ଗଞ୍ଜାମ

ଭଙ୍ଗା ଟ୍ରାକ୍ଟରରେ ବୁହା ହେଉଛି ଆବର୍ଜନା: ପଡ଼ୁଛି ରାସ୍ତାରେ

ଗଞ୍ଜାମ,୧୯।୧(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଗୋଟିଏ ହେଲେ ଆଖି ଦୃଶିଆ କାର୍ଯ୍ୟ ହୋଇନାହିଁ ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଥିପାଇଁ ରାଜନୈତିକ ଇଛାଶକ୍ତି ଓ ଏନ୍‌ଏସି ପ୍ରଶାସନକୁ ଲୋକେ ସିଧାସଳଖ ଦାୟୀ କରିଛନ୍ତିl ଭାଙ୍ଗି ଯାଇଥିବା ଟ୍ରାକ୍ଟରରେ ସହରର ଅଳିଆ ଆବର୍ଜନା…

୨ ଥର ଡିଏଲ୍‌ ରଦ୍ଦ ହେଲେ ଚଲାଇପାରିବେନି ଗାଡ଼ି

ଭଞ୍ଜନଗର,୧୮।୧: କରୋନା ମହାମାରୀ ସମୟରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଥିଲେ ବି ଭଞ୍ଜନଗର ଉପଖଣ୍ଡରେ ଦୁର୍ଘଟଣା ଜନିତ ମୃତ୍ୟୁହାର ବଢ଼ିବାରେ ଲାଗିଛି। ୨୦୨୦ରେ ଉପଖଣ୍ଡରେ ୭୭ଟି ଦୁର୍ଘଟଣା ଘଟିଥିଲା। ଏଥିରେ ୬୧ ଜଣଙ୍କ ଜୀବନ ଯାଇଛି। ସେହିପରି ୨୦୧୯ରେ ୭୨ଟି…

ଓଲଟିଲା ପିକନିକ ବସ୍‌: ଜଣଙ୍କ ଜୀବନ ଗଲା, ୧୨ ଆହତ

ପାରଳାଖେମୁଣ୍ଡି,୧୮।୧(ଡି.ଏନ୍‌.ଏ): ରାୟଗଡା ଜିଲା କେନ୍ଦୁପଡା ଫାଣ୍ଡି ଅନ୍ତର୍ଗତ ଡୁମ୍ବଲାପଦର ବୁଲାଣିଆ ଘାଟିରେ ଏକ ପିକନିଜ ବସ୍‌ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ରୁ ଉଦ୍ଧର୍‌ବ ଆହତ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ସୁନୀଲ ସାହୁ। ସମସ୍ତ ଯାତ୍ରୀମାନେ…

ବାଇକ୍‌ରେ ବୁହାହେଲା ମୃତଦେହ

ଜଗନ୍ନାଥପ୍ରସାଦ, ୧୭ା୧(ଡି.ଏନ.ଏ.): ମୃତଦେହକୁ ସମ୍ମାନର ସହ ଘରେ ପହଞ୍ଚାଇବା ପାଇଁ ସରକାର ମହାପ୍ରୟାଣ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନା ସବୁ ସ୍ଥାନରେ କାର୍ଯ୍ୟ କରୁନାହିଁ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ। ଜଗନ୍ନାଥପ୍ରସାଦ ଥାନା…

ଭାରତ ମହାସାଗରରୁ ମିଳିଲା ବିରଳ ପ୍ରଜାତିର ମାଛ

ବ୍ରହ୍ମପୁର ଅଫିସ,୧୭ା୧: ଗଞ୍ଜାମ ଜିଲା ଗୋପାଳପୁରରେ ଥିବା ଭାରତୀୟ ପ୍ରାଣୀ ବିଜ୍ଞାନ ସର୍ବେକ୍ଷଣ (ଜେଡ୍‌ଏସ୍‌ଆଇ)କୁ ପୁଣି ଏକ ସଫଳତା ମିଳିଛି। ଜେଡ୍‌ଏସ୍‌ଆଇର ବୈଜ୍ଞାନିକ ଡ. ଅନିଲ ମହାପାତ୍ର ଗବେଷଣା କରି ବିରଳ ପ୍ରଜାତିର ଆରିଓଶୋମା ମାଜୁସ୍‌ ମାଛ ସମ୍ପର୍କରେ ସୂଚନା ଦେଇଛନ୍ତି।…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଜି.ସୂର୍ଯ୍ୟ ରେଡ୍ଡୀଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତ ଏହି ନିଆଁ ଲଗାଇଲେ…

ଗଞ୍ଜାମର ୧୧ଶହ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଶିଲ୍ଡ

ବ୍ରହ୍ମପୁର ଅଫିସ,୧୫ା୧: ବିଗତ ଦିନରେ କରୋନାର ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲାରେ ଶନିବାରଠାରୁ ଟିକାକରଣ ଅଭିଯାନ ଆରମ୍ଭ ହେବ। ବ୍ରହ୍ମପୁର ସହର ସମେତ ଜିଲାର ୧୧ଟି ଡାକ୍ତରଖାନାରେ ପ୍ରଥମ ପର୍ଯ୍ୟାୟରେ ଜିଲାର ୧୧ ଶହ ଡାକ୍ତର, ନର୍ସ, ଏଏନ୍‌ଏମ, ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା…

ଚାଲି ଚାଲି ଜଙ୍ଗଲ ଘେରି ପାହାଡ଼ ବୁଲିଲେ ଜିଲାପାଳ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତରେ ଆସି ବିଭିନ୍ନ ଗ୍ରାମର ପର୍ଯ୍ୟଟନ ସ୍ଥଳ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏପରି କି ସେ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ ଅଶୋକଙ୍କ ଅନୁଶାସନ…

ରୋଗୀଙ୍କୁ ମିଳୁନି ସଫା ବେଡ୍‌ଶିଟ୍‌

ବ୍ରହ୍ମପୁର ଅଫିସ,୧୫।୧: ଏମ୍‌କେସିଜି ମେଡିକାଲ ରୋଗୀଙ୍କୁ ସଫା ବେଡ୍‌ଶିଟ୍‌ ମିଳୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ରୋଗୀମାନେ ମାସ ମାସ ଧରି ଖାଲି ବେଡ୍‌ରେ ଶୋଉଛନ୍ତି। ଏମ୍‌କେସିଜିକୁ ପ୍ରାୟ ୧୦ ଜିଲାର ରୋଗୀ ବିଭିନ୍ନ ସମୟରେ ରେଫର ହୋଇ ଆସିଥା’ନ୍ତି।…

ମକର ବେଢ଼ା ପରିକ୍ରମା ଲାଗି ତାରାତାରିଣୀ ପୀଠରେ ପ୍ରବଳ ଜନସମାଗମ

ପୁରୁଷୋତ୍ତମପୁର,୧୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ଗୁରବାର ପବିତ୍ର ମକର ସଂକ୍ରାନ୍ତି ହେତୁ ଦର୍ଶନ ଲାଗି ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ସମ୍ପୂର୍ଣ୍ଣ କରୋନା କଟକଣା…

ଗଞ୍ଜାମରେ ୨୫,୧୦୬ ଜଣଙ୍କୁ କୋଭିଡ୍‌ ଟିକା

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତମାସ ୧୬ ତାରିଖ ଠାରୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପଞ୍ଜୀକରଣ ହୋଇଥିବା ୨୫,୧୦୬ ଜଣଙ୍କୁ ଏହି କୋଭିଡ୍‌ ଟିକା ପ୍ରଦାନ ନିମନ୍ତେ ୧୧ଟି କୋଭିଡ୍‌ ଟିକା ପ୍ରଦାନ କେନ୍ଦ୍ର ପ୍ରସ୍ତୁତ କରାଯାଇଛି ।…

ଓଲଟିଲା ପୋଲିସ ଭ୍ୟାନ୍‌, ୫ ଆହତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଜାତୀୟ ରାଜପଥରେ ଜଣେ ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ବୁଧବାର ପୂର୍ବାହ୍ନରେ ଏକ ପୋଲିସ ପାଟ୍ରୋଲିଂ ଗାଡ଼ି ଓଲଟି ପଡିଛି । ଏହି ଦୁର୍ଘଟଣାରେ ପୋଲିସ ସର୍ଜେଣ୍ଟ ସଞ୍ଜୟ ବାରିକଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?