ଗଞ୍ଜାମ

ପୋଖରୀରେ ବୁଡି ଜଣେ ମୃତ

ବ୍ରହ୍ମପୁର ଅଫିସ,୧।୪- ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଇଲୁଣ୍ଡିର ଜିତେନ୍ଦ୍ର ମହାପାତ୍ର (୪୧)। ବୁଧବାର ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୧୬୧/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଜିତେନ୍ଦ୍ର ମଙ୍ଗଳବାର ସନ୍ଧ୍ୟା…

କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ଗାଙ୍ଗପୁର ଅଞ୍ଚଳର ଜଣେ ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି ହୋଇଛନ୍ତି।…

କୋଭିଡ୍‌ ଫଣ୍ଡକୁ ୪୯ ହଜାର ଦେଲେ ଶେରଗଡ ବିଡିଓ

ଶେରଗଡ,୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ ୪୯ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଅନ୍‌ଲାଇନ୍‌ ଯୋଗ ସେ ଏହି ରାଶି ଶେରଗଡ଼ ଆନ୍ଧ୍ର ବ୍ୟାଙ୍କ ଟ୍ରାନ୍ସଫର କରିଛନ୍ତି। ବିଡିଓ…

ପ୍ରବେଶ ପଥରେ ବାରିକେଡ ପକାଇଲେ ଗ୍ରାମବାସୀ

ଶେରଗଡ,୧ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ୯୫ ଗ୍ରାମରେ ଲକ୍‌ଡାଉନ୍‌କୁ କଡାକଡି ଭାବେ ପାଳନ କରାଯାଉଛି। ବିଶେଷ କରି ୨୨ ପଞ୍ଚାୟତରେ ଥିବା ମୁଖ୍ୟ ଗ୍ରାମ ଗୁଡିକ ଖାଁ ଖାଁ ପରିବେଶ ସୃଷ୍ଟି ହୋଇଛି। ତହସିଲଦାର ଡ. ଦୟାସିନ୍ଧୁ ବିଭିନ୍ନ ସ୍ଥାନ ବୁଲି ଲକ୍‌ଡାଉନ୍‌…

୨୪୩ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ସରିଲା

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ଲୋକଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିଲା। ତାଙ୍କ ଘରେ ବାହାରେ ସୂଚନା ଫଳକ ଲଗାଯାଇଥିଲା। ପ୍ରତିଦିନ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ ଘରକୁ ଯାଇ ଭଲମନ୍ଦ…

କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ ଚେକ୍‌ ମୁଖ୍ୟନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଏଥିସହ ଏମ୍‌ପି ବିଷୋୟୀ…

ବେଆଇନ ମଦ ଭାଟିରେ ଚଢାଉ: ୩ ମହିଳାଙ୍କ ସମେତ ୨୫ ଗିରଫ

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍‌ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ ଚଢାଉ କରିଥିଲା। ଏଠାରୁ ୨ହଜାର ଲିଟର ରନ୍ଧା ମଦ ଜବତ କରାଯାଇଥିବାବେଳେ ୧୦ ହଜାର…

ଲକ୍‌ଡାଉନ୍‌: ଲୁଣ ଉତ୍ପାଦନ ନେଇ ଚିନ୍ତାରେ ଚାଷୀ

ଗଞ୍ଜାମ, ୧।୪(ଡି.ଏନ୍‌.ଏ.): ଗଞ୍ଜାମ-ହୁମା ୧୬ ନଂ. ଜାତୀୟ ରାଜପଥ ପାର୍ଶରେ କେନ୍ଦ୍ର ସରକାରଙ୍କ ୧୪୭୨ ଏକର ଲୁଣ ଚାଷ ଜମି ରହିଛି । ସେଥିମଧ୍ୟରୁ ହୁମା ଓ ବିଞ୍ଚଣାପଲ୍ଲୀ ଲବଣ ଉତ୍ପାଦନ ବିକ୍ରୟ ସମବାୟ ସମିତି ୭୨୯ ଏକର ଜମି ଲିଜ୍‌…

ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଆସିକା,୩୧ା୩ (ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଲାଗି ଆସିକା ଏନ୍‌ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ ଖାଦ୍ୟ ବଣ୍ଟା ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକର ୨୭ ପଞ୍ଚାୟତରେ ୧୩୩୨ଜଣଙ୍କୁ ରନ୍ଧାଖାଦ୍ୟ…

ଅସହାୟଙ୍କୁ ବିଏମ୍‌ସିର ରାଶନ ବଣ୍ଟନ

ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା ଲୋକଙ୍କୁ…

ନିୟମ ଉଲ୍ଲଂଘନକାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିର୍ଦ୍ଦେଶ

ଛତ୍ରପୁର,୩୧ା୩(ଡି.ଏନ.ଏ)-ଲକ୍‌ଡାଉନ୍‌କୁ ବେଖାତିର କରି କେତେକ ଯୁବଗୋଷ୍ଠୀ ବାହାରେ ବୁଲିବା ଅଭ୍ୟାସ ଛାଡୁନାହାନ୍ତି। ସମସ୍ତ ପ୍ରଶାସନିକ ଚେଷ୍ଟା ସତ୍ତ୍ୱେ ନ ସୁଧୁରିଲେ ସେମାନଙ୍କୁ ଧରି ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। କରୋନା…

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ ରହିଯାଇଥିବା ଏକାଧିକ ଅଣଓଡ଼ିଆ ପରିବାରଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ସରକାରଙ୍କ ମୁଠାଏ ଖାଦ୍ୟକୁ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri