ଗଞ୍ଜାମ

ବାଇକ ସହ ଗଞ୍ଜେଇ ଜବତ, ୨ ଗିରଫ

ସୋରଡା,୨୪ା୨(ଡି.ଏନ୍‌.ଏ.)- ସୋରଡା ପୋଲିସ ବାଇକରେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ଜବତ କରି ୨ ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କନ୍ଧମାଳ ଜିଲା କଣାସ ନୂଆଗଁାର ସୁଦାମ ପ୍ରଧାନ, ଖଗେଶ୍ୱର ପ୍ରଧାନ।ପ୍ରକାଶ ଯେ, କଣାସ ନୂଆଗଁା ଥାନା ଅଞ୍ଚଳ…

ପାଟ୍ରୋଲିଂ କରୁନାହାନ୍ତି ବନ କର୍ମଚାରୀ

ଭଞ୍ଜନଗର,୨୪।୨(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଗତ ୧୪ ତାରିଖରେ ଏକ ହାତୀର ଗଳିତ ମୃତଦେହ ଠାବ କରାଯାଇଥିଲା। ମୃତଦେହ ଠାବ ହେବାର ପ୍ରାୟ ୧୫ ଦିନ ପୂର୍ବରୁ ହାତୀଟିର ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଥିଲା। ତେବେ ବନ…

ତୃତୀୟ ବିବାହ କରି ଜେଲ ଗଲେ ସ୍ବାମୀ

ବୁଗୁଡ଼ା,୨୪ା୨(ଡି.ଏନ.ଏ.): ତୃତୀୟ ବିବାହ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ଜଣଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ବୁଗୁଡ଼ା ଥାନା ଜାମପଲ୍ଲୀ ଗାଁର ସନ୍ତୋଷ କୁମାର ସେନାପତି (୫୫)। ୩୦ ବର୍ଷ ପୂର୍ବେ ସନ୍ତୋଷ ପ୍ରଥମ ବିବାହ କରିଥିଲେ। କିନ୍ତୁ ତାଙ୍କର କୌଣସି…

ରାଜନୀତିରୁ ଊର୍ଦ୍ଧ୍ୱରେ ରହି କାର୍ଯ୍ୟ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୨୪।୨(ଡି.ଏନ.ଏ.)-ଗୋପାଳପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ପ୍ରକଳ୍ପ ବଜେଟରେ ଟୋକନ ମନି ବ୍ୟବସ୍ଥା ହୋଇଛି । ପ୍ରକଳ୍ପ ଆରମ୍ଭ କରିବା ନିମନ୍ତେ ଏବେ ବି ଅନେକ କାର୍ଯ୍ୟ ବାକି ଅଛି । ସମସ୍ତ ରାଜନୈତିକ ଦଳର ସହଯୋଗ ବିନା କାର୍ଯ୍ୟ ଆରମ୍ଭ…

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ…

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ ଥିବା…

ଖେଳୁଥିବା ବେଳେ ଜଳିଗଲେ ୪ ଶିଶୁ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ଏକ ଅଭାବନୀୟ ଘଟଣାକ୍ରମରେ ନିଆଁରେ ପୋଡ଼ିଯାଇ ୪ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଦୀପକ ଗୌଡ, ଆଲୋକ ଯେନା, ସାଇରାମ ଯେନା ଓ…

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଗିରଫ ହେଲେ ହିତାଧିକାରୀ

ଭଞ୍ଜନଗର,୨୩।୨(ଡି.ଏନ.ଏ.)-ଏବେବି ଅନେକ ଯୋଗ୍ୟ ହିତାଧିକାରୀଙ୍କ ନାମ ରାଶନକାର୍ଡ଼ ତାଲିକାରେ ନାହିଁ। ନିକଟରେ ନାମ ସଂଯୋଗ ନେଇ ମଧ୍ୟ ସରକାରଙ୍କର କୌଣସି ବ୍ୟବସ୍ଥା ନାହିଁ। ତେଣୁ ରାଶନକାର୍ଡ଼ରୁ ବଞ୍ଚତ୍ତ ଅନେକ ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏଭଳି ପରିସ୍ଥିତିରେ ଜଗନ୍ନାଥପ୍ରସାଦ ବ୍ଲକ…

ମାଗଣାରେ ମା’ଙ୍କୁ ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାରା ତାରିଣୀଙ୍କ ପୀଠକୁ ଆସି ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ…

ଗଞ୍ଜାମ ଜିଲାପାଳଙ୍କ ନିଆରା ପଦକ୍ଷେପ: ତାରାତାରିଣୀଙ୍କ ଚୈତ୍ର ଯାତ୍ରାରେ ମା’ଙ୍କୁ ମାଗଣା ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୨।୨(ଡି.ଏନ୍‌.ଏ.): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ ତାରିଖଠାରୁ ଆରମ୍ଭ ହେବ। ଶନିବାର ଯାତ୍ରାର ସୁପରିଚାଳନା ଲାଗି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମା’ଙ୍କ ପୀଠକୁ ଯାଇ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା…

ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି

ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ସଙ୍ଗଠନ କାର୍ଯ୍ୟ ପାଇଁ ଚ୍ୟାଉ ପଟ୍ଟନାୟକଙ୍କୁ ନିୟୋଜିତ କରିଛନ୍ତି। ବିଜୁ ଜନତା…

ଗୁରୁଦେବ ହସ୍‌ପିଟାଲ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍‌ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍‌ କରାଯାଇଛି । ହସ୍‌ପିଟାଲ ମାଲିକ କ୍ଲିନିକାଲ ଏଷ୍ଟାବ୍ଲିସ୍‌ମେଣ୍ଟ ସମ୍ପର୍ର୍କିତ କାଗଜପତ୍ର ଦେଇ ନ ପାରି ନ ଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri