ଇସ୍ତଫାପତ୍ର ଫେରାଇବାକୁ ଅଧ୍ୟକ୍ଷଙ୍କ ଦରଖାସ୍ତ ଧମକକୁ ଡରି ଦେଇଥିଲି ଇସ୍ତଫା: ସୂର୍ଯ୍ୟନାରାୟଣ
ପୁରୁଷୋତ୍ତମପୁର, ୨୬ା୧୧ (ଡି.ଏନ.ଏ.)-ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତିଗତ କାରଣ ଦର୍ଶାଇ ଅକ୍ଟୋବର ୨୫ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଡିଓଙ୍କ ସମେତ ଗଞ୍ଜାମ ଜିଲାପାଳ, ଛତ୍ରପୁର ଉପଜିଲାପାଳଙ୍କୁ ପ୍ରଦାନ କରିଥିଲେ।...
ମା’ଙ୍କ ଦଶାହରେ ଆଖି ବୁଜିଲେ ପୁଅ
ପାଟପୁର,୨୫ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ମା’ଙ୍କ ଦଶାହ କାର୍ଯ୍ୟ ସାରିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପ୍ରଶାନ୍ତ କୁମାର ପଟ୍ଟନାୟକ (୫୨)। କଙ୍କେରଡ଼ା ନେହେରୁ ବିଦ୍ୟାପୀଠରେ ପ୍ରଶାନ୍ତ...
୨ ନିଶାସକ୍ତ ବାଇକ୍ ଚାଳକଙ୍କୁ କୋର୍ଟଚାଲାଣ
ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ସୋମବାର ଅପରାହ୍ନରେ ୨ଜଣ ନିଶାସକ୍ତ ବାଇକ୍ ଚାଳକଙ୍କୁ ନନ ଏଫ୍ଆଇଆର ମାମଲା ନଂ. ୩୦/୧୯ ଓ ୩୧/୧୯ ମୋଟର ଯାନ ଆଇନର ଦଫା ୧୮୫ ଅନୁଯାୟୀ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବ୍ରହ୍ମପୁର ବଡ଼ ବଜାର...
‘ପାଣିପିଆ ଘଣ୍ଟା’ ଅଭିଯାନ: ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ବାଜିଲା ଘଣ୍ଟା
ବ୍ରହ୍ମପୁର ଅଫିସ,୨୫।୧୧: ଛାତ୍ରୀଛାତ୍ରଙ୍କ ପାଇଁ ଗଞ୍ଜାମ ଜିଲାରେ ଏକ ଅଭିନବ ଅଭିଯାନ ଆରମ୍ଭ ହୋଇଛି। ପାଣି ପିଇବା ପାଇଁ ପିଲାମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସୋମବାରଠାରୁ ‘ପାଣିପିଆ ଘଣ୍ଟା’ ଅଭିଯାନ ଆରମ୍ଭ ହୋଇଛି। ବ୍ରହ୍ମପୁରସ୍ଥିତ ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ...
ଜିଲା ଯୁବ ଉତ୍ସବ ଉଦ୍ଯାପିତ: ଗଞ୍ଜାମକୁ ଭାରତର ଶ୍ରେଷ୍ଠ ଜିଲା କରିବାକୁ ଆହ୍ବାନ
ବ୍ରହ୍ମପୁର ଅଫିସ,୨୫ା୧୧-ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲା ପ୍ରଶାସନ କ୍ରୀଡା ବିଭାଗ ଅନୁକୂଲ୍ୟରେ ବ୍ରହ୍ମପୁର ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲା ଯୁବ ଉତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି ା ଗଞ୍ଜାମ କଳା, ସଂସ୍କୃତି ଜିଲା ା କଳା,...
ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଗୋପାଳପୁର/କନିଷି(ଡି.ଏନ୍.ଏ.),୨୫ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)। ପ୍ରକାଶ ଯେ,...
ବାର୍ହା ମାଂସ ଜବତ, ଜଣେ ଗିରଫ
ବୁଗୁଡ଼ା,୨୫ା୧୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ପଥରବଣି ଛକଠାରେ ରବିବାର ପୂର୍ବାହ୍ନରେ ବନ ବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ୍ସେଲ ଗାଡ଼ି ଓ ସେଥିରେ ଥିବା ବାର୍ହା ମାଂସ ଜବତ କରାଯାଇଛି। ଉକ୍ତ ମାଂସ ନେଇ ଯାଉଥିବା କଣ୍ଟାବଣି ଗ୍ରାମର ପଠାଣ ମାଝିଙ୍କୁ...
କଣ୍ଡକ୍ଟରଙ୍କୁ ମାଡ଼, ଜେଲଗଲେ ଯୁବକ
ଆସିକା,୨୫ା୧୧(ଡି.ଏନ୍.ଏ.) -ଆସିକା-ଭଞ୍ଜନଗର ମୁଖ୍ୟରାସ୍ତାର ଇଣ୍ଡନପୁର ଗ୍ରାମ ଛକ ନିକଟରେ ଏକ ଘରୋଇ ବସ୍ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଇଣ୍ଡନପୁର ଗ୍ରାମର ଶମ୍ଭୁ ଭୂୟଁା।...
ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ
ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ ପାଇକ ସାହିର ଉଜ୍ଜ୍ୱଳ ମହାନ୍ତି। ପାହାଡ଼ ଶିଖରରେ ଥିବା ମାଁ ବାଙ୍କେଶ୍ୱରୀଙ୍କ ଦର୍ଶନ...
ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଗୋପାଳପୁର/କନିଷି(ଡି.ଏନ୍.ଏ.),୨୪ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)। ପ୍ରକାଶ ଯେ,...
ଗୋଷ୍ଠୀ ସଂଘର୍ଷ ଘଟଣା, ୪ କୋର୍ଟ ଚାଲାଣ
ଶେରଗଡ଼,୨୪ା୧୧(ଡି.ଏନ୍.ଏ.)- ଶେରଗଡ ବ୍ଲକ ବି. ବ୍ରହ୍ମପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ପୂର୍ବଶତ୍ରୁତାରୁ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏହି ଘଟଣାରେ ପୋଲିସ ଶନିବାର ସନ୍ଧ୍ୟାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଯୋଗେନ୍ଦ୍ର ପ୍ରଧାନଙ୍କ ଅଭିଯୋଗକ୍ରମେ...
ସାପ କାମୁଡ଼ାରେ ନାବାଳିକା ମୃତ
ପାଟପୁର,୨୪।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମରେ ରବିବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଭାସ୍କର ବେହେରାଙ୍କ ସାନ ଝିଅ ଟିକିନା ବେହେରା। ଟିକିନା ଶନିବାର ଅପରାହ୍ନରେ ଘର...
Archives


