କରୋନା ଆତଙ୍କ: ଗଞ୍ଜାମର ବିଭିନ୍ନ ବଜାର ବନ୍ଦ
ଗଞ୍ଜାମ,୧୭।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳିଯାଇଛି। ଏହାକୁ ନେଇ ସରକାରଙ୍କ ତତ୍ପରତା ବୃଦ୍ଧି ପାଉଛି। ଗଞ୍ଜାମ ଜିଲାପାଳଙ୍କ ୧୪୪ ଧାରା ଜାରି କରିବା ପରେ ତହସିଲ ଓ ଏନ୍ଏସି ପ୍ରଶାସନ ପକ୍ଷରୁ ସହରର ଦୋକାନ ବଜାର ବନ୍ଦ କରି ଦିଆଯାଇଛି…
ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର
ଦିଗପହଣ୍ଡି,୧୭।୩(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା ଗହଣା ସମେତ ନଗଦ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ମହିଳା ଜଣକ ମଙ୍ଗଳବାର ଦିଗପହଣ୍ଡି…
ବାଇକ-ପିକ୍ଅପ୍ ମୁହଁ।ମୁହିଁ, ୩ ମୃତ
ମୋହନା,୧୭ା୩(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍ଅପ୍ ଓ ବାଇକ୍ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ କର୍ଚ୍ଚବାଡି ପଞ୍ଚାୟତ ରାମାନାଜୁ ଗ୍ରାମର ସୁଧୀର…
ଜଙ୍ଗଲରେ ଦମ୍ପତିଙ୍କ ଗଳାକାଟି ହତ୍ୟା
ମୋହନା,୧୭ା୩(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ କରଚବାଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋପଟିମା ଓ କୁଟିଗୁଡା ମଧ୍ୟରେ ଥିବା ଜଙ୍ଗଲରୁ ସୋମବାର ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ଗଳାକାଟି ହତ୍ୟା କରାଯାଇଥିବା ଜଣାପଡିଛି। ସେମାନେ ହେଲେ ଗୋପଟିମା ଗ୍ରାମର ପଟର…
ଏମ୍କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଜିଲାରେ ୧୪୪ ଧାରା ଜାରି ହୋଇଛି। ଏମ୍କେସିଜି ମେଡିକାଲରେ ଗତ…
୨୦୧୯-୨୦ ସୁଦ୍ଧା ୯୭ ବିବାହ ବନ୍ଦ
ସୁବାସ ପାଢୀ ବ୍ରହ୍ମପୁର ଅଫିସ,୧୭ା୩ ସମାଜରେ ଥିବା କୁସଂସ୍କାର ମଧ୍ୟରେ ଅନ୍ୟତମ ହେଉଛି ବାଲ୍ୟ ବିବାହ। ପୂର୍ବ କାଳରୁ ଚଳି ଆସୁଥିବା ଏହି ପ୍ରଥା ଆଜି ସେତେଟା ନାହିଁ। କିନ୍ତୁ ତଥାପି କେତେକ ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଆଜି ବି…
ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର
ଗଞ୍ଜାମ,୧୭ା୩(ଡି.ଏନ୍.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି କରି ବିକ୍ରି କରୁଥିଲେ। ପଥର ତିଆରି ଶିଳ, ଗୁଡୁପା, ଘୋରଣା, ପେଷଣା ଓ…
ଚୈତ୍ରପର୍ବ, ବାରୁଣୀ ସ୍ନାନରେ କଟକଣା
ଆସିକା,୧୭ା୩(ଡି.ଏନ୍.ଏ.) କରୋନା ମୁକାବିଲା ନେଇ ସୋମବାର ଆସିକା ବ୍ଲକ ସଭା ଗୃହରେ ପଞ୍ଚାୟତ ସମିତିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ା ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଳିକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଆସିକା ଏମ୍ପି ପ୍ରମିଳା ବିଷୋୟୀ, ବିଧାୟିକା ମଞ୍ଜୁଳା…
ତାରାତାରିଣୀ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍ : ହେବନି ମୁଣ୍ଡନ
ପୁରୁଷୋତ୍ତମପୁର,୧୬।୩(ଡି.ଏନ୍.ଏ.): କରୋନା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପ୍ରଶାସନ ଅଙ୍କୁଶ ଲଗାଇଛି। ମୁଣ୍ଡନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି ଦିଆଯାଇଛି । ମନ୍ଦିରକୁ ସଂଯୋଗ କରୁଥିବା ତିନି ଗୋଟି ମୁଖ୍ୟ ରାସ୍ତା (ତାରାତାରିଣୀ…
କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ପୂର୍ବାହ୍ନରେ…
ଏମ୍କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ,୧୬।୩: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ରାଜ୍ୟ ସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ନେଇ ସଚେତନତା ଜାରି ରଖିଛନ୍ତି। ସମସ୍ତ ସ୍କୁଲ ଓ କଲେଜର ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଗଞ୍ଜାମ ଜିଲା ଏମ୍କେସିଜି ମେଡିକାଲରେ ଗତ…
କରୋନା ପ୍ରଭାବ: ଗଞ୍ଜାମରେ ମିଳୁନି ମାସ୍କ
ଗଞ୍ଜାମ, ୧୬।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହାର ପ୍ରଭାବ ଦେଖାଦେଇଛି। ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ମାତ୍ର ଗଞ୍ଜାମ ସହରର କୌଣସି…
Archives


