ଗଞ୍ଜାମ

ଜାଗରରେ ଅଘଟଣ: ଦୀପ ନିଆଁରେ ପୋଡ଼ି ମହିଳା ଗୁରୁତର

ବ୍ରହ୍ମପୁର ଅଫିସ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ଜଣେ ମହିଳା ମନ୍ଦିର ଯାଇଥିବା ବେଳେ ସେଠାରେ ଏକ ଅଘଟଣ ଘଟିଛି। ଗଞ୍ଜାମ ଥାନା ଅନ୍ତର୍ଗତ ଝାଡ଼କୁଦା ଗ୍ରାମର ଲୋକନାଥ ରେଡ୍ଡୀଙ୍କ ସ୍ତ୍ରୀ ସରସ୍ବତୀ ଶୁକ୍ରବାର ପୂର୍ବାହ୍ନରେ କଳାଯମୁନା ଗ୍ରାମରେ ଥିବା ନୀଳକଣ୍ଠେଶ୍ୱର ମନ୍ଦିରକୁ…

ଶିବରାତ୍ରିରେ ଶିବଙ୍କୁ ଛାଡ଼ିଲେନି ଚୋର: ସ୍ବପ୍ନେଶ୍ବର ମନ୍ଦିରରୁ ୫୦ ହଜାର ଚୋରି

ପୁରୁଷୋତ୍ତମପୁର,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଅବସରରେ ଦୁର୍ବୃତ୍ତମାନେ ଶିବଙ୍କୁ ମଧ୍ୟ ଛାଡ଼ିନାହାନ୍ତି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ ଉପକଣ୍ଠରେ ଥିବା ସ୍ବପ୍ନେଶ୍ବର ମହାଦେବ ମନ୍ଦିରରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ପଶି ହୁଣ୍ଡି ଭାଙ୍ଗିବା ସହ ଷ୍ଟୋର ରୁମ୍‌ ଚାବି ଭାଙ୍ଗିଦେଇଛନ୍ତି। ମହାଶିବରାତ୍ରି ଉତ୍ସବ ଲାଗି…

୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା ବନ୍ଦ…

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍‌ ଆଦାୟ…

ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ…

ଗୋଆରେ ଓଡ଼ିଆ ମହିଳା ଶ୍ରମିକଙ୍କୁ ହତ୍ୟା

ପାଟପୁର,୨୧ା୨- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବୁରେଇପାହାଡ଼ ଗ୍ରାମର ଜଣେ ମହିଳା ଶ୍ରମିକଙ୍କୁ ଗତ ୭ ତାରିଖରେ ଗୋଆରେ ହତ୍ୟା କରାଯାଇଛି। ସେ ହେଲେ ସାବିତ୍ରୀ ଶବର। ସାବିତ୍ରୀଙ୍କ ଭାଇ ମୃତଦେହ ଫେରାଇ ଆଣିବାକୁ ପାଟପୁର ଥାନା ଅଧିକାରୀଙ୍କୁ…

ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ, କୋଦଳା…

ଫେରାର ଶିକ୍ଷକଙ୍କ କାଗଜପତ୍ର ଜବତ କଲା ପୋଲିସ

ଛତ୍ରପୁର,୨୧ା୨(ଡି.ଏନ.ଏ)- ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ଘଟଣାର ଖୋଳତାଡ ଚାଲିଛି। ପୃଥକ ୩ଟି ମାମଲାରେ ଛତ୍ରପୁର, ଚମାଖଣ୍ଡି ଓ ମେରାଇନ୍‌ ଥାନା ପୋଲିସ ତଦନ୍ତ କରୁଥିବାବେଳେ ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ କାଗଜପତ୍ରର ନକଲ ଜବତ କରିଛି…

ଜୟମଙ୍ଗଳ କେନାଲ, ରାହାଡ଼ା ନାଳ ପୁନରୁଦ୍ଧାର ହେବ: ବିଧାନସଭାରେ ଜଣାଇଲେ ମନ୍ତ୍ରୀ

ଛତ୍ରପୁର,୨୦ା୨(ଡି.ଏନ.ଏ)-ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଚଳିତ ବିଧାନସଭା ଅଧିବେଶନରେ ଜୟମଙ୍ଗଳ କେନାଲ ଓ ରାହାଡା ନାଳ ପୁନରୁଦ୍ଧାର ନିମନ୍ତେ ଏକ ପ୍ରଶ୍ନ କରିଥିଲେ। ଛତ୍ରପୁର ବ୍ଲକ ବଡମାଧପୁର, ବିପୁଳିଙ୍ଗି, ବଉଳଗାଁ, ମହାନାଦପୁର, ମୁନିଷିପେଣ୍ଠ ଆଦି ଅଞ୍ଚଳର ଚାଷ ଜମି ବର୍ଷା…

ମଦଦୋକାନରେ ଚଢ଼ାଉ

ପୁରୁଷୋତ୍ତମପୁର,୨୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରର ବିଭିନ୍ନ ସ୍ଥାନରେ ଥିବା ଦେଶୀ ଓ ବିଦେଶୀ ମଦ ଦୋକାନ ଉପରେ ବୁଧବାର ରାତିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ ଅତର୍କିତ ଭାବେ ଚଢ଼ାଉ କରି ଯାଞ୍ଚ କରିଛନ୍ତି। ଏହାକୁ ନେଇ ମଦ ବେପାରୀଙ୍କ…

ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ

ଗଞ୍ଜାମ,୨୦।୨(ଡି.ଏନ୍‌.ଏ): ଗଞ୍ଜାମ ଏନ୍‌ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ କରି ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ କରିଥିଲେ। ବଡ଼ ବଜାରସ୍ଥିତ ସୋଡ଼ା ପୟାଣ୍ଟଠାରୁ…

କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ – ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଅବସରପ୍ରାପ୍ତ କର୍ମଚାରୀ ଓ ଶିକ୍ଷକଙ୍କୁ କେନ୍ଦ୍ର ସମତୁଲ ମହଙ୍ଗା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri