ଗଞ୍ଜାମ

ଦୀର୍ଘ ୧୮ ବର୍ଷ ପରେ ହତ୍ୟାକାଣ୍ଡର ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତଙ୍କୁ ଦୀର୍ଘ ୧୮ ବର୍ଷ ପରେ ରବିବାର ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ଗିରଫ କରିବାରେ ସକ୍ଷମ ହୋଇଛି। ଅଭିଯୁକ୍ତ ଜଣକ ହେଲେ ସାଗୁଣାପଲ୍ଲୀ ଗ୍ରାମର ଛଇଳ ନାହାକ ଓରଫ ଦାସ।…

ମେଡିକାଲ ଗଳି କ୍ଲିନିକରେ ରହୁନି ସାମାଜିକ ଦୂରତା

ଗଞ୍ଜାମ,୧୪।୩ (ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟ ପୁଣି ବଢ଼ିଲାଣି। ଏଥିପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା କଡାକଡି ହୋଇଛି। ମାକ୍ସ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଇତ୍ୟାଦି କଟକଣା ଜାରି କରାଯାଇଛି। କିନ୍ତୁ ଗଞ୍ଜାମ ମେଡିକାଲ ଗଳିରେ ଥିବା…

ଉଦ୍‌ଘାଟନ ଅପେକ୍ଷାରେ ଆହାର କେନ୍ଦ୍ର

ଗଞ୍ଜାମ,୧୪।୩ (ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ପାଇଁ ସରକାର ଆହାର ଯୋଜନା ପ୍ରଣୟନ କରିଛନ୍ତି । ଏଥିରେ ଜଣେ ଲୋକ ୫ ଟଙ୍କା ଦେଇ ଖାଇପାରିବେ। ଏ ନେଇ ଗଞ୍ଜାମ ଜିଲା ଜୟଶ୍ରୀ ଛକରେ ସରକାର ୨୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ…

ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ…

ବାଇକ୍‌ ଡିକିରୁ ୧ ଲକ୍ଷ ଲୁଟ୍‌, ମିଳିଛି ସିସିଟିଭି ଫୁଟେଜ୍‌; ମିଳୁନି ସୁରାକ

ବ୍ରହ୍ମପୁର ଅଫିସ,୧୩।୩: ଜଣେ ଲୋକଙ୍କ ବାଇକ୍‌ ଡିକିରୁ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଫୁଟେଜ୍‌ ସଂଗ୍ରହ କରିଛି। ସେଥିରେ ଘଟଣା ବେଳର ଦୃଶ୍ୟ ରେକର୍ଡ ହୋଇଛି। ହେଲେ…

ଶାଶୁ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ସୋରଡ଼ା, ୧୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର କୌଶଲ୍ୟା ଗଉଡ଼। ତେବେ କୌଶଲ୍ୟାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରକାଶ ଯେ,…

ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ କର୍ମଚାରୀ ଓ ତାଙ୍କ କାର୍‌ ଡ୍ରାଇଭରଙ୍କୁ ଚୋର ଭାବି କିଛି ଲୋକ ଅଟକ ରଖିଥିଲେ।…

ଖତ ଖାଉଛି ୧୦୮ ଆମ୍ବୁଲାନ୍ସ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ପାଇଁ ସରକାର ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି l ସେଥି ମଧ୍ୟରୁ ରୋଗୀ ମାଗଣା ମେଡିକାଲ ଯିବା ପାଇଁ ୧୦୮ ଆମ୍ବୁଲାନ୍ସ ସେବା ବି ଯୋଗାଇ ଦେଇଛନ୍ତି। କିଛି ସ୍ବାସ୍ଥ୍ୟକେନ୍ଦ୍ରରେ…

ସ୍ପଷ୍ଟ କଲେ ଗଞ୍ଜାମ ଜିଲାପାଳ: କୋଭିଡ ନିୟମରେ ହେବ ତାରାତାରିଣୀ ଯାତ୍ରା; ସେବାୟତଙ୍କ ହେବ କରୋନା ଟେଷ୍ଟ

ଛତ୍ରପୁର, ୧୨।୩(ଡି.ଏନ.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ତାରାତାରିଣୀ ଚୈତ୍ର ମଙ୍ଗଳବାର ଯାତ୍ରା କୋଭିଡ ଗାଇଡ୍‌ଲାଇନରେ ପାଳିତ ହେବ। ଏଥିପାଇଁ ସମସ୍ତ ସେବାୟତଙ୍କ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଶୁକ୍ରବାର ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ଯାତ୍ରା ସମ୍ବନ୍ଧୀୟ ପ୍ରସ୍ତୁତି ନେଇ ଜିଲ୍ଲାପାଳ…

ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ

ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ ଦେଖିବାକୁ ମିଳିଛି। ଝିଅଙ୍କ ପରିବାର ଲୋକ ଶାଶୁଘର ଲୋକଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣିଥିଲେ।…

ମହାଶିବରାତ୍ରିରେ ଭକ୍ତ ଶୂନ୍ୟ ହେଲା ବୁଦ୍ଧଖୋଲ ଶୈବପୀଠ

ବୁଗୁଡ଼ା,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାରେ ଥିବା ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନ କେନ୍ଦ୍ର ବୁଦ୍ଧଖୋଲ ଆଜି ମହାଶିବରାତ୍ରି ଅବସରରେ କୋଭିଡ୍‌ କଟକଣା ଯୋଗୁ ଭକ୍ତଶୂନ୍ୟ ହୋଇ ଖାଁ ଖାଁ ଦେଖିବାକୁ ମିଳିଛି। ପ୍ରତିବର୍ଷ ଜାଗରରେ ବୁଦ୍ଧଖୋଲ ଶୈବପୀଠରେ ଶ୍ରୀ ଗଙ୍ଗାଧରେଶ୍ବର, ଜଗଦୀଶ୍ବର,ମକରେଶ୍ବର…

ମା’ବାପାଙ୍କ ଆଗରେ ଚାଲିଗଲା ୨ ପିଲାଙ୍କ ଜୀବନ

ରମ୍ଭା,୧୦ା୩-ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ସାବୁଳିଆ ଛକରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବାକୁ ବାଇକ୍‌ରେ ଯିବାବେଳେ ଦୁର୍ଘଟଣାରେ ମା’ ବାପାଙ୍କ ଆଗରେ ୨ ପିଲାଙ୍କ ଜୀବନ ଚାଲିଯାଇଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?