ଗଞ୍ଜାମ

ବାକିରେ ସିଗାରେଟ ନ ଦେବାରୁ ପାନ ଦୋକାନୀଙ୍କୁ ହତ୍ୟା

ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ ଦୋକାନୀଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ସେହିପରି କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗ୍ରାମରେ ଜଣେ…

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫ ଲକ୍ଷ୍ୟ ବ୍ୟୟରେ ନବ ନିର୍ମିତ ଆର୍ଡି ରୋଡ଼ ନିର୍ମାଣ ହୋଇଥିଲା। ମାତ୍ର ଏହି ରାସ୍ତା…

ଗଣବଳାତ୍କାର ପରେ ଇଟାରେ ଛେଚିଥିଲେ

ଗୋପାଳପୁର,୧ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା (୨୬)।…

ନାବାଳିକାଙ୍କୁ ଗଣବଳାତ୍କାର: ଜେଲ ଗଲେ ୨ ଅଭିଯୁକ୍ତ

ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା…

ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଇଟାଲୀ ଦମ୍ପତି

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା ଉତ୍କଳ ବାଳାଶ୍ରମରେ ପାଳିତ ହେଉଥିବା ଶିଶୁ କନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବାକୁ ବିଦେଶୀମାନେ ପସନ୍ଦ କରୁଛନ୍ତି। ଗତ ଡିସେମ୍ବର ୧୦ରେ ସ୍ପେନର ଏକ ଦମ୍ପତି ଜଣେ ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ…

ହୁ ହୁ ବଢ଼ି ଚାଲିଛି ତୈଳ ଦର, ନ କମିଲେ ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶନିବାର ବ୍ରହ୍ମପୁରରେ ବିଶାଳ ସମାବେଶ ହୋଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ ପୂର୍ତ୍ତି ଏବଂ ତାଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ଖଲ୍ଲିିକୋଟ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ୍‌ରେ ଆୟୋଜିତ…

ଶାଗ ତୋଳିବାକୁ ଯାଇ କୂଅରୁ ମିଳିଲା ମହିଳାଙ୍କ ମୃତଦେହ

ପୁରୁଷୋତ୍ତମପୁର,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମରେ ଶାଗ ତୋଳିବାକୁ ଯାଇ ବୁଧବାରଠାରୁ ନିଖୋଜ ଥିଲେ ଜଣେ ମହିଳା। ତେବେ ଶନିବାର ଗ୍ରାମଠାରୁ ୧ କିଲୋମିଟର ଦୂରରେ ଥିବା ବିଲମାଳରୁ ଏକ ପରିତ୍ୟକ୍ତ କୂଅରୁ ତାଙ୍କ ମୃତଦେହ ମିଳିବା…

ଗାଇଡ୍‌ଲାଇନ ଅନୁଯାୟୀ ଦାହହେଲା ବାଘ ମୃତଦେହ

ବୁଗୁଡା,୩୦।୧(ଡି.ଏନ୍‌.ଏ.): ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ହତା ମଧ୍ୟରେ ଦାହ କରାଯାଇଛି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର ମିଶ୍ର…

କଲରାପତରିଆର ମୃତ୍ୟୁକୁ ନେଇ ହେବ ତଦନ୍ତ

ବୁଗୁଡା,୨୯ା୧୧: ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ମଧ୍ୟରେ ପୋଡି ଦିଆଯାଇଛି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର ମିଶ୍ର କହିଛନ୍ତି,…

ଶିକାର କରିବାକୁ ଯାଇ ଫାଶରେ ପଡ଼ିଲା କଲରାପତରିଆ

ବୁଗୁଡ଼ା,୨୮ା୧: ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ମାଣିତରା ସେକ୍ସନ ବଡ଼ପଥର କୁଣ୍ଡାଖାଇ ମୁଣ୍ଡିଆରେ ଗୁରୁବାର ସକାଳେ ଫାଶରେ ପଡିଥିବା ଏକ ବାର୍‌ହାକୁ ଖାଇବାକୁ ଆସି ଫସି ଯାଇଥିଲା କଲରାପତରିଆ ବାଘ। ବନ କର୍ମଚାରୀ ସ୍ଥାନୀୟ ଯୁବକଙ୍କ ସହଯୋଗରେ ବାଘକୁ ଉଦ୍ଧାର କରାଯାଇଛି।…

ବଳାତ୍କାର ଉଦ୍ୟମ ପରେ ନାବାଳିକାଙ୍କ ତଣ୍ଟି କାଟିଲେ

ଗୋପାଳପୁର,୨୮ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗୁରୁବାର ପୁଣି ଏକ ବର୍ବରକାଣ୍ଡ ଘଟିଛି। ଜଣେ ୭ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ବେଳେ ପାଟି କରିବାରୁ ଦୁର୍ବୃତ୍ତ ତାଙ୍କ ତଣ୍ଟି କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ବଡ…

କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଅଞ୍ଚଳର ସାଜିଦ୍‌। ସିଦ୍ଧାର୍ଥ ପଟ୍ଟନାୟକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?