୨ ବହିଷ୍କୃତ ହେଲେଣି, ୧୪ ଜଣଙ୍କ ନାମରେ ମାମଲା
କବିସୂର୍ଯ୍ୟନଗର,୧୭ା୨: ଗଞ୍ଜାମ ଜିଲାରେ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ଚାଲିଛି। କବିସୂର୍ଯ୍ୟନଗର ଏନ୍ଏସି ଓ ବ୍ଲକରେ ମଧ୍ୟ ଜାଲ ସାର୍ଟିଫିକେଟ ଦେଇ ଶତାଧିକ ଶିକ୍ଷକ ଶିକ୍ଷକତା କରୁଥିବା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ଅଭିଯୋଗ ହୋଇଥିଲା। ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ…
ଦୋକାନ ଘର ପାଇଁ ଆରମ୍ଭ ହେବ ଟେଣ୍ଡର
ବ୍ରହ୍ମପୁର ଅଫିସ,୧୭ା୨: ବ୍ରହ୍ମପୁରରେ ଅନେକ ବିଲ୍ଡିଂ ଅନୁମତି ଆବେଦନ ପତ୍ର ଉପଯୁକ୍ତ ତଥ୍ୟ ପ୍ରଦାନ ଅଭାବ ଯୋଗୁ ପେଣ୍ଡିଂ ହୋଇ ରହିଛି ା ଏନେଇ ଦୁଇଦୁଇ ଥର କ୍ୟାମ୍ପ ଜରିଆରେ ବିଲ୍ଡିଂ ଅନୁମତି ପାଇଁ ଆବେଦନ କରିଥିବା ମାଲିକଙ୍କୁ ଉପଯୁକ୍ତ ତଥ୍ୟ ପ୍ରଦାନ…
ଏନ୍ଆର୍ଟିଏସ୍ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୬ା୨ ୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍ଆରଟିଏସ୍) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍ଆରଟିଏସ୍ ପରୀକ୍ଷାରେ…
ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ
ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍) ଶିକ୍ଷୟତ୍ରୀ ଖୋଲି ଦେବାରୁ ମାମଲା ଥାନାକୁ ଯାଇଛି। ଏହାକୁ ନେଇ ଛାତ୍ରୀଙ୍କ ବାପା ସ୍କୁଲରେ ପହଞ୍ଚି ଅଧ୍ୟକ୍ଷଙ୍କ…
ସରପଞ୍ଚଙ୍କୁ ଆକ୍ରମଣ, ଗଁ। ପୁଣି ଅଶାନ୍ତ
ଦିଗପହଣ୍ଡି,୧୬ା୨(ଡି.ଏନ୍.ଏ.) – ଦିଗପହଣ୍ଡି ବ୍ଲକ କରପଡା ସରପଞ୍ଚ ଗାୟତ୍ରୀ ପ୍ରଧାନଙ୍କୁ ବିପକ୍ଷ ଗୋଷ୍ଠୀର ରାମେଶ୍ୱର ପ୍ରଧାନ ଓ ପ୍ରଶାନ୍ତ ପ୍ରଧାନ ଶନିବାର ଅପରାହ୍ନରେ ଗାଳିଗୁଲଜ କରିଥିଲେ। ଏହାର ପ୍ରତିବାଦରେ ସରପଞ୍ଚଙ୍କ ଗୋଷ୍ଠୀ ପକ୍ଷରୁ ରାମେଶ୍ୱର ଓ ପ୍ରଶାନ୍ତଙ୍କୁ ଠେଙ୍ଗା ଓ ଖଣ୍ଡାରେ…
ପାଚିକା, ସହାୟିକା ସଂଘ ଦେଲା ସ୍ମାରକପତ୍ର
ଛତ୍ରପୁର,୧୬ା୨(ଡି.ଏନ.ଏ.) – ୧୨ ଦଫା ଦାବି ନେଇ ନିଖିଳ ଓଡିଶା ଏମ୍ଡିଏମ୍ ପାଚିକା, ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରାରମ୍ଭରେ ସ୍ଥାନୀୟ ଅପର ବସ୍ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା…
ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲି ହରଡ଼ଘଣାରେ ଶିକ୍ଷୟିତ୍ରୀ: ଥାନାରେ ଅଣ୍ଡର ଟେକିଂ ଲେଖି ମୁକୁଳିଲେ
ବ୍ରହ୍ମପୁର ଅଫିସ,୧୫।୨: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀଗୃହରେ ଜଣେ ଶିକ୍ଷୟିତ୍ରୀ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଦେବାରୁ ହରଡ଼ଘଣାରେ ପଡ଼ିଛନ୍ତି। ଫଳରେ ଛାତ୍ରୀଙ୍କ ଅଭିଭାବକ ସ୍କୁଲ ପ୍ରିନ୍ସପାଲଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।…
ପୁଇଁତୋଳାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ: କୋଡ଼ିରେ ଜଣଙ୍କୁ ଆକ୍ରମଣ
ଗଞ୍ଜାମ,୧୫।୨(ଡି.ଏନ୍.ଏ.) : ଗଞ୍ଜାମ ଥାନା ବଡ଼ବଜାରଠାରେ କୌଣସି ଘଟଣାକୁ କେନ୍ଦ୍ର କରି ପୁଇଁତୋଳା ଗ୍ରାମର କିଛି ବ୍ୟକ୍ତି କରଣସାହିର ଜଣେ ବ୍ୟକ୍ତିଙ୍କୁ କୋଡ଼ିରେ ଶନିବାର ଆକ୍ରମଣ କରିଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ କରଣ ସାହିର କାହ୍ନୁ ନାହାକ। ଖବର ପାଇ…
ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ
ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ…
ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ପାଚିକା, ସହାୟିକା ସଂଘ
ଛତ୍ରପୁର,୧୫।୨(ଡି.ଏନ୍.ଏ.): ୧୨ ଦଫା ଦାବି ନେଇ ନିଖିଳ ଓଡ଼ିଶା ଏମ୍.ଡି.ଏମ୍ ପାଚିକା, ସହାୟିକା ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରାରମ୍ଭରେ ସ୍ଥାନୀୟ ଅପର ବସଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି…
ବିଭିନ୍ନ ଦାବିରେ ଗ୍ରାସୀମ କମ୍ପାନୀ ଠିକା ଶ୍ରମିକଙ୍କ ଧାରଣା
ଗଞ୍ଜାମ,୧୫।୨(ଡି.ଏନ୍.ଏ.): ବିଭିନ୍ନ ଦାବି ନେଇ ଗଞ୍ଜାମ ସହର ନିକଟ ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶନିବାର ଠିକା ଶ୍ରମିକ ସଙ୍ଘ ପକ୍ଷରୁ ଧାରଣା ଦିଆଯାଇଛି। ଶତାଧିକ ମହିଳା ଓ ପୁରୁଷ ଏହି ଧାରଣାରେ ବସିଛନ୍ତି l ଏଥିସହିତ ଏକ ୭ ଦଫା ଦାବିପତ୍ର…
ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର
ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିଥାଇପାରେ ବୋଲି ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଛାତ୍ରଙ୍କ ସ୍ବାସ୍ଥ୍ୟ…
Archives


