ଗଞ୍ଜାମ

ଗଞ୍ଜାମରେ କଟକ, ଭୁବନେଶ୍ୱର ବସ୍‌ କଡ଼ାକଡ଼ି ଯାଞ୍ଚ; ଯାତ୍ରୀ ମାସ୍କ ପିନ୍ଧି ନ ଥିଲେ ଜରିମାନା ଦେବେ ମାଲିକ: ଜିଲାପାଳ

ଛତ୍ରପୁର,୧୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କଟକ, ଭୁବନେଶ୍ୱର ଆଦି ବସ୍‌କୁ ଅଟକାଯାଇ ଯାଞ୍ଚ କରାଯାଉଛି। ଯାତ୍ରୀମାନେ ମାସ୍କ ପିନ୍ଧୁଛନ୍ତି କି ନାହିଁ, ସାମାଜିକ ଦୂରତା, ସାନିଟାଇଜର ଅଛି କି ନାହିଁ ତା’ର କଡ଼ାକଡ଼ି ଯାଞ୍ଚ ହେଉଛି। କାରଣ କଟକ, ଭୁବନେଶ୍ୱର, ଖୋର୍ଦ୍ଧା ଅଞ୍ଚଳରେ…

ଏନଏସି ପାରିଲାନି, ଗାଁ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ ଅଫିସ୍‌,୧୦।୯: ଗତ ଅଗଷ୍ଟ ୩୦ରୁ ଗଞ୍ଜାମ ଏନଏସିର ପରିମଳ କାର୍ଯ୍ୟ ଠପ ହୋଇଯାଇଛି l ଯାହା ଫଳରେ ସହରରେ ପରିମଳ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି l ପୂର୍ବରୁ ଏହି କାର୍ଯ୍ୟ ଠିକା ନେଇଥିବା ଠିକାଦାରଙ୍କ ଅବଧି ସରିବା ପରେ ଏହି…

କରୋନା କଟକଣା ମଧ୍ୟରେ ତାରାତାରିଣୀ ପୀଠରେ ଶାରଦୀୟ ପର୍ବ ଆରମ୍ଭ, ଭକ୍ତଶୂନ୍ୟ ହୋଇଛି ମନ୍ଦିର

ପୁରୁଷୋତ୍ତମପୁର,୧୦ା୯: ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ଶାରଦୀୟ ପର୍ବ ଆରମ୍ଭ ହୋଇଛି। ପ୍ରତିବର୍ଷ ଶହଶହ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଜମୁଥିବା ବେଳେ ବର୍ତ୍ତମାନ କରୋନା କଟକଣା ଯୋଗୁ ମନ୍ଦିର ଭକ୍ତ…

ମୃତ କୋଭିଡ ଯୋଦ୍ଧାଙ୍କ ସହ ପୁରା ଗଞ୍ଜାମ ପୋଲିସ ରହିଛି: ୩ ମୃତକଙ୍କ ପରିବାରଙ୍କୁ ପ୍ରାପ୍ୟ ପ୍ରଦାନ

ଛତ୍ରପୁର,୯।୯(ଡି.ଏନ୍‌.ଏ .): କରୋନା ପରିଚାଳନା କାର୍ଯ୍ୟ କରୁଥିବା ବେଳେ ଗଞ୍ଜାମ ଜିଲା ପୋଲିସର ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଆସିକା ଥାନା କୋଟିନଡ଼ା ଫାଣ୍ଡିର ଗୋଲକ ନାୟକ, ଭଞ୍ଜନଗର କୋର୍ଟର ଏଏସ୍‌ଆଇ ରବୀନ୍ଦ୍ର ନାଥ ବେହେରା ଓ…

ଗଞ୍ଜାମରେ ଟ୍ରେନ ରହଣି ପ୍ରସଙ୍ଗ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଛତ୍ରପୁର,୯ା୯(ଡି.ଏନ୍‌.ଏ.): ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ଦର୍ଶାଯାଇଛି ଯେ, କେନ୍ଦ୍ର ସରକାରଙ୍କ ଅନଲକ୍‌ ୪ ଗାଇଡ୍‌ଲାଇନ ଅବମାନନା କରି ରାଜ୍ୟ ସରକାରଙ୍କ ସୁପାରିସ କ୍ରମେ ବ୍ରହ୍ମପୁର ଗଞ୍ଜାମ, ଛତ୍ରପୁର, ବାଲୁଗାଁ ଷ୍ଟେଶନରେ ସ୍ପେଶାଲ ଟ୍ରେନ୍‌ ଫାଲ୍‌କନାମା, କୋଣାର୍କ…

ମାସ୍କ ନ ଥିଲେ ଯାତ୍ରୀଙ୍କୁ ଗଞ୍ଜାମ ପ୍ରବେଶ ମନା: ବସ୍‌, ଅଟୋରେ ଚାଲିଛି ଯାଞ୍ଚ

ଛତ୍ରପୁର,୯।୯(ଡି.ଏନ୍‌.ଏ.): କରୋନା ଭୟ ବର୍ତ୍ତମାନ ବି ଗଞ୍ଜାମ ଜିଲାରେ ଶେଷ ହୋଇନାହିଁ । କରୋନା ଶେଷ ହୋଇଗଲା ଭାବି ଜିଲାବାସୀ ବେଖାତିର ଭାବେ ବୁଲାବୁଲି କରୁଛନ୍ତି। ସତର୍କତା ନିୟମ ପାଳୁ ନାହାନ୍ତି। ଏହା ସେମାନଙ୍କ ପ୍ରତି ବିପଦ। ଏଣୁ ସତର୍କ ରହିବା…

ଗଞ୍ଜାମ ଜିଲାରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ଆରମ୍ଭ

ଛତ୍ରପୁର, ୮।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରତେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ପାଇଁ ମଙ୍ଗଳବାର ଠାରୁ କ୍ୟାମ୍ପେନ ଆରମ୍ଭ ହୋଇଛି। ଜ଼ିଲାର ସମସ୍ତ ଘରକୁ ଟିମ୍‌ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର କ’ଣ ଅଛି ତାହା ଯାଞ୍ଚ କରୁଛନ୍ତି।…

ଗଞ୍ଜାମରେ ଧାନ ବିକିବା ପାଇଁ ୯୯.୬୪ ପ୍ରତିଶତ ଚାଷୀ କରିଛନ୍ତି ପଞ୍ଜିକରଣ

ଛତ୍ରପୁର, ୭।୯(ଡି.ଏନ୍‌.ଏ.): ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କର ପଞ୍ଜିକରଣ କାର୍ଯ୍ୟକୁ ମିଶନ ମୋଡରେ କରିବା ସକାଶେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗତ ୨୯.୦୮.୨୦୨୦ରିଖ ବୈଠକରେ ଯୋଗାଣ ବିଭାଗ ଓ ସମବାୟ ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ। ଗତ ବର୍ଷ…

ନଡ଼ିଆଗଛ ଉପରେ ନାଗସାପ ଦେଖି ଭୟରେ ତଳକୁ ଖସିପଡ଼ିଲେ ଯୁବକ, ଆଉ ତା’ ପରେ…

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁରେ ନଡ଼ିଆ ଗଛରୁ ଖସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏହି ଯୁବକ ଜଣକ ହେଲେ କୈଳାସ ସେଠୀ। ରବିବାର ସକାଳେ ସେ ବାଡ଼ିପଡ଼େ ଥିବା ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବା…

ବୃଦ୍ଧାଙ୍କୁ ଧକ୍କା ଦେଇ ମିନି ବସ୍‌ ସହ ପିଟିହେଲା କାର୍‌, ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତାରେ ରବିବାର ଏକ କାର୍‌ (ନଂ. ଓଡ଼ି ୦୭ ଏ ବି -୧୫୧୨) ଧକ୍କା ଦେବାରୁ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ ଦିଗପହଣ୍ଡି ଗଜାନନ ନଗରର କାଞ୍ଚନ…

ଶିକାରୀଙ୍କ ବିଦ୍ୟୁତ୍‌ ତାରରେ ଲାଗି ୨ ଭାଇ ମୃତ

ହିଞ୍ଜିଳିକାଟୁ,୫ା୯(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସିଙ୍ଗିପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଭାଇଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ସିଙ୍ଗିପୁର ଗ୍ରାମର ରମେଶ ମୁନି…

ଗଞ୍ଜାମରେ କରୋନା ନେଲାଣି ୨୦୦ ଜୀବନ

ଛତ୍ରପୁର, ୫ା୯(ଡି.ଏନ୍‌.ଏ.)- କରୋନାରେ ଗଞ୍ଜାମ ଜ଼ିଲାର ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଜ଼ିଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ ଜିଲାରେ ମୃତ୍ୟୁ ସଂଖ୍ୟା କମୁ ନ ଥିବାରୁ ଚିନ୍ତା ବଢିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?