୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ
ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨ ଭରି ଓଜନର ସୁନା ଖାସୁମାଳି କେହି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଏଥିରେ…
ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର
ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ ବୁଧବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ବ୍ରହ୍ମପୁର ଟାଉନ ଥାନା ବିଜିପୁର…
ଗଞ୍ଜାମର ନୂଆ ଏଡିଏମ୍ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିୟ କୁମାର ସାହୁ
ଛତ୍ରପୁର,୧୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ଅମିୟ କୁମାର ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ କଟକ ଜିଲା ଆଠଗଡ଼ ଉପଜିଲାପାଳ ଥିଲେ। ପଦୋନ୍ନତି ହେବା ପରେ ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ…
ମା’ ବାଙ୍କେଶ୍ୱରୀଙ୍କ ପ୍ରସିଦ୍ଧ ଡିମ୍ବୁଳା ଯାତ୍ରାରେ ମୁଣ୍ଡନ ହେଲେ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୧୧।୩(ଡି.ଏନ୍.ଏ.): ପ୍ରତିବର୍ଷ ଭଳି ଚଳିତବର୍ଷ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ପୀଠରେ ରବିବାର ରାତିରୁ ଆରମ୍ଭ ହୋଇଥିଲା ପ୍ରସିଦ୍ଧ ଡିମ୍ବୁଳା ଯାତ୍ରା। ଏହି ଯାତ୍ରା ବୁଧବାର ଉଦ୍ଯାପିତ ହୋଇଛି। ସୋମବାର ଭୋରରେ ପ୍ରଚଳିତ ପରମ୍ପରା…
ଠେଙ୍ଗାରେ ବନ କର୍ମଚାରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଉକ୍ତ ଗ୍ରାମର କାଳିଆ ସାହୁଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି…
ଚାଉଳ, ଗହମ ହେର୍ଫେର ମାମଲା: ସରପଞ୍ଚଙ୍କ ଗିରଫ ପ୍ରତିବାଦରେ ଭାଜପାର ଶୋଭାଯାତ୍ରା, ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…
ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ
ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା ବେଳେ ୧୧୩୨ ଜଣ ଶିଶୁଙ୍କ ମୁଣ୍ଡନ ହୋଇଛି। ମୁଣ୍ଡନ ଶାଳାରେ ନିୟୋଜିତ ବାରିକମାନେ…
ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର ୮ ଫଟୋକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ତାଙ୍କ ଫେସ୍ବୁକ ଓ ଟୁଇଟର ଆକାଉଣ୍ଟରେ…
କରୋନା ଚିନ୍ତା: ବ୍ରହ୍ମପୁରରେ ଫୁଲରେ ହୋଲି ଖେଳିଲେ ଦିବ୍ୟାଙ୍ଗ ଛାତ୍ରୀ
ବ୍ରହ୍ମପୁର ଅଫିସ,୧୦ା୩- ଭାରତରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ଓ ସଚେତନ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାପ୍ରଶାସନ ପକ୍ଷରୁ ସର୍ବସାଧାରଣରେ ଦଳଗତ ହୋଲି ନ ଖେଳିବାକୁ କୁହାଯାଇଥିଲା। କରୋନା ପାଇଁ ବ୍ରହ୍ମପୁରରେ…
ଡାଲା ଅଟୋ- ବାଇକ୍ ଧକ୍କା: ଜଣେ ମୃତ, ୭ ଆହତ
ଆସିକା,୧୦।୩(ଡି.ଏନ୍.ଏ.)- ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଗାଙ୍ଗପୁର ଥାନା ନିମିନା ଗ୍ରାମ ନିକଟରେ ସୋମବାର ରାତିରେ ଏକ ଡାଲା ଅଟୋ ସହ ବାଇକ୍ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବାଇକ୍ ଆରୋହୀ…
ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା
ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା। ପରେ ଗ୍ରାମ ପୂର୍ବ ପଟେ ଥିବା ଦୋଳବେଦିକୁ ଅଣାଯାଇ ଠାକୁରଙ୍କୁ ଝୁଲାଯାଇ…
ହୋଲି ଛାଡ଼ି ଡ୍ରେନ୍ ସଫା କଲେ ଯୁବଗୋଷ୍ଠୀ
ଭଞ୍ଜନଗର,୧୦।୩(ଡି.ଏନ୍.ଏ.): ଭଞ୍ଜନଗର ବ୍ଲକ ଲଣ୍ଡେଇସାହିର ଯୁବଗୋଷ୍ଠୀ ମଙ୍ଗଳବାର ହୋଲି ଉତ୍ସବକୁ ଭୁଲି ଡ୍ରେନ୍ ସଫେଇ କରିଥିଲେ। ଲଣ୍ଡେଇସାହି ମୁଖ୍ୟରାସ୍ତା କଡ଼ ଡ୍ରେନରେ ମଇଳା ଭରି ରହିଥିବା ବେଳେ ପଞ୍ଚାୟତ ପକ୍ଷରୁ ଡ୍ରେନ ନିୟମିତ ସଫେଇ କରିବା କୌଣସି ବ୍ୟବସ୍ଥା ନାହିଁ। ତେଣୁ…
Archives


