ଗଞ୍ଜାମ

ଶାଗ ତୋଳିବାକୁ ଯାଇ ଫେରିଲେନି ମହିଳା: ୩ ଦିନ ପରେ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୨୭ା୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମଠାରୁ ୧ କି.ମି ଦୂର ବିଲରେ ଥିବା ଏକ କୂଅରୁ ବୁଧବାର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ମିଳିଛି। ସେ ହେଲେ ଶାର୍ଗୁଣାପଲ୍ଲୀର ନାରସୁ ନାହାକ (୩୦)। ନାରସୁ ରବିବାର ଶାଗ…

ପୋତାଗଡ଼, ଋଷିକୂଲ୍ୟା ମୁହାଁଣ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ

ଗଞ୍ଜାମ,୨୭।୧(ଡି.ଏନ୍‌.ଏ.): ଗଞ୍ଜାମ ଅଞ୍ଚଳରେ ଥିବା ଐତିହାସିକ ପୋତାଗଡ଼ ଓ ଋଷିକୂଲ୍ୟା ମୁହାଁଣ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଧୀରେନ କ୍ରିଷ୍ଣା ବୁଧବାର ପରିଦର୍ଶନ କରିଛନ୍ତି। ଏହି ସମୟରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପୋତାଗଡର ଇତିହାସ,ଏଠାରେ କିପରି ଆନୁସଙ୍ଗିକ ବ୍ୟବସ୍ଥା ହେବାସହ କିପରି…

ଗଞ୍ଜାମରେ ନକଲି କୋଲ୍ଡ ଡିଙ୍କ୍ସ କାରଖାନା ଠାବ, ମାଲିକଙ୍କୁ ଉଠାଇ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ , ୨୬।୧ – ଗଞ୍ଜାମ ଜିଲାର ସହର ଓ ସହର ତଳି ଅଞ୍ଚଳରୁ ନକଲି ସାମଗ୍ରୀ ପ୍ରସ୍ତୁତ କାରଖାନା ଠାବ ହେବା ବନ୍ଦ ହେଉନାହିଁ। ଖାଦ୍ୟ ନା ’ରେ ବିକ୍ରି ହେଉଛି ଚକଚକିଆ ପ୍ୟାକେଟ। ହେଲେ ଖୋଳପା ଭିତରେ…

୨ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା ହନୁମାନ ପଇସା: ଚଢ଼ାଉ କରି ୭ ଜଣଙ୍କୁ ବାନ୍ଧିଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ ,୨୬।୧- ତିନୋଟି ହନୁମାନ ମୁଦ୍ରାକୁ ୨ କୋଟି ଟଙ୍କାରେ ବିକ୍ରି ଏବଂ ଠକେଇ କାରବାର ଉଦ୍ୟମକୁ ଗଞ୍ଜାମ ବାଦବାଜାର ପୋଲିସ ପଣ୍ଡ କରିଛି । ସୋମବାର ସକାଳେ ଶାନ୍ତିନଗରର ସୂର୍ଯ୍ୟ ପାତ୍ରଙ୍କ ବାସଭବନରେ ହନୁମାନ ପଇସା ବିକ୍ରି ନେଇ…

ଗଞ୍ଜାମରେ ୭୨ତମ ସାଧାରଣତନ୍ତ୍ର ଦିବସ: ମୁଖ୍ୟ ଅତିଥି ସାଜିଲେ ପରିବହନ ମନ୍ତ୍ରୀ

ଛତ୍ରପୁର,୨୬।୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ମଙ୍ଗଳବାର ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପତାକା ଉତ୍ତୋଳନ କରିବା…

ସୋରଡାର ବିଭିନ୍ନ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ

ସୋରଡ଼ା,୨୬।୧: ସୋରଡ଼ାର ବିଭିନ୍ନ ସ୍ଥାନରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଶଶିଭୂଷଣ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ତହସିଲଦାର ରବୀନ୍ଦ୍ର କୁମାର ମିଶ୍ର ପତାକା ଉତ୍ତୋଳନ କରିଥିଲେ। ଥାନା ପରିସରରେ ଆଇଆଇସି ରମେଶ କୁମାର ପ୍ରଧାନ, ବିବେକାନନ୍ଦ ପରିଷଦରେ ସଭାପତି…

ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପତାକା ଉତ୍ତୋଳନ କରିଥିଲେ। ହେଲେ ପତାକା ଓଲଟା ଉଡିଥିଲା। ଏନେଇ ଉପସ୍ଥିତ ବୁଦ୍ଧିଜୀବୀ ଅସନ୍ତୋଷ…

ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା

ଗଞ୍ଜାମ, ୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର ପାଇ ଦମକଳ ଗାଡି ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

ବଡ଼ ବଜାରରେ ନାହିଁ ଶୌଚାଳୟ: ଲୋକେ ହଇରାଣ

ବ୍ରହ୍ମପୁର ଅଫିସ,୨୬।୧ – ବ୍ରହ୍ମପୁର ସହରର ପ୍ରାଣ କେନ୍ଦ୍ର ବଡ଼ବଜାର। ନିୟମିତ ଗଞ୍ଜାମ ଜିଲା ସମେତ ଅନ୍ୟ ସ୍ଥାନରୁ ବହୁ ବ୍ୟବସାୟୀ ଓ ଗ୍ରାହକଙ୍କ ଭିଡ଼ ଏଠାରେ ଲାଗିରହିଥାଏ। କିନ୍ତୁ ଦୀର୍ଘବର୍ଷଧରି ବଡ଼ବଜାରର ଶୌଚାଳୟ ସମସ୍ୟା ଦୂରହୋଇ ପାରିନାହିଁ। ଫଳରେ ଦୂରସ୍ଥାନରୁ…

ଅଙ୍ଗନଓ୍ବାଡି କର୍ମୀଙ୍କ ଧାରଣା ସ୍ଥଗିତ

ସୋରଡ଼ା,୨୫ା୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ ଓଡ଼ିଶା ଅଙ୍ଗନବାଡି ଲେଡିସ ଓ୍ବାର୍କର୍ସ ଆସୋସିଏଶନ ସୋରଡା ବ୍ଲକ ତରଫରୁ ଜିଲପାଳ, ତହସିଲଦାର, ଆଇଆଇସି, ଉପଜିଲପାଳଙ୍କୁ ଗତ ଶନିବାର ଏକ ଦାବିପତ୍ର ପ୍ରଦାନ କରଯାଇଥିଲା। ୨୪ ତାରିଖ ପର୍ଯ୍ୟନ୍ତ ସମସ୍ୟାର ସମାଧାନ ନ ହେଲେ ୨୫…

ପିଇବା ପାଣି ବିଷ: ଲକ୍ଷ୍ମୀବିହାରରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର ଅଫିସ ,୨୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ବଢ଼ିଚାଲିଛି ନକଲି କାରବାର। ଭେଜାଲ ମସଲା ଗୁଣ୍ଡ, ଚା’ଗୁଣ୍ଡ ପରେ ଏବେ ଭେଜାଲ ପାଣି କାରଖାନା ଉପରେ ବଡବଜାର ପୋଲିସ ଚଢ଼ାଉ କରିଛି । ଲକ୍ଷ୍ମୀନଗର ଅଞ୍ଚଳରେ ଘରଭଡା ନେଇ ଲଷ୍ମୀ…

ଝିଆରୀଙ୍କ ତଣ୍ଟି କାଟିଦେଲେ ଦାଦା

ବୁଗୁଡ଼ା,୨୪।୧: (ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବଣପଲ୍ଲୀ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ସମ୍ପର୍କୀୟ ଦାଦାଙ୍କ ଛୁରା ମାଡରେ ଝିଆରୀ ଗୁରୁତର ହୋଇଛନ୍ତି। ତାଙ୍କ ବେକ ଓ ପେଟରେ ଆଘାତ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?