ଗଞ୍ଜାମ

ଘରୁ ଡାକି ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

କବିସୂର୍ଯ୍ୟନଗର,୧୫ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବାଉଁଶିଆ ପଞ୍ଚାୟତ ସମିତି ସଭ୍ୟାଙ୍କ ସ୍ବାମୀ ନିରଞ୍ଜନ ଗୌଡ଼ଙ୍କୁ ଗତକାଲି ରାତିରେ ୩ଜଣ ଅଜଣା ଯୁବକ ଘରୁ ଡାକି ନେଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଜୀବନ ବଞ୍ଚାଇବାକୁ ସେ ଦୌଡି ଘରେ ପଶିଯିବାପରେ କବାଟକୁ…

ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ଗହମ

ବୁଗୁଡ଼ା,୧୫ା୧୦(ଡି.ଏନ୍‌.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାଶନ କାର୍ଡଧାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଉଥିବା ବେଳେ କିଛି ସରକାରୀ ବାବୁଙ୍କ ବାଟମାରଣା ନୀତି ଯୋଗୁ ହିତାଧିକାରୀ ଯୋଜନାର ସୁଫଳ ପାଇ ପାରୁ ନ ଥିବା ଅଭିଯୋଗ ହେଉଛି। ବୁଗୁଡ଼ା ଏନ୍‌ଏସିରେ…

ଶେଷରେ ଜେଲ୍‌ ଗଲେ କୋଟିପତି ହିନ୍ଦୀ ଶିକ୍ଷକ

ବ୍ରହ୍ମପୁର ଅଫିସ,୧୫।୧୦: ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଝାଡାଙ୍କୋଲି ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କୁ ଗିରଫ କରିଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରବରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ…

ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଜମିଛି ପାଣି, ପରିବା ବ୍ୟବସାୟୀ ବି ଭୋଗୁଛନ୍ତି ଦୁର୍ଦ୍ଦଶା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଗୁରୁବାର ବର୍ଷା ପାଣି ଜମି ରହିଛି। ଫଳରେ ଯାତାୟାତରେ ଅସୁବିଧା ହୋଇଛି। ପ୍ରତି ଥର ବର୍ଷା ହେଲେ ଉକ୍ତ ସ୍ଥାନରେ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଥିବା ଦେଖିବାକୁ…

ଗଞ୍ଜାମ ବ୍ଲକର ଅଧିକାଂଶ ଗ୍ରାମ ପାଣି ଘେରରେ

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଂଚଳର ବିଭିନ୍ନ ଗ୍ରାମ ପାଣି ଘେରରେ ଥିବା ଦେଖିବାକୁ ମିଳିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ଋଷୁକୁଲ୍ୟା ନଦୀରେ ବନ୍ୟା ଜଳ ପ୍ରଭାହିତ…

ପିଲିବନ୍ଧର ଗାର୍ଡଓ୍ବାଲ ଧସିଲା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ଥିବା ବ୍ରିଟିଶ ଅମଳର ପିଲିବନ୍ଧର ଗାର୍ଡୱାଲ ଗୁରୁବାର ଧସିଯାଇଛି। ବର୍ଷକ ତଳେ ନୂଆ କରି ଉକ୍ତ ଗାର୍ଡଓ୍ବାଲ ନିର୍ମାଣ କରାଯାଇଥିଲା ା ନିମ୍ନମାନର କାମ ଯୋଗୁ ନିର୍ମାଣର ବର୍ଷକ ପରେ ଉକ୍ତ ଗାର୍ଡଓ୍ବାଲ ଧସିଯାଇଛି…

କରୋନାରେ ଆଖିବୁଜିଲେ ପ୍ରଧାନଶିକ୍ଷକ; ଶୋକପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୫।୧୦(ଡି.ଏନ.ଏ.) ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ସରକାରୀ ହାଇସ୍କୁଲର ନବନିଯୁକ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ,…

ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ…

ଗାଁରେ ପଶିଲା ନାଳପାଣି: ୨ ଦିନ ହେଲା ଲୋକେ ଜଳବନ୍ଦୀ

ଦିଗପହଣ୍ଡି,୧୪।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରିରହିଛି । ବର୍ଷା ପ୍ରଭାବରେ ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁ ବୋଇରାଣୀ ନାଳର ବଢ଼ିପାଣି ନିଷ୍କାସନ ହୋଇ ନ ପାରି ଗାଁ ଭିତରେ ପଶିଯିବାରୁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶାର…

ଋଷିକୂଲ୍ୟା ଜଳସ୍ତର ବଢୁଛି: ଗାଁରେ ପଶିଲା ପାଣି, ବିଡିଓ କଲେ ଅନୁଧ୍ୟାନ

ଗଞ୍ଜାମ,୧୪ା୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଦ୍ୱାରା ଋଷିକୁଲ୍ୟା ଜଳସ୍ତର ବଢୁଛି। ଏହି ନଦୀ ଜଳ ଓ ବର୍ଷାପାଣି ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମରେ ବୁଧବାର ଦୁଇ ଫୁଟ ଉଚ୍ଚରେ ଲହଡ଼ି ମାରୁ ଥିବା…

ବର୍ଷାଜଳ ଘରେ ପଶିବା ଭଳି ପରିସ୍ଥିତି: ନିଆଗଲା ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ

ଗଞ୍ଜାମ,୧୪।୧୦(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା ଭଳି ପରିସ୍ଥିତି ଉପୁଜିଥିଲା। ଏ ନେଇ ଏନ୍‌ଏସି ପ୍ରଶାସନକୁ ଗ୍ରାମବାସୀ ଅଭିଯୋଗ କରିବାରୁ ବୁଧବାର…

ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର ଅଫିସ ,୧୪।୧୦ – ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରାଯାଇଛି। ଶିକ୍ଷକ ଭୁବନାନନ୍ଦ ସାହୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?