ଗଞ୍ଜାମ

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା ପାଇଁ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡ଼ିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ ପୂର୍ବ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ଭକ୍ତିଭାବ ଓ ଆଡ଼ମ୍ବରର ସହ ସମ୍ପନ୍ନ ହୋଇଯାଇଛି।…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର ବ୍ୟବହାରକୁ ଜନଆନ୍ଦୋଳନରେ ପରିଣତ କରିବା ଉଦ୍ଦେଶ୍ୟରେ ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେଭିକେ),…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରି ଭୁଶି ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଦିଗପହଣ୍ଡି ପୋଲିସ ସୋମବାର ଗିରଫ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି କଲେଜ ଶିକ୍ଷା ସମାପ୍ତ ପରେ ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ପ୍ରଯୁକ୍ତି ବିଶ୍ଵବିଦ୍ୟାଳୟ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଓ ଜିଲା ଭାଜପା ସଭାପତି ନୀଳମାଧବ ପାତ୍ରଙ୍କ ଅନୁମୋଦନ କ୍ରମେ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ନାହିଁ ନଥିବା…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରିରେ ଭୁଷି ହତ୍ୟା ଉଦ୍ୟମ କରିଥିବା ଚୁଡୁଙ୍ଗପୁର ଗ୍ରାମର ବି. କୃଷ୍ଣ ପାତ୍ର…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭ ଏଏସ -୫୬୨୨) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି । ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର ଅବିନାଶ(୧୦)ଙ୍କୁ ଏକ କାର୍‌ ଧକ୍କା ଦେଇ ଚମ୍ପଟ ମାରିଛି। ସେ ଗୁରୁତର ହୋଇ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ ସୋମପେଣ୍ଠା ଦଳ ମଧ୍ୟରେ କଡା ମୁକାବିଲା ହୋଇଥିଲା। ଏଥିରେ ସୋମପେଣ୍ଠା ଟିମ୍‌ ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?