ଗଞ୍ଜାମ

ପ୍ରକଳ୍ପ ଅସମ୍ପୂର୍ଣ୍ଣ, ଜଳ ଅପେକ୍ଷାରେ ବ୍ରହ୍ମପୁରବାସୀ

ବ୍ରହ୍ମପୁର ଅଫିସ,୩ା୩ – ବ୍ରହ୍ମପୁରରେ ଏଣିକି ଖରାଦିନେ ଦୂର ହେବ ପାନୀୟ ଜଳ ସଙ୍କଟ। ସହରବାସୀଙ୍କ ପ୍ରତ୍ୟେକ ଘରକୁ ହେବ ୨୪ ଘଣ୍ଟିଆ ଜଳଯୋଗାଣ ସୁବିଧା । ଏଭଳି କେତେକ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ମାର୍ଚ୍ଚ…

ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ ନୁହେଁ ଜିଲାର ସମସ୍ତ ଅଞ୍ଚଳରୁ ଲୋକେ ଏହି ଶିବିରକୁ ଆସି ନିଜ ନିଜ ସମସ୍ୟା…

ସାଇକେଲ ଆରୋହୀଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ଦିଗପହଣ୍ଡି,୨ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ରାଜପୁର ରୋଡରେ ସୋମବାର ଜଣେ ସାଇକେଲ ଆରୋହୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୫ ଭରି ଓଜନର ସୁନା ଅଳଙ୍କାର ମୁଣିକୁ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମର ସୁଦର୍ଶନ ବିଷୋୟୀ।…

ମୋପେଡ୍‌କୁ ଧକ୍କାଦେଲା କାର୍‌: ଚାଳକ ମୃତ

ହିିଞ୍ଜିଳିକାଟୁ,୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିିଞ୍ଜିଳ ଥାନା ପୋଚିଲିମା ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଠୁରୁବୁରାଇ ଗ୍ରାମର ଲଡ଼ୁ କିଶୋର ଲେଙ୍କା (୬୦)। ପ୍ରକାଶ…

୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର

ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର…

ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ

ଦିଗପହଣ୍ଡି,୨ା୩(ଡି.ଏନ୍‌.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ…

ବନ୍ଦ ହେବ ରାଜ୍ୟର ୧୦ ଦୂରଦର୍ଶନ ରିଲେ ସେଣ୍ଟର

ଭଞ୍ଜନଗର,୨।୩(ଡି.ଏନ୍‌.ଏ.) ବୈଦ୍ୟୁତିକ ଗଣମାଧ୍ୟମ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଦୂରଦର୍ଶନ ଧିରେଧିରେ ଲୋକଙ୍କଠାରୁ ଦୂରେଇ ଯାଉଛି। ଘରୋଇ ଚ୍ୟାନେଲ ଆଗରେ ପ୍ରସାର ଭାରତୀ ଦୂରଦର୍ଶନ ଗ୍ରାହକଙ୍କ ଚାହିଦାକୁ ପୂରଣ କରିବାରେ ବିଫଳ ହେଉଛି। ତେଣୁ ସହରାଞ୍ଚଳରେ ଲୋକ ପ୍ରାୟ ଦୂରଦର୍ଶନ ଦେଖୁନାହାନ୍ତି। ଗ୍ରାମାଞ୍ଚଳ…

ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ

ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା ଦେବାକୁ…

ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର

ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ କୂଳରେ ଲାଗିଥିଲା। ଏହାକୁ ଦେଖି ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଠେଲି ଦେଇଥିଲେ। କିନ୍ତୁ ପୁଣି…

୨ ଗୋଡ ହରାଇ ହାରିନାହାନ୍ତି ଗଦାଧର, ସରକାରୀ ସହାୟତା ପାଇଲେ ଜାତୀୟସ୍ତରରେ ଖେଳିବାକୁ ଇଚ୍ଛା

ଶେରଗଡ,୨ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଗଦାଧର ସାହୁ (୨୬)। ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ଚଳିତ ବର୍ଷ ଗଞ୍ଜାମ ଜିଲାସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା (ଦିବ୍ୟାଙ୍ଗ)ରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। ଗତ ୧୪ ତାରିଖରେ…

୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ ଆନ୍ଦୋଳନ କରିବାକୁ ସଜବାଜ ହେଉଛନ୍ତି। ଗଜପତି ଜିଲାର ରାଇଗଡ, ନୂଆଗଡ ଓ ଆର.ଉଦୟଗିରି ବ୍ଲକ…

ଜାଲ ନୋଟ ଜବତ, ୨ ଗିରଫ

ପୁରୁଷୋତ୍ତମପୁର,୧ା୩(ଡି.ଏନ.ଏ.)-ପୁରୁଷୋତ୍ତମପୁର ପୋଲିସ ଜାଲ ନୋଟ କାରବାର ଅଭିଯୋଗରେ ୨ ଜଣ ଯୁବକଙ୍କୁ ଶନିବାର ଗିରଫ କରିଥିଲା। ସେମାନେ ହେଲେ ପୁରୁଷୋତ୍ତମପୁର ଥାନା ଶାଶନପଲ୍ଲୀ ଗ୍ରାମର କେ.ଶୁରେଶ ପାତ୍ର ଓ କେ.ନୂଆଗାଁ ଥାନା ଚିକିଟିପେଣ୍ଠ ଗ୍ରାମର ଭୈରବ କୁମାର ସାହୁ। ଉଭୟଙ୍କଠାରୁ ଜାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri