ଦୁଇଦିନରେ ଅଣ୍ଡା ଦେଲେ ୧୧୦ ଅଲିଭ୍ରିଡ୍ଲେ
ଗଞ୍ଜାମ,୧୯ା୩(ଡି.ଏନ.ଏ.) ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଣରେ ଗତ ଫେବୃୟାରୀ ପ୍ରଥମ ସପ୍ତାହରୁ ବିରଳ ସାମୁଦ୍ରିକ କଇଁଛ ଅଲିଭ୍ରିଡ୍ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୫ କଇଁଛ ଅଣ୍ଡାଦାନ କରିଥିଲେ। ଗଣ ଅଣ୍ଡାଦାନ ଆରମ୍ଭ ହୋଇ ନ ଥିବାରୁ ପ୍ରୟାଗୀସ୍ଥିତ ହାଚେରୀରେ…
କରୋନାକୁ ନେଇ ବାରୁଣୀ ସ୍ନାନ ବନ୍ଦ: ପୂଜାର୍ଚ୍ଚନା ଲାଗି ପୀଠରେ ରହିବେ ୫ଜଣ, ଶ୍ରଦ୍ଧାଳୁଙ୍କ ସମାଗମକୁ ରୋକିବା ଲାଗି ବ୍ୟାପକ ବ୍ୟବସ୍ଥା
ପୁରୁଷୋତ୍ତମପୁର,୧୮।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟଠାରେ ବୁଧବାର ତହସିଲଦାର ଅରୁଣ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିବା ବେଳେ ଶନିବାର ଓ ରବିବାର ହେବାକୁ…
କରୋନା ସତର୍କତାକୁ ନେଇ ଶେରଗଡ଼ ତହସିଲଦାରଙ୍କ ଚଢ଼ାଉ: ଗାଡି ସଫା ରଖିବାକୁ ଦେଲେ ନିର୍ଦ୍ଦେଶ
ଶେରଗଡ଼,୧୮।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଥିବା ଜଗନ୍ନାଥ ମନ୍ଦିର, ଶୀତଲା, ହରୀକୃଷ୍ଣପୁରର ଜୟଚଣ୍ଡୀ, ରାମଚଣ୍ଡୀ ମନ୍ଦିର ଆଦି ଶୈବ ପୀଠରେ ବୁଧବାର ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା ପହଞ୍ଚି ଚଢ଼ାଉ କରିଛନ୍ତି। ଗହଳିକୁ ପ୍ରଶୟ ଦିଆଯିବ ନାହିଁ। କେବଳ କେତେଜଣ ସେବାୟତ ରହି…
ନାମକୁ ମାତ୍ର ଚାଲିଛି ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ଅସୁବିଧାରେ ଯୁବତୀ, ଯୁବକ
ବ୍ରହ୍ମପୁର ଅଫିସ,୧୮ା୩ – ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭଞ୍ଜବିହାରରେ ଏକ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ରହିଛି। ଦକ୍ଷିଣ ଓଡିଶାର ୧୦ ଜିଲା ଯଥା ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, କନ୍ଧମାଳ,ବୌଦ୍ଧ, ନୂଆପଡା, କୋରାପୁଟ,ମାଲକାନଗିରି ଏବଂ ରାୟଗଡା । ଏହି ସବୁ ଜିଲାର ଯେଉଁ ସବୁ…
୧୪୪ ଧାରା ସତ୍ତ୍ବେ ଚାଲିଛି ଏମ୍ଜିଏନ୍ଆର୍ଇଜିଏସ୍ କାମ
ପୁରୁଷୋତ୍ତମପୁର, ୧୮ା୩ (ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମାରାତ୍ମକ କରୋନା ଭାଇରସକୁ ନେଇ ଜିଲାପାଳ ୧୪୪ ଧାରା ଜାରିକରି ପାଞ୍ଚ ଜଣରୁ ଅଧିକା ଲୋକ ଗୋଟିଏ ସ୍ଥାନରେ ଗହଳି କରିବା ନେଇ କଟକଣା ଜାରି କରିଛନ୍ତି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍…
ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଗଞ୍ଜାମ,୧୮ା୩(ଡି.ଏନ.ଏ.) – ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ପୋଲିସ କଳାଯମୁନା ଗ୍ରାମ ନିକଟସ୍ଥ କୁକୁଡ଼ାଫାର୍ମ ସମ୍ମୁଖ ଏକ ପୋଖରୀରୁ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କଳାଯମୁନାସ୍ଥିତ ସାଇ ସରସ୍ବତୀ ବିଦ୍ୟା ମନ୍ଦିରର ନବମ…
ବନ୍ଦ ଥିବା ବଜାର ଅଞ୍ଚଳ ବୁଲିଲେ ଜିଲାପାଳ
ବ୍ରହ୍ମପୁର ଅଫିସ, ୧୮ା୩ – କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାରରୁ ଗଞ୍ଜାମ ଜିଲାରେ ଭିଡ ତଥା ଜନଗହଳିକୁ ଏଡାଇବା ନେଇ ୧୪୪ ଧାରା ଜାରି କରାଯାଇଛି । ଏହି କ୍ରମରେ ସୋମବାରରୁ…
ଗଞ୍ଜାମରେ ୧୪୪ ଧାରା ଜାରି: ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଏକତ୍ର କାମ କରୁଛନ୍ତି ଶ୍ରମିକ
ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍.ଏ.): ମାରାତ୍ମକ କରୋନା ଭାଇରସକୁ ନେଇ ଗଞ୍ଜାମ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଗହଳି ନେଇ କଟକଣା ଜାରି କରାଯାଇଛି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଚାଲିଥିବା କାର୍ଯ୍ୟରେ…
କରୋନା ପ୍ରଭାବ: ମା’ ତାରାତାରିଣୀ ପୀଠ ଖାଁ ଖାଁ
ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା ଜନଶୂନ୍ୟ ହୋଇପଡିଛି। କରୋନା ଭାଇରସକୁ ନେଇ ମନ୍ଦିର ଖାଁ ଖାଁ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମହାଲକ୍ଷ୍ମୀ ବେଶରେ ସଜ୍ଜିତ…
ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
ଶେରଗଡ଼,୧୭।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ, ତିନିଛକ, ବଜାର ଛକ, କାଳିଆ ହୋଟେଲ ଛକରେ ରହି ଲୋକମାନଙ୍କୁ ସଚେତନ କରିବା ସହ…
ଗଞ୍ଜାମର ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିବ ମାସ୍କ: ମୂଲ୍ୟ ୨୫ ଟଙ୍କା
ଛତ୍ରପୁର,୧୭।୩,(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ମାସ୍କର ସମ୍ପୂର୍ଣ୍ଣ ଅଭାବ ଦେଖାଦେଇଛି। ଫଳରେ ଲୋକଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। କେତେକ ସ୍ଥାନରେ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଅପରପକ୍ଷରେ ବୁଧବାରଠାରୁ ଗଞ୍ଜାମ ଜିଲାର ସମସ୍ତ ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମାସ୍କ…
କରୋନା ଆତଙ୍କ: ମଟନ, ଚିକେନ ମାର୍କେଟ ବନ୍ଦ
ଛତ୍ରପୁର,୧୭।୩,(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ସମସ୍ତ ମଟନ ଓ ଚିକେନ ଦୋକାନରେ ମଙ୍ଗଳବାର ତାଲା ଝୁଲୁଥିବା ଦେଖିବାକୁ ମିଳିଛି। କରୋନା ଭୟାବହତା ନେଇ ଜିଲାପାଳଙ୍କ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଅଣସ୍ବୀକୃତିପ୍ରାପ୍ତ ସ୍ଥାନରେ ମାଛ ମାଂସ…
Archives


