ଗଞ୍ଜାମ

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର – ରାୟଗଡ଼ା ରେଳ ଲାଇନ ପ୍ରକଳ୍ପ ସମ୍ପର୍କରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ ବେହେରା ଏବଂ ତାଙ୍କ ସାନ ଭାଇ କୈଳାସ ବେହେରାଙ୍କୁ ରବିବାର ଦିଗପହଣ୍ଡି ପୋଲିସ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ ଚାଷୀ । ମୃତ ଚାଷୀ ହେଲେ ଉଦୟ ଗୌଡ଼ । ସୂଚନା ଅନୁସାରେ,…

ଭଞ୍ଜନଗର ଆସିବେ ଅନ୍ତର୍ଜାତୀୟ ରାଜଯୋଗ ଶିକ୍ଷକ, ମାଉଣ୍ଟଆବୁରୁ ଆସି ଦେବେ…

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଆସନ୍ତା ଜୁଲାଇ ମାସ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଭଞ୍ଜନଗର ଓମ୍ ଶାନ୍ତି କାର୍ଯ୍ୟାଳୟ ପକ୍ଷରୁ ରାଜଯୋଗ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ଅନ୍ତର୍ଜାତୀୟ ରାଜଯୋଗ ଶିକ୍ଷକ ବିକେ ଡକ୍ଟର ଶକ୍ତିରାଜ ସିଂହ…

ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋକ୍ସୋ ଆଇନ, କିଶୋର ନ୍ୟାୟ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ -୫୯୫୭)କୁ ଯାତ୍ରୀବାହୀ ଅଟୋ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ନରସିଂହଗଡ଼…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା ନଦୀ କୂଳରେ ପାର୍କ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା ପାଚେରିଟି…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ବିଭିନ୍ନ ଜଣାଶୁଣା ବ୍ୟକ୍ତି, କବି, ଲେଖକଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ ଗତିରେ ଅବକ୍ଷୟ ହେଉଥିବା ଦେଖାଯାଉଛି। ବିଶେଷକରି ଗୋଖରକୁଦାଠାରୁ ବଟେଶ୍ୱର ମନ୍ଦିର ବେଳାଭୂମି ପର୍ଯ୍ୟନ୍ତ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କାଳିଆବାଲି ଗ୍ରାମର ଏସ୍. ଦାଲେୟା ରେଡ୍ଡୀ (୪୮) ବୋଲି ଜଣାପଡ଼ିଛି। ସୂଚନା…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି କେନ୍ଦ୍ର ଠାବ କରିଛି। ଚଢ଼ାଉ ବେଳେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?