ଗଞ୍ଜାମ

ବୃଦ୍ଧଙ୍କୁ ନଦୀ ପଠାରେ ନିମର୍ମ ହତ୍ୟା, ମୃତ ଦେହ ଜବତ

ଚିକିଟି,୧୨।୧୦ (ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ ନୂଆଗାଁ ଥାନା ନୂଆପଡା ଗ୍ରାମ ଚାରିଆ ପଡା ସାହିର ନାରାୟଣ ପ୍ରଧାନ (୫୯)ଙ୍କୁ ରବିବାର କୌଣସି ଦୁର୍ବୁତ୍ତ ନିମର୍ମ ଭାବେ ହତ୍ୟା କରିଥିବା ଜଣାପଡିଛି। ମୃତ ଦେହକୁ ନୂଆପଡା ଫାଣ୍ଡି ପୋଲିସ…

ଘୁମୁସର ଉନ୍ନୟନ ମଞ୍ଚ ପକ୍ଷରୁ ବଡ଼ ବୈଠକ, କୁଲାଡରେ ହେବ ମ୍ୟୁଜିୟମ, ଡିସେମ୍ବରରେ ଭୁବନେଶରରେ ଘୁମୁସର ମହୋତ୍ସବ

ଭଞ୍ଜନଗର,୧୨।୧୦(ବାବୁଲା ପ୍ରଧାନ): ଘୁମୁସର ଉନ୍ନୟନ ମଞ୍ଚ ପକ୍ଷରୁ ଶନିବାର ଭୁବନେଶ୍ବର ପାତ୍ରପଡାରେ ରାଜଧାନୀରେ ହେବାକୁ ଥିବା ଘୁମୁସର ମହୋତ୍ସବ ଉପରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଞ୍ଚର ସଭାପତି ତଥା ପ୍ରାକ୍ତନ କଲେଜ ଅଧ୍ୟକ୍ଷ ବାଲ୍ମୀକି ପଟ୍ଟନାୟକ ଅଧ୍ୟକ୍ଷତା…

ଅଟୋ ଡ୍ରାଇଭର ଆକ୍ରମଣରେ ଜଣେ ଗୁରୁତର: ଛତ୍ରପୁର ମେଡିକାଲରେ ଭର୍ତ୍ତି

ଛତ୍ରପୁର,୧୨।୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଥାନା ଅଧିନ କରପଡା ଗ୍ରାମରେ ଅଟୋ ଡ୍ରାଇଭର ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଜଣକ କରପଡା ଗ୍ରାମର ପରିବା ବିକାଳୀ ଶିବରାମ ରାଉଳ ବୋଲି ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ…

ନାଁକୁ ଅଟୋରେ ଥିଲେ ଯାତ୍ରୀ, କରୁଥିଲେ ଗଞ୍ଜେଇ ଚାଲାଣ: ମାଡ଼ି ବସିଲା ପୋଲିସ

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ପୋଡ଼ାମାରି ପୋଲିସ ଚେକ ଗେଟ ନିକଟରେ ଗାଡ଼ି ଚେକିଂ କରୁଥିଲେ। ଗଜପତି ଜିଲା…

ପାନ ଦୋକାନରେ ବିକୁଥିଲେ ବିଦେଶୀ ମଦ, ଚଢ଼ାଉ କଲା ଅବକାରୀ ବିଭାଗ, ଅଭିଯୁକ୍ତ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ଥିବା ନିରଞ୍ଜନ ବେହେରାଙ୍କ ପାନ ଦୋକାନରୁ ଶନିବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ୧୧୧ ଟି ବିଦେଶୀ ମଦ ବୋତଲ ଜବତ କରାଯାଇଛି। ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର…

‘ଆମ ଭଞ୍ଜ ଆମ ଅସ୍ମିତା’

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭା କକ୍ଷରେ ଶନିବାର ସମ୍ଭବ ସାହିତ୍ୟ ପରିବାର ଓ ଶ୍ରୀ ବିଘ୍ନରାଜ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭଞ୍ଜ ସାହିତ୍ୟ କୃତୀ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ଭବ ପତ୍ରିକା…

ରାସ୍ତା ନିର୍ମାଣରେ ଚଞ୍ଚକତା: ଭିଜିଲାନ୍ସ ତଦନ୍ତ ଦାବି

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡାବାଡ଼ି ଗ୍ରାମରେ ରାସ୍ତା ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମୋନ୍ନୟନ ରାସ୍ତାଠାରୁ ଗ୍ରାମର ବଣଢେପ ଯାଏ ରାସ୍ତା ନିର୍ମାଣ ପାଇଁ ଏମଜିଏନଆରଇଜିଏ ଯୋଜନାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି…

ବାଟହୁଡ଼ି ଗାଁ ଭିତରକୁ ଚାଲିଆସିଲା କୃଷ୍ଣସାର ମୃଗ: ଡହଳବିକଳରେ…

ଦିଗପହଣ୍ଡି/ସାନଖେମୁଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି.ଆମ୍ବଠା ଗ୍ରାମରୁ ଏକ କୃଷ୍ଣସାର ମୃଗକୁ ବନବିଭାଗ କର୍ମଚାରୀ ବୃନ୍ଦ ଶନିବାର ସକାଳେ ଉଦ୍ଧାର କରିଛନ୍ତି। ଭୋରରେ କୃଷ୍ଣସାର ମୃଗଟି ବାଟ ହୁଡ଼ି ଗାଁ ମଧ୍ୟକୁ ଚାଲି ଆସିଥିଲା। ମୃଗଟି…

ବି ଟେକ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏତେ ଟଙ୍କା ସହାୟତା ଦେଲେ ବିଡିଓ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମ ମେନ ରୋଡ଼ର ଯୁକ୍ତ ୩ ଛାତ୍ର ସୁଧାକର ମାଦଳା ଗୁରୁବାର ଅପରାହ୍ନ ୧ଟାରେ ମୃତ୍ୟୁବରଣ କରିଥିଲେ। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର…

ବୟୋଜ୍ୟେଷ୍ଠ ଦିବସରେ ସ୍ବାସ୍ଥ୍ୟ ପରୀକ୍ଷା

ଗଞ୍ଜାମ,୧୦ା୧୦(ଅଖିଳ ତରାଇ/ବିଦ୍ୟାଧର ସାହୁ):ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ବୟୋଜ୍ୟେଷ୍ଠ ଦିବସ ଉପଲକ୍ଷେ ଏକ ସ୍ବାସ୍ଥ୍ୟସେବା ଶିବିର ପରିଷଦର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସହଯୋଗରେ ଆୟୋଜିତ ଏହି ଶିବିରରେ ତହସିଲଦାର ସୁକାନ୍ତ ଚନ୍ଦ୍ର…

ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବଲାଙ୍ଗୀର,୧୦।୧୦:(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ପୁଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମରେନ୍ଦ୍ର ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦିବସରେ ମୁଖ୍ୟଅତିଥି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଞ୍ଜନଗର ବିଧାୟକ: କଳିଙ୍ଗା ଘାଟିରେ ବିକଳ୍ପ ରାସ୍ତା ନେଇ…

ଭଞ୍ଜନଗର,୧୦।୧୦(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଜାତୀୟ ରାଜପଥ ରାସ୍ତା ଧୋଇ ହେବାର ଆଜକୁ ୨୫ ଦିନ ବିତିଯାଇଛି । ମାତ୍ର ରାସ୍ତା କାମ ସରିବାକୁ ନାହିଁ। ଜାତୀୟ ରାଜପଥ କତୃପକ୍ଷ ଉକ୍ତ ରାସ୍ତାକୁ ଗୁରୁତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri