କରୋନା ପ୍ରଭାବ: ଜିଲା ପ୍ରଶାସନ ପକ୍ଷରୁ ଦଣ୍ଡନାଚ ବନ୍ଦ ନିର୍ଦ୍ଦେଶ
ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି…
ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା
ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ କରିଥିଲେ। ଏବେ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚାଲିଛି। ଆସନ୍ତା ମଙ୍ଗଳବାର ଦ୍ୱତୀୟ…
ବାଇକ୍କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ
ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍ ଓ…
ଦୋଳଯାତ୍ରା ବେଳେ ବାଣ ଫୁଟି ୮ ଆହତ
ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ଅଭିମନ୍ୟୁ…
ଏମ୍କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର
ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି । ରବିବାର ସକାଳେ ୱାର୍ଡରେ ତାଙ୍କୁ ନ ପାଇ ମେଡିକାଲ ଅଧୀକ୍ଷକଙ୍କୁ କାର୍ଯ୍ୟରତ କର୍ମଚାରୀମାନେ ।…
ଅଚଳାବସ୍ଥାରେ ୱାଟର ଏଟିଏମ୍
ବ୍ରହ୍ମପୁର ଅଫିସ,୧୬ା୩: ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ବ୍ରହ୍ମପୁର ମହାନଗରବାସୀ ଓ ବାହାରୁ ସହରକୁ ଆସୁଥିବା ଜନସାଧାରଣଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଣ ନିମନ୍ତେ ମହାନଗର ନିଗମ ପକ୍ଷରୁ ଏକ ଓ୍ବାଟର ଏଟିଏମ୍ର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ତାହା ୯ରୁ ୧୦ ମାସ…
ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ
ଆସିକା,୧୫।୩ (ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ ଦୃଶ୍ୟରେ…
ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ
ଛତ୍ରପୁର,୧୫।୩(ଡି.ଏନ୍.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ ମଣ୍ଡପ…
ଷ୍ଟ୍ରେଚର କାର୍ଯ୍ୟ କରିବ ବ୍ୟାଟେରିଚାଳିତ ଗାଡ଼ି
ବ୍ରହ୍ମପୁର ଅଫିସ,୧୫ା୩ – ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଏଣିକି ବ୍ୟାଟେରିଚାଳିତ ଗାଡିରେ ୱାର୍ଡକୁ ଯିବେ ଗୁରୁତର ରୋଗୀ। କାଜୁଆଲିଟିରୁ ବିଭିନ୍ନ ୱାର୍ଡକୁ ଗୁରୁତର ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ବ୍ୟାଟେରିଚାଳିତ ଗାଡି ଷ୍ଟ୍ରେଚରର କାର୍ଯ୍ୟ କରିବ । ଏମକେସିଜି…
ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ
ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା ଡାଇମଣ୍ଡ…
ସୁରଜଙ୍କ ପରେ ସୁରଟରେ ଅଙ୍ଗଦାନ କଲେ ବିପିନ
ଭଞ୍ଜନଗର,୧୫।୩(ଡି.ଏନ.ଏ.) – ସୁରଜଙ୍କ ପରେ ଆଉ ଜଣେ ଓଡିଆ ବିପିନ ପ୍ରଧାନଙ୍କ ବିଭିନ୍ନ ଅଙ୍ଗକୁ ସୁରଟରେ ଶନିବାର ମୃତ୍ୟୁପରେ ତାଙ୍କ ପରିବାର ଲୋକେ ଦାନ କରିଛନ୍ତି। ୬ଟି ଗୁରୁତ୍ୱପୁର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ (୨ଟି କିଡ଼୍ନୀ, ଲିଭର, ୨ଟି ଆଖି ଓ ହାର୍ଟ) ଦାନ…
ଗଣବଳାତ୍କାର ଅଭିଯୋଗରେ ୨ ଗିରଫ
ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩…
Archives


