କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍
ବ୍ରହ୍ମପୁର ଅଫିସ,୫ା୩ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡିଆ ଏବଂ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗର ଆଧୁନିକ ଭାରତୀୟ ଭାଷା (ବିକଳ୍ପ…
ଉଦ୍ଘାଟନ ପରଠୁ ବିଜୁ ପାଠାଗାରରେ ତାଲା
ଭଞ୍ଜନଗର,୫।୩(ଡି.ଏନ୍.ଏ.) – ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଗୁରୁବାର ୧୦୪ତମ ଜୟନ୍ତୀ। ପୁଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ଶାସନ କ୍ଷମତାରେ ଥିବାରୁ ବିଜୁ ଜୟନ୍ତୀଙ୍କୁ ରାଜ୍ୟ ଓ ରାଜ୍ୟ ବାହାରେ ପାଳନ କରିବା…
ଗିରଫ ହେଲେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ: ମିଳିଲା ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି, ୩ କୋଟି ୮୦ଲକ୍ଷର ହିସାବ ଦେଇ ପାରିଲେନି
ବ୍ରହ୍ମପୁର ଅଫିସ/ଗଞ୍ଜାମ,୫ା୩(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀ ବୁଧବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ବିଭାଗ ପକ୍ଷରୁ ମଙ୍ଗଳବାର ଓ ବୁଧବାର ଅଧୀକ୍ଷଣ ଯନ୍ତ୍ରୀ ପାଢ଼ୀଙ୍କ ଗଞ୍ଜାମ ଓ ଭୁବନେଶ୍ୱରସ୍ଥିତ ଘର…
ସମୁଦ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ
ଛତ୍ରପୁର,୪ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଋଷିକୁଲ୍ୟା ସମୁଦ୍ର ମୁହାଣରେ ମଙ୍ଗଳବାର ପାରାଦ୍ୱୀପର ଏକ ବୋଟ୍ରେ ଆସିଥିବା ମତ୍ସ୍ୟଜୀବୀମାନେ ମାରଣାସ୍ତ୍ରରେ ଆକ୍ରମଣ ଉଦ୍ୟମ ସହ ଜାଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାବେଳେ ଋଷିକୁଲ୍ୟା ମୁହାଣ ନିକଟ ସମୁଦ୍ରରେ…
ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ହେଉନି ବିଲ୍: କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପାତ୍ର
ଗଞ୍ଜାମ,୪।୩(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଧୀନ ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ବିଲ୍ ପ୍ରଦାନ କରାଯାଇନାହିଁ। ଏ ନେଇ ଠିକାଦାରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ତୁରନ୍ତ ବିଲ୍ ପ୍ରଦାନ ଲାଗି ଠିକାଦାର ସଂଘ…
ଖେଳୁଥିବା ବେଳେ ବିସ୍ଫୋରଣ: ୩ ନାବାଳକ ଆହତ
ହିଞ୍ଜିଳିକାଟୁ,୪ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୯ରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡରୁ ପଥର ଫଟାଇବା ପାଇଁ ବ୍ୟବହୃତ ଡିଟୋନେଟରରେ ବ୍ୟାଟେରି ସଂଯୋଗବେଳେ ଏହି ବିସ୍ଫୋରଣ ଘଟିଛି। ଆହତମାନେ ହେଲେ…
ଆୟ ବର୍ହିଭୁତ ସମ୍ପତ୍ତି ଠୁଳ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ
ବ୍ରହ୍ମପୁର ଅଫିସ/ଗଞ୍ଜାମ,(ଡି.ଏନ.ଏ.), ୪ା୩-ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ଗଞ୍ଜାମ ଏବଂ ଭୁବନେଶ୍ୱର ସମେତ ୧୨ଟି ସ୍ଥାନରେ ଏକକାଳୀନ ଚଢାଉ…
ସ୍କୁଲରେ ଶୋଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ
କୁକୁଡ଼ାଖଣ୍ଡି,୪ା୩(ଡି.ଏନ.ଏ.)- ବିଦ୍ୟାଳୟରେ ଶୋଇବା ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡ଼ିଛି। ଶୋଇଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଗୁରୁଣ୍ଠି ପଞ୍ଚାୟତ ରଙ୍ଗରାଜପୁର ପ୍ରାଥମିକ…
ଖେଳୁଥିବା ବେଳେ ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ
ହିଞ୍ଜିଳିକାଟୁ,୩।୩(ଡି.ଏନ୍.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡ଼ରୁ ପଥରଫଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣରୁ ଏପରି ହୋଇଥିବା କୁହାଯାଉଛି। ଆହତମାନେ ହେଲେ ବାଦଲ ଗାୈଡ଼(୧୦), ନାରାୟଣ ଗାୈଡ(୧୨)…
ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ
ହିିଞ୍ଜିଳିକାଟୁ,୩ା୩(ଡି.ଏନ୍.ଏ): ଗଞ୍ଜାମ ଜିଲା ହଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ରୁ ପଥର ଫୁଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ସେମାନେ ହେଲେ ବାଦଲ ଗାୈଡ(୧୦), ନାରାୟଣ ଗାୈଡ(୧୨), ଶ୍ରୀଧର ଗାୈଡ(୧୦)। ପ୍ରକାଶ…
କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ: ବଣିକ ସଂଘ ପକ୍ଷରୁ ନିନ୍ଦା
ଗଞ୍ଜାମ, ୩।୩(ଡି.ଏନ୍.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ବଡ ବଜାର ଓ ସାନ ବଜାରରେ କ୍ୟାବିନ ଓ ଉଠା ଦୋକାନୀମାନେ ଦୀର୍ଘବର୍ଷ ହେବ ନିଜର ବ୍ୟବସାୟ କରିଆସୁଛନ୍ତି l କିନ୍ତୁ ପ୍ରଶାସନ ପକ୍ଷରୁ ଅନେକ ସମୟରେ ବିଭିନ୍ନ କାରଣନେଇ କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ
ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘର ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ତେବେ ଆୟ…
Archives


