ଗଞ୍ଜାମ

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ବିଧାୟକଙ୍କ ଲୋକ ପ୍ରିୟତାକୁ ପାଥେୟ କରି ରେକର୍ଡ ସଂଖ୍ୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ ପକ୍ଷରୁ ଉଦ୍ଧାର କରାଯାଇଥିବା ଶିଶୁପୁତ୍ରଙ୍କୁ ବିଳମ୍ବିତ ରାତିରେ ବ୍ରହ୍ମପୁର ଗୋସାଇଁ ନୂଆଗାଁ ସ୍ଥିତ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ ଦିନ ପ୍ରାୟ ୧୧ଟା ହୋଇଯିବ ବୋଲି ଟାଟା ପାୱାର ପକ୍ଷରୁ ଆକଳନ କରାଯାଇଛି।…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ କେଦାର ସ୍ୱାଇଁ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ତାଙ୍କ ସହ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କେହି ଜଣେ ଅଜ୍ଞାତ ବ୍ୟକ୍ତି କ୍ଷୀର…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ ଥାନା ଅଧୀନ ଅଗସ୍ତିନୂଆ ଗାଁ ନିକଟ ଜାତୀୟ ରାଜପଥରେ ଘଟିଛି। ସୂଚନା ଅନୁଯାୟୀ,…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଯୋଜନା କରି ତାଙ୍କୁ ବଦନାମ କରିବା ଲାଗି ଉଦ୍ୟମ କରୁଛନ୍ତି। ଏହାକୁ ପୁରୁଷୋତ୍ତମପୁର…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ ହୀନ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ କୋର୍ଟରେ ହାଜର ହୋଇନଥିବା…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ ପିକ୍‌ଅପ୍‌ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭର ଏବଂ ହେଲପରଙ୍କୁ ପିକ୍‌ଅପ୍‌ ଡୋର୍‌…

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା ୧୦ ଦିନବ୍ୟାପୀ ନିଶାମୁକ୍ତ ଭାରତ ଅଭିଯାନ ଛତ୍ରପୁରଠାରେ ବ୍ୟାପକ ଜନସହଭାଗିତା ମଧ୍ୟରେ ଉଯାପିତ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ । ପୋଲିସ କହିବା ଅନୁସାରେ ୨୧ ଜୁନ ଦିନ କରାତଳି ଗ୍ରାମର ସୂର୍ଯ୍ୟ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ପକ୍ଷରୁ ସହରରେ ବିଭିନ୍ନ ପ୍ରକାର ସମାଜସେବା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?