ଗଞ୍ଜାମ

ଆବଶ୍ୟକ ନ ଥିଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍‌ପିଏଫ୍‌ ଆଉଟ୍‌ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା ଗ୍ରାମରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯାଇ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ ସହ ରାଲି…

ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା ପରିସରରେ ଏହି ଆଲୋଚନା ବୈଠକ ବସିଛିି ା ଏଥିରେ ଛତ୍ରପୁର ଥାନା ଆଇଆଇସି ପ୍ରିୟସ…

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ।

ତହସିଲଦାରଙ୍କ ଅସଦ୍‌ ବ୍ୟବହାର ନେଇ ବଢ଼ୁଛି ଅସନ୍ତୋଷ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଥିବା ଗ୍ରାସୀମ କମ୍ପାନୀର ସହ ପରିଚାଳକ (ଉତ୍ପାଦକ ) ଆଲୋକ ଦୋରାଙ୍କୁ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଇସ୍ତଫା ଲେଖେଇ ନେଇଥିଲେ। ଏ ନେଇ ଦୋରା କମ୍ପାନୀ ସମ୍ମୁଖରେ ୧୦ ତାରିଖରୁ ଆନ୍ଦୋଳନ ଜାରି ରଖିଛନ୍ତି।…

କରୋନା ଦ୍ୱିତୀୟ ଲହର ନେଇ ବଦଳିଲା ନିଷ୍ପତ୍ତି: ବନ୍ଦ ହେବନି ଟାଟା କୋଭିଡ୍‌ ହସ୍ପିଟାଲ

ଛତ୍ରପୁର, ୨୦।୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଶିତଳାପଲିଠାରେ ଥିବା ଟାଟା କୋଭିଡ ହସ୍ପିଟାଲ ଚଳିତ ମାସ ୩୦ ତାରିଖରୁ ବନ୍ଦ କରିଦେବାପାଇଁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚିଠି ଦ୍ୱାରା ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲ କଲେଜ ଓ ହସ୍ପିଟାଲର ମୁଖ୍ୟ ନିର୍ବାହୀ…

ସହାୟତା ବାହାନାରେ ଏଟିଏମ୍‌ କାର୍ଡ ବଦଳାଇ ଲୁଟୁଥିଲେ ଟଙ୍କା: ୨ ଆନ୍ତଃରାଜ୍ୟ ଅପରାଧୀଙ୍କୁ ଧରିଲା ଛତ୍ରପୁର ପୋଲିସ

ଛତ୍ରପୁର, ୧୭।୧୧(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜ଼ିଲାରେ ଏଟିଏମ୍‌ରୁ କାର୍ଡ ମାଧ୍ୟମରେ ଟଙ୍କା ଉଠାଣ ବେଳେ ଲୋକଙ୍କୁ ସହାୟତା ଆଳରେ ସେମାନଙ୍କ ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ କରୁଥିବା ମାମଲାରେ ଛତ୍ରପୁର ପୋଲିସକୁ ସଫଳତା ମିଳିଛି। ଏଥିରେ ସମ୍ପୃକ୍ତ ୨ କୁଖ୍ୟାତ…

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ କରାଯାଇଛି।…

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଆସିକା,୧୬ା୧୧(ଡି.ଏନ.ଏ.)-ଆସିକା ଥାନା ଇଲାକାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ତାଙ୍କୁ ଜୀବନରେ ମାରିଦେବା ଲାଗି ଧମକ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ ବ୍ରହ୍ମପୁର ଶଶିଭୂଷଣ ନଗର ବାସିନ୍ଦା ଆଶିଷ…

ସିମେଣ୍ଟ ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ନେଇଗଲେ ୫୦ ହଜାର

ଦିଗପହଣ୍ଡି,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଁୟା ଛକ ମୁଖ୍ୟରାସ୍ତାରେ ଥିବା ଅର୍ଣ୍ଣପୂର୍ଣା ସିମେଣ୍ଟ ଲୁହାଛଡ଼ ଦୋକାନରୁ ଚୋରି ହୋଇଥିବା ରବିବାର ଅଭିଯୋଗ ହୋଇଛି। ଶନିବାର ବିଳମ୍ବିତ ରାତିରେ ଦୋକାନ ପଛ କବାଟ ତାଲା ଭାଙ୍ଗି କୌଣସି ଦୁର୍ବୃତ୍ତ କ୍ୟାସ…

ବିଶ୍ୱ ମଧୁମେହ ଦିବସ

ଆସିକା, ୧୪ା୧୧ (ଡି.ଏନ୍‌.ଏ.): ଆସିକା ବସ୍‌ଷ୍ଟାଣ୍ଡସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଶନିବାର ପୂର୍ବାହ୍ନରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଛି। କେନ୍ଦ୍ର ସଞ୍ଚାଳିକା ପ୍ରଭାତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅବସରପ୍ରାପ୍ତ ନିର୍ଦ୍ଦେଶକ ତଥା ଶିଶୁରୋଗ ବିଶେଷଜ୍ଞ…

ଏଥର ବାଣ ନୁହେଁ, ରଙ୍ଗୋଲିରେ ଦୀପାବଳି ମନାଇଲେ ବସ୍ତିବାସିନ୍ଦା

ଭଞ୍ଜନଗର,୧୪ା୧୧(ଡି.ଏନ୍‌.ଏ.): ଚଳିତବର୍ଷ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲାଗିଥିବା ବେଳେ ଶନିବାର ଦୀପାବଳି ଅବସରରେ ବସ୍ତି ଅଞ୍ଚଳରେ ରଙ୍ଗୋଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବସ୍ତି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସହ ଦୀପାବଳି ଉତ୍ସବ ପାଳନ କରାଯାଇଥିଲା।…

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼ ଜଙ୍ଗଲରୁ ଆସିଥିବା କୁହାଯାଇଛି। ଏଥିରେ ୧୭ଟି ହାତୀ ଅଛନ୍ତି। ଗୁରୁବାର ଏବଂ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?