ଗଞ୍ଜାମ

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ପଞ୍ଚାୟତ ବଉଳଘାଇ ଗ୍ରାମର ସିନ୍ଧୁ ସ୍ବାଇଁଙ୍କ ଘରକାନ୍ଥ ମଙ୍ଗଳବାର ସକାଳେ ଭୁଶୁଡି…

ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି, ପତ୍ରଚୁଡି ସମେତ ଚିକିଟି ବ୍ଳକର ନୂଆପଡ଼ା, ପୁହୁଣ୍ଡି ପ୍ରଭୃତି ଗ୍ରାମ ବିପଦ ଘେରରେ…

ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର: ଅଞ୍ଚଳରେ ୮୩ ମି.ମି. ବର୍ଷା

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର ରହିଛି। ଡ୍ୟାମର ଜଳଧାରଣା କ୍ଷମତା ୧୧୭.୮୦ ମିଟର ଥିବା ବେଳେ ମଙ୍ଗଳବାର ସକାଳ ୬ ଟା ସୁଦ୍ଧା ଜଳପତ୍ତନ ୧୧୫.୨୦ ମିଟରରେ ପହଞ୍ଚିଛି। ଗତ ୨୪…

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ବିଶେଷ କରି ଏହି ବର୍ଷା…

ଆସିକା ବସଷ୍ଟାଣ୍ଡରୁ ୬ ବସ୍ତା ଗଞ୍ଜେଇ ଜବତ : ୬ ଗିରଫ

ଆସିକା,୧୨ା୧୦(ଡି.ଏନ୍‌.ଏ.)-ଆସିକା ବସଷ୍ଟାଣ୍ଡରୁ ପୋଲିସ ରବିବାର ୬ଟି ବସ୍ତାରେ ଚାଲାଣ ହେବାକୁ ଥିବା ୧୩୪ କି.ଗ୍ରା. ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି ା ସେମାନେ ହେଲେ କବିସୂର୍ଯ୍ୟନଗର ଥାନା ବଡ଼ମହୁରୀ ଗ୍ରାମର ପ୍ରବାସୀ ଗୌଡ,…

ବିବାହର ପ୍ରତିଶ୍ରୁତି ଦେଖାଇ ନାବାଳିକାଙ୍କୁ ବଳାତ୍କାର

ଦିଗପହଣ୍ଡି,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କୌଶଳ କ୍ରମେ ଅପହରଣ କରିବା ପରେ ବିବାହର ପ୍ରତିଶ୍ରୁତି ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ଥାନା ମାମଲା ନଂ. ୨୩୩/୨୦ରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ…

ଗଞ୍ଜାମରେ ପାଳନ ହେବନି ଦୁର୍ଗାପୂଜା: ଜିଲାପାଳ

ଛତ୍ରପୁର,୧୨ା୧୦(ଡି.ଏନ୍‌.ଏ.): ଗଞ୍ଜାମରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଆପଣମାନଙ୍କ ସହଯୋଗ ଓ ଚେଷ୍ଟା ଯୋଗୁ ଏହା ହୋଇପାରିଛି। ଏଥିପାଇଁ ଗଞ୍ଜାମର ଜନସାଧାରଣଙ୍କୁ ସୋମବାର ଏକ ଭିଡିଓ ବାର୍ତ୍ତା ଜାରି କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଦେଇଛନ୍ତି।…

ପୂଜାଛୁଟିରେ ହେଡକ୍ୱାର୍ଟର ଛାଡ଼ିପାରିବେନି ଶିକ୍ଷକ: ଭିତ୍ତିଭୂମି ସଜାଡ଼ିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର,୧୨ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କୋଭିଡ୍‌ ପରିଚାଳନା ପାଇଁ ସ୍କୁଲଗୁଡ଼ିକରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଓ କୋଭିଡ୍‌ କେୟାର ହସ୍ପିଟାଲ କରାଯାଇ କୋଭିଡ୍‌ ସଂକ୍ରମିତଙ୍କୁ ଚିକିତ୍ସା କରାଯାଉଥିଲା। ଉକ୍ତ ସେଣ୍ଟରଗୁଡ଼ିକ ଅନେକ ଦିନ ହେଲା ବନ୍ଦ ହୋଇସାରିଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍କୁଲ ଖୋଲିବ। ଏଣୁ…

ସମ୍ଭାବ୍ୟ ବାତ୍ୟା ନେଇ ସମୁଦ୍ରକୂଳିଆ ଲୋକେ ଭୟଭୀତ

ଗଞ୍ଜାମ,୧୨ା୧୦(ଡି.ଏନ୍‌.ଏ.): ଫାଇଲିନକୁ ପୂରିଛି ଆଠ ବର୍ଷ। ଏହିପରି ପ୍ରତ୍ୟେକ ବର୍ଷ ଅକ୍ଟୋବରରେ କିଛି ନା କିଛି ବନ୍ୟା, ବାତ୍ୟା ତଥା ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅନେକ ଧନ ସମ୍ପତ୍ତି ନଷ୍ଟ ହେଉଛି। ପୂର୍ବ ବାତ୍ୟାର କ୍ଷୟକ୍ଷତି ଲୋକଙ୍କ ମନରୁ ଲିଭି ନ…

ହାତୀ ପାଇଁ ଜାତୀୟ ରାଜପଥ ଘଣ୍ଟାଏ ବନ୍ଦ

ଭଞ୍ଜନଗର,୧୧।୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀ ଚଳପ୍ରଚଳ ବୃଦ୍ଧି ପାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ବନଖଣ୍ଡର ବିଭିନ୍ନ ରେଞ୍ଜରେ ୫୪ଟି ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ତାରସିଂ ରେଞ୍ଜରେ ୨୩, ମୁଜାଗଡ଼ ରେଞ୍ଜରେ ୧୮, ଜଗନ୍ନାଥପ୍ରସାଦ ରେଞ୍ଜରେ ୧୩ ହାତୀ ରହିଛନ୍ତି।…

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧ ଗୁରୁତର

ଗଞ୍ଜାମ, ୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମ ଚାନ୍ଦିନୀ ପାଖରେ ଏକ ମାଟି ଘର କାନ୍ତ ରବିବାର ଭୁଶୁଡ଼ି ପଡ଼ିଛି। ଏହି ସମୟରେ ଚାନ୍ଦିନୀରେ ବିଶ୍ରାମ ନେଉଥିବା ଉକ୍ତ ଗ୍ରାମର ଅଭି ମହାପାତ୍ରଙ୍କ ଉପରେ କାନ୍ଥ ପଡ଼ିଥିଲା।…

ଷ୍ଟିମ୍‌ ପାଇପ୍‌ ଫାଟି ଶ୍ରମିକ ଗୁରୁତର ଘଟଣା: ଆଖି ବୁଜିଲେ ଯୁବ ଇଞ୍ଜିନିୟର

ଗଞ୍ଜାମ,୧୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ମଙ୍ଗଳବାର ମେକାନିକ ପ୍ଲାଣ୍ଟର ଷ୍ଟିମ୍‌ ପାଇପ ଭାଲଭ୍‌ ଫାଟି ଯାଇଥିଲା। ଏଥିରେ କମ୍ପାନୀର ଜଣେ ଇଞ୍ଜିନିୟର ଅଭିଷେକ ପାଳ ଓ ପୁଇଁତୋଳା ଗ୍ରାମର ଶଙ୍କର ରାଉଳ ଗୁରୁତର ହୋଇ ଭୁବନେଶ୍ୱର ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?