ଗଞ୍ଜାମ

ବର୍ଷାପବନରେ ପାନ ବରଜ, ଫସଲ ନଷ୍ଟ

ହିଞ୍ଜିଳିକାଟୁ,୯ା୩(ଡି.ଏଡ଼୍‌.ଏ.) ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅପରାହ୍ନ ପ୍ରାୟ ୫ରେ କାଳବୈଶାୀଖୀ ସହ ବର୍ଷାପବନ ହୋଇଛି। ଫଳରେ ବ୍ୟାପକ ଫସଲ ସହ ପାନ ବରଜ ନଷ୍ଟ ହୋଇଛି। ପ୍ରାୟ ୨୦ ମିନିଟ ଧରି ପ୍ରବଳ ପବନ ସାଙ୍ଗକୁ…

ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର…

ଓଡ଼ିଶାରେ ମହିଳା ଅଧିକ ସଶକ୍ତ

ବ୍ରହ୍ମପୁର ଅଫିସ, ୮ା୩: ନାରୀ ଶିକ୍ଷା ଗବେଷଣା କେନ୍ଦ୍ର ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ା ବିଶ୍ୱବିଦ୍ୟାଳୟର କୁଳପତି ଗୋବିନ୍ଦ ଜେ. ଚକ୍ରପାଣି ଏଥିରେ ଅଧ୍ୟକ୍ଷତା କରିଥିଲେ। ସେ ନିଜ ଅଭିଭାଷଣରେ କହିଥିଲେ…

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ମହିଳା…

ମହିଳାଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର,୮।୩(ଡି.ଏନ୍‌.ଏ.) – ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍‌ପିଟାଲକୁ ପଠାଇଛି। ନଂ.୯୭/୨୦ରେ…

୪୫୪ ସରକାରୀ ସ୍କୁଲରେ ଶନିବାର ନୋ ବ୍ୟାଗ୍‌ ଡେ: ପୁତିଗୋପାଳପୁର ସ୍କୁଲରୁ ଶୁଭାରମ୍ଭ

ଛତ୍ରପୁର/ବ୍ରହ୍ମପୁର ଅଫିସ, ୮ା୩(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୪୫୪ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ କରାଯିବ। ଏ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି।…

ବାର୍‌ହା ଆକ୍ରମଣରେ ଦମ୍ପତି ଆହତ

ଭଞ୍ଜନଗର,୭।୩(ଡି.ଏନ.ଏ.): ମୁଜାଗଡ଼ ରେଞ୍ଜ କୁରୁମପଢ଼ାଳରେ ଶନିବାର ସକାଳ ପ୍ରାୟ ସାଢ଼େ ୮ଟାରେ ବାର୍‌ହା ଆକ୍ରମଣରେ ଜଣେ ଦମ୍ପତ୍ତି ଆହତ ହୋଇଛନ୍ତି। ସେମାନେ ହେଲେ କୁନି ସେଠୀ ଓ ଆକୁଳ ସେଠୀ। ଆହତଦ୍ୱୟଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର…

ମହିଳାଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ଭଞ୍ଜନଗର,୭।୩(ଡି.ଏନ୍‌.ଏ.): ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍‌ପିଟାଲକୁ ପଠାଇଛି। ନଂ.୯୭/୨୦ରେ ଏକ…

ଭଗବାନପୁରରେ ୧୦ ବଖରା ଜଳିଗଲା

ବୁଗୁଡ଼ା,୭ା୩(ଡି.ଏନ.ଏ.): ବୁଗୁଡ଼ା ଥାନା ଭଗବାନପୁର ଗ୍ରାମରେ ଶୁକ୍ରବାର ମଧ୍ୟରାତିରେ ଅଗ୍ନିକାଣ୍ଡ ଘଟି ୮ ପରିବାରଙ୍କ ୧୦ ବଖରା ଜଳିଯାଇଛି। ଏଥିରେ କେହି ଆହତ ହୋଇ ନଥିବା ବେଳେ ଘରେ ଥିବା ଧାନ, ଚାଉଳ ଓ ବିଭିନ୍ନ ଆସବାବପତ୍ର ଆଦି ଲକ୍ଷାଧିକ ଟଙ୍କାର…

ଗାଡ଼ି ଧକ୍କାରେ ଆହତ ହରିଣ ଉଦ୍ଧାର

ହିଞ୍ଜିଳିକାଟୁ,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଓ ଶିକିରି ତାରାତାରିଣୀ ରୋଡ୍‌ରେ ଗାଡ଼ିଧକ୍କାରେ ଏକ ଆହତ ହରିଣକୁ ଶନିବାର ଉଦ୍ଧାର କରାଯାଇଛି। ହରିଣଟି ରାସ୍ତା ପାରି ହେଉଥିବା ବେଳେ କୌଣସି ଗାଡ଼ି ଧକ୍କାରେ ଆହତ ହୋଇଥିବା ଅନୁମାନ କରାଯାଉଛି। ଆହତ ହରିଣଙ୍କୁ ଦେଖି…

ଗଞ୍ଜାମରେ ଶନିବାର ‘ନୋ ବ୍ୟାଗ୍‌ ଡେ’

ଛତ୍ରପୁର,୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri