଼ାଉ କରି ୪ ଶହ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହ ୭ଜଣଙ୍କୁ ଗିରଫ କରିଛି। ଏଥିସହ ୮ ହଜାର ଲିଟର ପୋଚ ନଷ୍ଟ...
କବିସୂର୍ଯ୍ୟନଗର କାମଦେବ ହତ୍ୟା ମାମଲା: ୨୪ ବର୍ଷ ପରେ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୮।୧୨: ଏକ ହତ୍ୟା ମାମଲାରେ ଦୀର୍ଘ ୨୪ ବର୍ଷ ଧରି ନାମ ବଦଳାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ଏ. ହରି ଦାସ (୫୦)ଓ...
Archives


