କୋଭିଡ୍ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର
ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍ଲାଇନ୍ରେ ସେ ଏହି ଅର୍ଥ ଟ୍ରାଜ୍ଞାକ୍ସନ୍ କରିଛନ୍ତି। କରୋନା ମହାମାରୀର ମୁକାବିଲା ପାଇଁ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପିକା ଅଧ୍ୟାପକ…
କୋଭିଡ୍ ଫଣ୍ଡକୁ ବୃତ୍ତି ଟଙ୍କା ଦେଲେ ଛାତ୍ରୀ
ଛତ୍ରପୁର,୩୧ା୩(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍ ଫଣ୍ଡ)କୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ପୂର୍ବରୁ ପାଇଥିବା ବୃତ୍ତି ଅର୍ଥରୁ ୩ ହଜାର ଟଙ୍କା ଦେଇଛନ୍ତି। ସେହେଲେ ଗଞ୍ଜାମ ଜିଲା ଛତ୍ରପୁର ଅନ୍ସ୍ଲୋ ସରକାରୀ ହାଇସ୍କୁଲର ଛାତ୍ରୀ ସ୍ନେହାମୟୀ…
ମଦ ବିକ୍ରି, ଚାଲାଣ ଅଭିଯୋଗରେ ୩ ଗିରଫ
ଗୋପାଳପୁର,୩୧ା୩- ଚୋରା ଦେଶୀ ମଦ ବିକ୍ରି ଓ ବିଦେଶୀ ମଦ ଚାଲାଣ କରୁଥିବାବେଳେ ଦୁଇଟି ସ୍ଥାନରୁ ଗୋଳନ୍ଥରା ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ସୋରଳ ଗ୍ରାମର ନରସିଂହ ଜାନି, ଗୋଷାଣୀନୂଆଗଁା ଅଞ୍ଚଳର ସନ୍ତୋଷ…
ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଗିରଫ ଘଟଣା:ପୁଣି ଥରେ ଜାମିନ ଖାରଜ
ବ୍ରହ୍ମପୁର ଅଫିସ,୩୧।୩ – ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର ପାଢୀ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ଗତ ୪ ତାରିଖରେ…
ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍ ଟେକ୍ନିସିଆନ୍ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ ଥିବା ୩ ଜଣ ଲାବ୍ ଟେକ୍ନିସିଆନଙ୍କ ମଧ୍ୟରୁ ଜଣେ ମଙ୍ଗଳବାର ଅବସର ଗ୍ରହଣ…
ମଇଁଷିଚରାଳିଙ୍କୁ ଛୁରାମାଡ
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍. ମୋଚି ପାତ୍ର। ତାଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ମୋଚି ମଇଁଷି ନେଇ…
ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍ଡିଏ ପିଡି
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଗଞ୍ଜାମ ଡିଆର୍ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ। ଏନେଇ ୪୮ଟି ପରିବାର ଉପକୃତ ହୋଇଥିଲେ। ନିରାଶ୍ରୟ, ଗରିବ ଓ ଏଡ୍ସ ଆକ୍ରାନ୍ତଙ୍କୁ ଡାଲି,…
ଏମ୍କେସିଜି କରୋନା ୱାର୍ଡରେ ଅଛନ୍ତି ୭ ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ , ୩୧।୩: କରୋନା (କୋଭିଡ-୧୯)ଭାଇରସ ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି । ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅନେକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସାରା ଦେଶରେ ଏବେ ଲକ୍ଡାଉନ (ତାଲା…
ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର ଗାଁରୁ…
ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ କୋର୍ଟ…
ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା
ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର କରୋନାକୁ…
କୋଭିଡ ଫଣ୍ଡ କୁ ୧.୧୧ଲକ୍ଷ ପ୍ରଦାନ
ଛତ୍ରପୁର,୩୦ା୩(ଡି.ଏନ୍.ଏ.)- ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍ ଫଣ୍ଡ)କୁ ଛତ୍ରପୁରର ବ୍ୟବସାୟୀ ଡମ୍ବୁରୁଧର ସାହୁଙ୍କ ପରିବାର ପକ୍ଷରୁ ୧ଲକ୍ଷ ୧୧ହଜାର ୧୧୧ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଛତ୍ରପୁରଠାରେ ଉକ୍ତ ଟଙ୍କାର ଡ୍ରାଫ୍ଟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରଯାଇଥିଲା। କରୋନା…
Archives


